Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |

30-Sep-2026

ପୁରୁଷୋତ୍ତମପୁର ବ୍ଳକ ଓଏନଏସି ରେ ତିନିଦିନ ଧରି ଚାକିଥିବା ଆଙ୍ଗନ କା ଉତ୍ସବ ଓ ପ୍ରତିଯୋଗିତା  ଶେଷ |

 ଓଡିଶା ଜନ ମତ, ପୁରୁଷୋତ୍ତମପୁର, ଶୁଭଙ୍କର ଦାଶ:----

।ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିର ଅଙ୍ଗନୱାଡି କେନ୍ଦ୍ର ପରିସରରେ ତିନିଦିନିଆ ‘ଆଙ୍ଗନ କା ଉତ୍ସଵ ଉଦଯାପିତ ହୋଇଯାଇଛି।  ସମସ୍ତ ସେକ୍ଟର ସୁପର ଭାଇଜର ମାନେ ନିଜ, ନିଜ ସେକ୍ଟର ଅଧୁନରେ ଥିବା ବହୁ କେନ୍ଦ୍ର କୁ ନିଜେ ଅତିଥିଭାବେ ଯିବା ସହିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଙ୍କୁ ମଧ୍ୟ ମୁଖ୍ୟ ଅତିଥି ଭାବେ ଡାକି କାର୍ଯ୍ୟକ୍ରମ ଶେଷ କରିଥିଲେ ||  ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିଶୁ, କିଶୋରୀ ବାଳିକା ଏବଂ ଅଭିଭାବକଙ୍କ ଭାଗୀଦାରି ବେଶ୍ ଆକର୍ଷଣୀୟ ହୋଇଥିଲା। ଗତ ୨୭ ତାରିଖରୁ ଆରମ୍ଭ ହୋଇଥିବା ଏହି ଉତ୍ସବର ପ୍ରଥମ ଦିବସରେ ଅଙ୍ଗନ ୱାଡି କେନ୍ଦ୍ର ପରିସରକୁ ଆକର୍ଷଣୀୟ ଝୋଟି ଚିତାରେ ସଜ୍ଜିତ କରାଯାଇଥିଲା ଏହି ଅବସର ରେ ପୁରୁଷ ଅଭିଭାବକମାନଙ୍କ ମଧ୍ୟରେ ଏକ ଅଭିନବ ରୋଷେଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ମାଣ୍ଡିଆ ପିଠା, ମାଣ୍ଡିଆ ଖୂରି ଭଳି ପାରମ୍ପରିକ ତଥା ପୁଷ୍ଟିକର ଖାଦ୍ୟ ପ୍ରଦର୍ଶନ କରାଯାଇ କୁନି କୁନି ଶିଶୁମାନଙ୍କୁ ପରିବେଷଣ କରାଯାଇ ଥିଲା | ଦ୍ଵିତୀୟ ଦିନରେ ଅଙ୍ଗନୱାଡ଼ି ଶିଶୁମାନଙ୍କ ମଧ୍ୟରେ ନୃତ୍ୟ, ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା|ଶେଷ ତଥା ତୃତୀୟ ଦିବସରେ ଶିଶୁ ଓ ଗର୍ଭବତୀଙ୍କ ଉତ୍ତମସ୍ବାସ୍ଥ୍ୟ ପାଇଁ ପୋଷଣର ଆବଶ୍ୟକତା ଉପରେ ଏକ ସଚେତନତାଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା ଏହି ଉଦ୍‌ଯାପନୀ ସଭାରେ ପୁରୁଷୋତ୍ତମପୁର ସମନ୍ବିତ ଶିଶୁ ( ବିକାଶ ପ୍ରକଳ୍ପ ଅଧିକାରିଣୀ ଲଳିତା ମଲ୍ଲିକ ଓ ସମସ୍ତ ସୁପରଭାଇଜର  ମାନେ ନିଜ ନିଜ କେନ୍ଦ୍ରରେ ଅତିଥି ରୂପେ ଯୋଗ ଦେଇ  କୃତା ପ୍ରତିଯୋଗୀମାନଙ୍କୁ ପ୍ରମାଣପତ୍ର ଓ ଉପହାର ପ୍ରଦାନ କରିଥିଲୋ ପୁରୁଷ ଅଭିଭାବକଙ୍କ ରୋଷେଇ ପ୍ରତିଯୋଗିତାରେ ମଧ୍ୟ ପ୍ରଥମ, ଦ୍ଵିତୀୟ ଏବଂ ତୃତୀୟ ସ୍ଥାନ ହାସଲକାରୀମାନେ ପୁରସ୍କୃତ ହୋଇଥିଲେ | ସେହିପରି ଶିଶୁମାନଙ୍କ ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିଥ‌ିବା ଛାତ୍ର, ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲ ଥିଲା । କାର୍ଯ୍ୟକ୍ରମରେ କିଶୋରୀ ବାଳିକାମାନେ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ  ଉତ୍ତରୀୟ ତଥା ପୁଷ୍ପଗୁଚ୍ଛ ଦେଇ ସମ୍ବଦ୍ଧିତ କରିଥିଲେ। ପରିଶେଷରେ ଉପସ୍ଥିତ ସମସ୍ତଙ୍କୁ ସ୍ବତନ୍ତ୍ର ‘ତ୍ରିରଙ୍ଗା ଖାଦ୍ୟ` ପରିବେଷଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସ୍ବୟଂ ସହାଯକ ଗୋଷ୍ଠୀର ସଦସ୍ୟା, ସୁଭଦ୍ରା ମା`, ମମତା ମା` ଏବଂ କିଶୋରୀ ବାଳିକା ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP