Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||

02-Oct-2026

ଜିଲ୍ଲା ସ୍ତରୀୟ ‘ସ୍ପାର୍କ ୨୦୨୬’ ପ୍ରତିଯୋଗିତାରେ ହାତୀଓଟ, ଓଏଭି ର ସଫଳତା।

ଓଡ଼ିଶା ଜନମତ ପୋଲସରା,ସନ୍ତୋଷ କୁମାର ପଣ୍ଡା
 ତା --a୦୨/୧୦/୨୬ :---

 ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଓଡିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ଠାରେ ୦୧/୧୦/୨୬ ତାରିଖ ଦିନ ଅନୁଷ୍ଠିତ ଗଞ୍ଜାମ ଜିଲ୍ଲା ସ୍ତରୀୟ ‘ସ୍ପାର୍କ ୨୦୨୬’ ପ୍ରତିଯୋଗିତାରେ ପୋଲସରା ବ୍ଲକର ହାତୀଓଟ ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ବଡ଼ ସଫଳତା ହାସଲ କରିଛି। ଜିଲ୍ଲାର ୨୨ଟି ବ୍ଲକରୁ ଆସିଥିବା ପ୍ରତିଯୋଗୀଙ୍କ ମଧ୍ୟରେ  ହାତୀଓଟ ସ୍ଥିତ ଓଏଭି ର ୩୪ ଜଣ ଛାତ୍ରଛାତ୍ରୀ ଭାଗ ନେଇ ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଛନ୍ତି। ଏଥିରେ ସୋନାକ୍ଷୀ (ଦଶମ ଶ୍ରେଣୀ) କବିତା ଆବୃତ୍ତିରେ ପ୍ରଥମ, ଏସ୍. ସାଈ ପ୍ରସାଦ ଦୋରା (ନବମ ଶ୍ରେଣୀ) ସିନିୟର କୁଇଜ୍‌ରେ ପ୍ରଥମ, ପ୍ରଜ୍ଞା ପ୍ରଭା ଡାକୁଆ (ଅଷ୍ଟମ ଶ୍ରେଣୀ) ଜୁନିୟର କୁଇଜ୍‌ରେ ଦ୍ୱିତୀୟ ଏବଂ ଆୟୁଷ୍ମାନ ସାହୁ (ନବମ ଶ୍ରେଣୀ) ସିନିୟର ଶାସ୍ତ୍ରୀୟ ନୃତ୍ୟରେ ପ୍ରଥମ ପୁରସ୍କାର ପାଇ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ଏଥିସହ ଗୃପ୍ ଶାସ୍ତ୍ରୀୟ ନୃତ୍ୟରେ ଆୟୁଷ୍ମାନ, ଅରୋମିତା, ଶୀତଲ କିରଣ, ସ୍ମିତାରାଣୀ, ଶ୍ରୀୟା ପ୍ରଧାନ ଓ କାଜଲଙ୍କ ଦଳ ଦ୍ୱିତୀୟ ପୁରସ୍କାର ହାସଲ କରିଛନ୍ତି। ଛାତ୍ରଛାତ୍ରୀଙ୍କ ଏହି ଗୌରବମୟ ପ୍ରଦର୍ଶନ ପାଇଁ ବିଦ୍ୟାଳୟର ଅଧ୍ୟକ୍ଷା ଉର୍ମିଳା ସାହୁ ଏବଂ ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ସେମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

News Comment

You Might Also Like

BACK TO TOP