Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |

01-Oct-2026

କୁମାରୀ ସ୍ଥିତ ସନ ସାଇନ ଇଂରେଜି ମିଡ଼ିଏମ ସ୍କୁଲ ରେ ହିନ୍ଦୀ ଦିବସପାଳିତ | 

ଓଡିଶା  ଜନ ମତ, ପୁରୁଷୋତ୍ତମପୁର, ଶୁଭଙ୍କର ଦାଶ :---

ପୁରୁଷୋତ୍ତମପୁର ଏନଏସି ରେ ଅବସ୍ଥିତ ଥିବା ସନ ସାଇନ ଇଂରେଜି ସ୍କୁଲ ରେ  ଅନୁଷ୍ଠାନ ର ସଭାପତି ତଥା ବରିଷ୍ଟ ଶିକ୍ଷାବିତ ଡ଼ଃ ପ୍ରଫୁଲ କୁମାର ରଥ ଓ ଅଧକ୍ଷ ସୁନୀଲ କୁମାର ମହାନ୍ତି ଙ୍କ ମିଳିତ ସଂଯୋଜନା ରେ ହିନ୍ଦୀ ଦିବସ ପାଳିତ ହୋଉ ଯାଇଛି | ଏହି କାର୍ଯ୍ୟକ୍ରମ ରେମୁଖ୍ୟ ଅତିଥି ଭାବେ ସଭାପତି  ଥିବା ଡ଼ଃ ପ୍ରଫୁଲ କୁମାର ରଥ ଓସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଏ ରାଜ ଗୋପାଳ ରାଓ,ନରସିଂହଦାଶ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ପୂର୍ଣ୍ଣିମା ସର୍ଦ୍ଦାର ଓ ଆଛୁଲି କ୍ଲଷ୍ଟର ସିଆରସିସି ହେମନ୍ତ କୁମାର ବେହେରା  ଏବଂ ଅଧକ୍ଷ ସୁନୀଲ ମହାନ୍ତି ମଞ୍ଚାସିନ ଥିଲେ | ମଞ୍ଚାସିନ ଅତିଥି ମାନେ ନିଜ ନିଜ ବକ୍ତବ୍ୟ ରେ ହିନ୍ଦୀ ଭାଷାକୁ ରାଷ୍ଟ୍ରଭାଷା ରୂପେ ପରିଚିତ କରାଇବା ଏବଂ ନିଜର ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିବା ଏହି ହିନ୍ଦୀ ଦିବସର ଉଦ୍ଦେଶ୍ୟ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଳେ ଥିଲେ। ଯାହା ଦ୍ୱାରା ପାଶ୍ଚାତ୍ୟ ଇଂରେଜି ଭାଷାକୁ ଯେତିକି ପ୍ରଧାନ୍ୟ ଦିଆଯାଉଛି ସେହି ଅନୁପାତରେ ହିନ୍ଦୀ ଭାଷାକୁ ସେତିକି ଗୁରୁତ୍ୱ ଦିଆ ଯାଉନାହିଁ ବୋଲି  ଅତିଥି ମାନେ ଖୋଭର ଶହ କହିଥିଲେ | ଏହିଅବସରରେ ବ୍ଳକ ଇ ଏନଏସିର ବିଭିନ୍ନ ସ୍କୁଲ ର  ଛାତ୍ରଛାତ୍ରୀଙ୍କୁ ନେଇ ହୋଈ ଥିବା ଦେଶାତ୍ମକବୋଧ ସଙ୍ଗୀତ, କବିତା ଆବୃତ୍ତି ଓ ଭାଷଣ ପ୍ରତିଯୋଗିତା ରେ କୃତ କାର୍ଯ୍ୟ ହୋଇଥିବା  12 ଗୋଟି ସ୍କୁଲ ର ପ୍ରଥମ ଦୁତୀୟ ଓ ତୃତୀୟ ଭାବରେକୃତ କାର୍ଯ୍ୟ ହୋଇଥିବା ଛାତ୍ର, ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା | ଏହି କାର୍ଯ୍ୟକ୍ରମ ରେ ସନ ସାଇନ ଇଂରେଜି ମିଡ଼ିଏମ ବିଦ୍ୟାଳୟ ର  ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP