Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||

01-Oct-2026

ପୁରୁଷୋତ୍ତମପୁର ବ୍ଳକ ବୈଠକ ହଲରେ  ବିଶ୍ୱ ବରିଷ୍ଟ ନାଗରିକ   ଦିବସ ପାଳିତ |

ଓଡିଶା ଜବମତ, ପୁରୁଷୋତ୍ତମପୁର, ତା --01/10/26,

ଶୁଭଙ୍କର ଦାଶ,

ପୁରୁଷୋତ୍ତମପୁର ବ୍ଳକ ବୈଠକ ହଲ ପରିସରରେ ବରିଷ୍ଟ ନାଗରିକ ଦିବସ  ବି ଏସ ଏସ ଓ କାହ୍ନୁ ଚରଣ ସୋରେନ ଙ୍କ ସଂଯୋଜନା ରେ ଅନୁଷ୍ଠିତ ହୋଈ ଯାଇଛି | ଏହିକାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବ୍ଳକଅଧକ୍ଷା ପିଙ୍କି ବେହେରା, ଓ ସମ୍ମାନିତ ଅତିଥି ରୂପେ ଅତିରିକ୍ତ ବ୍ଳକ ଗୋଷ୍ଟି ଅଧୁକାରୀ  ନାୟକ, ବ୍ଳକ ବରିଷ୍ଟ କଳାକାର ସଙ୍ଘର ସଭାପତି ବଳରାମ ପଣ୍ଡା ଓ ମୁଖ୍ୟ ବକ୍ତା ରୂପେ ତାରାତାରିଣୀ ମହାବିଦ୍ୟାଳୟ ର ଅଧ୍ୟାପକ ଡ଼ଃ ପ୍ରବୀର କେଶରୀ ପ୍ରଧାନ, ମଞ୍ଚାସିନ ଥିଲେ | ବକ୍ତା ମାନେ ବରିଷ୍ଟ ନାଗରିକ ମାନେ ସମାଜ ରେ ପ୍ରେରଣା ର ବତୀଘର ଭାବେ କାର୍ଯ୍ୟ କରୁଛନ୍ତି ବୋଲି  ମତ ପୋଷଣ କରିଛନ୍ତି | ଗୁରୁବାର ଦିନ ବିଶ୍ୱ ବରିଷ୍ଟ ନାଗରିକ ଦିବସ ଉପଲକ୍ଷେ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ଅତିଥି ମାନେ ସେମାନଙ୍କ ବକ୍ତବ୍ୟ ରେ ସମାଜ କୁ ଦିଗ ଦର୍ଶନ ଦେଉଥିବା ବରିଷ୍ଟ ନାଗରିକ ମାନଙ୍କ ଦୀର୍ଘ ଅଭିଜ୍ଞତା ସବୁବେଳେ ଅନୁକରଣୀୟ ବୋଲି ପ୍ରକାଶ କରିଥିଲେ |ଅନ୍ୟ ଅତିଥି ମାନେ  ବର୍ତମାନ ସମୟରେ ସନ୍ତାନ ମାନେ ଶ୍ରବଣ କୁମାର ଭଳି ତ୍ୟାଗପୁତ ସେବା କରିବା ଉଚିତ |
ଏ ଅବସର ରେ ବରିଷ୍ଟ ନାଗରିକ ମାନଙ୍କୁ ଉପଢୌକନ ଓ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା |ଅନ୍ୟ ମାନଙ୍କ ମଧ୍ୟରେ ବହୁ ମହିଳା ଓ ବରିଷ୍ଟ ନାଗରିକ ମାନଙ୍କ ସହ ବ୍ଳକ ର ଷ୍ଟାଫ ମାନେ ଏହିକାର୍ଯ୍ୟ କ୍ରମ ରେ ସହଯୋଗ କରିଥିଲେ |

News Comment

You Might Also Like

BACK TO TOP