Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |

02-Oct-2026

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ: ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

ଓଡିଶା ଜନମତ, ବାଲିଗୁଡ଼ା, ତା, ୦୨/୧୦,

ସଞ୍ଜୟ କୁମାର ପାଣିଗ୍ରାହୀ:--

 ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ବାଲିଗୁଡ଼ାରେ ଶ୍ରଦ୍ଧା ଓ ସମ୍ମାନର ସହ ପାଳିତ ହୋଇଛି। ଏହି ଅବସରରେ ପିଡବ୍ଲ୍ୟୁଡି ଛକସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଓ ଶାସ୍ତ୍ରୀ ଙ୍କ ଫୋଟୋ ଚିତ୍ରରେ ଅତିଥି ଓ ଉପସ୍ଥିତ ବ୍ୟକ୍ତିମାନେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।
କାର୍ଯ୍ୟକ୍ରମରେ ପିଏ ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶିବଶଙ୍କର ସମରଥ, ତୀର୍ଥବାସୀ ଘଡ଼ାଇ, ଅଭିମନ୍ୟୁ ପ୍ରଧାନ, ସୁରେନ୍ଦ୍ର କୁମାର ପାତ୍ରଙ୍କ ସମେତ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ବେଶଭୂଷାରେ ସଜ୍ଜିତ ହୋଇ ସହର ପରିକ୍ରମା କରିଥିଲେ। ବିଭିନ୍ନ ସ୍ଲୋଗାନ ଦେଇ ଛାତ୍ରଛାତ୍ରୀଙ୍କ ଶୋଭାଯାତ୍ରା ସମଗ୍ର ସହର ପରିକ୍ରମା କରିବା ସହ ଗାନ୍ଧୀଙ୍କ ଅହିଂସା, ସତ୍ୟ ଓ ସ୍ୱଚ୍ଛତାର ବାର୍ତ୍ତା ଏବଂ ଶାସ୍ତ୍ରୀଙ୍କ ଦେଶପ୍ରେମ ଓ ଶୃଙ୍ଖଳାର ଆଦର୍ଶକୁ ମନେ ପକାଇଥିଲା। ଛାତ୍ରଛାତ୍ରୀଙ୍କ ଏହି ଶୋଭାଯାତ୍ରା ସହରବାସୀଙ୍କ ମଧ୍ୟରେ ଦେଶପ୍ରେମ ଓ ଗାନ୍ଧୀ-ଶାସ୍ତ୍ରୀଙ୍କ ଆଦର୍ଶ ପ୍ରତି ସଚେତନତା ସୃଷ୍ଟି କରିଥିଲା।

News Comment

You Might Also Like

BACK TO TOP