Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |

02-Oct-2026

ଛତ୍ରପୁର ଠାରେ ଗଞ୍ଜାମ ଜିଲ୍ଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ।

ଓଡ଼ିଶା ଜନମତ, ଛତ୍ରପୁର,ତା.୨ / ୧୦,

କେ.ସତ୍ୟନାରାୟଣ ରେଡ୍ଡୀ :----
ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଶୁକ୍ରବାର ସକାଳେ ଛତ୍ରପୁର ରିଜର୍ଭ ପୋଲିସ ପ୍ୟାରେଡ୍ ପଡ଼ିଆ ସମ୍ମୁଖସ୍ଥ ଶିଶୁ ଉଦ୍ୟାନରେ ‘ଆମ ଗଞ୍ଜାମ, ସ୍ୱଚ୍ଛ ଗଞ୍ଜାମ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ଏହି ଅବସରରେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ, ଛତ୍ରପୁର ପୌର ପରିଷଦର ଭାରପ୍ରାପ୍ତ ଅଧ୍ୟକ୍ଷ ଜି. ପାପା ରାଓ, ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ହରିଶ ବି.ସି., ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ନାୟକ, ଆଇଏଏସ୍ ପ୍ରୋବାସନର ଏସ୍. ସରଣ୍ୟା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୌରଭ ପ୍ରଧାନ ଏବଂ ଛତ୍ରପୁର ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ଦାସଙ୍କ ସମେତ ଜନପ୍ରତିନିଧି, ବୁଦ୍ଧିଜୀବୀ, ସାମ୍ବାଦିକ, ସ୍ୱେଚ୍ଛାସେବୀ ଓ ପୌର ପରିଷଦର କର୍ମଚାରୀମାନେ ଯୋଗଦେଇ ଶିଶୁ ଉଦ୍ୟାନର ସଫେଇ କାର୍ଯ୍ୟରେ ଅଂଶଗ୍ରହଣ କରିଥିଲେ।
   ଏହି ଅବସରରେ ଜିଲ୍ଲାପାଳ ସ୍ୱଚ୍ଛତାକୁ ଏକ ଜନଆନ୍ଦୋଳନରେ ପରିଣତ କରିବା ସହ ପରିବେଶକୁ ସ୍ୱଚ୍ଛ ଓ ସୁନ୍ଦର ରଖିବା ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ସ୍ୱଚ୍ଛତା ପ୍ରତି ସଚେତନତା ବୃଦ୍ଧି କରିବା ଦିଗରେ ସମସ୍ତେ ସକ୍ରିୟ ସହଯୋଗ କରିବାକୁ ଆହ୍ୱାନ ଦେଇଥିଲେ ।।

News Comment

You Might Also Like

BACK TO TOP