Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |

03-Oct-2026

ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲର ୧୨୫ତମ ବାର୍ଷିକ  ସମାରୋହରେ ଯୋଗଦେଲେ  ମାନ୍ୟବର ରାଜ୍ଯପାଳ ଡ଼ ହରିବାବୁ କମ୍ଭମପାଟି :: ଚରିତ୍ର ଗଠନ , ଦାୟିତ୍ୱବୋଧ ଓ ମର୍ଯ୍ୟାଦାର ସହ ଜୀବନ ଯାପନ କରିବାରେ ଶିକ୍ଷାର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି - ରାଜ୍ୟପାଳ           
                                   ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଲକୃଷ୍ଣ ପ୍ରଧାନ 
ଖୋର୍ଦ୍ଧା(ନିପ୍ର)  କେବଳ ଜୀବିକା ନିର୍ବାହ ପାଇଁ ଛାତ୍ରଛାତ୍ରୀଙ୍କୁ ପ୍ରସ୍ତୁତ କରିବା ନୁହେଁ, ବରଂ ଚରିତ୍ର ଗଠନ , ଦାୟିତ୍ୱବୋଧ ଓ  ମର୍ଯ୍ୟାଦାପୂର୍ଣ୍ଣ ଜୀବନଯାପନ  କରିବାରେ  ଶିକ୍ଷାର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ଆଜି  ଖୋର୍ଦ୍ଧା ସହର ମଧ୍ୟ ଭାଗ ରେ ଥିବା  ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲର ୧୨୫ତମ ବାର୍ଷିକ  ସମାରୋହରେ  ଉଦବୋଧନ ଦେଇ ରାଜ୍ୟପାଳ ଡ଼ ହରିବାବୁ କମ୍ଭମ ପାଟି ଏହା କହିଛନ୍ତି l ଏହି ସମାରୋହରେ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେଯେ, ଏହି ଐତିହାସିକ ଅବସର ଶିକ୍ଷା, ଚରିତ୍ର ଗଠନ  ଓ ସେବାର ଦୀର୍ଘ ପରମ୍ପରାକୁ ସ୍ମରଣ କରିବାର ଅବସର। ଏହି ଶିକ୍ଷାନୁଷ୍ଠାନ ପିଢ଼ି ପରେ ପିଢ଼ି ଛାତ୍ରଛାତ୍ରୀଙ୍କୁ ଗଢ଼ି ତୋଳିବା ସହ ଓଡ଼ିଶାର ବୌଦ୍ଧିକ ଓ ସାମାଜିକ ବିକାଶରେ ଅବଦାନ ରଖିଥିଲା ବେଳେ 
ଅନୁଷ୍ଠାନର ନାମ ଓ ଏହାର ଅବସ୍ଥିତିର ଐତିହାସିକ ଗୁରୁତ୍ୱ ସମ୍ପର୍କରେ ଉଲ୍ଲେଖ କରି ରାଜ୍ୟପାଳ ବକ୍ସି ଜଗବନ୍ଧୁଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ୧୮୧୭ର ପାଇକ ବିଦ୍ରୋହ ସମେତ ଓଡ଼ିଶାର ଇତିହାସରେ ଖୋର୍ଦ୍ଧାର ଗୁରୁତ୍ୱପୂର୍ଣ୍ଣ ସ୍ଥାନ ରହିଛି  ବକ୍ସି ଜଗବନ୍ଧୁଙ୍କ ସାହସ ଓ ତ୍ୟାଗ ଅନ୍ୟାୟ ବିରୋଧରେ ଲଢ଼େଇ କରିବା  ଦେଶସେବା ପାଇଁ ପିଢ଼ି ପରେ ପିଢ଼ିକୁ ପ୍ରେରଣା ଦେଇଆସୁଛି ତେବେ 
ଏହି ଐତିହ୍ୟ ସହ ଶିକ୍ଷାର ଭୂମିକାକୁ ଯୋଡ଼ି ରାଜ୍ୟପାଳ କହିଥିଲେ ଯେ, ଏକ ବିଦ୍ୟାଳୟର ପ୍ରକୃତ ଐତିହ୍ୟ କେବଳ ଏହାର କୋଠା କିମ୍ବା ଉପଲବ୍ଧିରେ ନୁହେଁ, ବରଂ ଏହା ଗଢ଼ି ତୋଳିଥିବା ଜୀବନରେ ପ୍ରତିଫଳିତ ହୁଏ। ପିଢ଼ି ପରେ ପିଢ଼ି ଶିକ୍ଷକମାନେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଶୃଙ୍ଖଳା, ଆତ୍ମବିଶ୍ୱାସ, ସଚ୍ଚୋଟତା, ଦୃଢ଼ତା, ସହାନୁଭୂତି, ସାହସ ଓ ଦାୟିତ୍ୱବୋଧ ବିକଶିତ କରିଆସିଛନ୍ତି ବୋଲି ସେ କହିଥିଲେ। ସେହିପରି 
ସାହସର ସହ ସ୍ୱପ୍ନ ଦେଖିବା, ସଚ୍ଚୋଟ ଭାବେ ପରିଶ୍ରମ କରିବା ଏବଂ ଶିକ୍ଷକ ଓ ଅଭିଭାବକଙ୍କୁ ସମ୍ମାନ କରିବାକୁ   ଛାତ୍ରଛାତ୍ରୀମାନଙ୍କୁ ରାଜ୍ୟପାଳ ଆହ୍ୱାନ ଦେଇଥିଲେ।. ଅନ୍ୟପଟେ  ଏକ ରାଷ୍ଟ୍ରର ଶକ୍ତି  ଏହାର ଯୁବପିଢ଼ିର ଚରିତ୍ର ଉପରେ ନିର୍ଭର କରେ ବୋଲି ସେ କହିଥିଲେ।ସମୟର ପରିବର୍ତ୍ତନ ସହ ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଆବଶ୍ୟକ ହେଲେ ମଧ୍ୟ ଏହା ମୂଲ୍ୟବୋଧ ସହ ଜଡ଼ିତ ରହିବା ଉଚିତ  ଜାତୀୟ ଶିକ୍ଷା ନୀତି (NEP) ୨୦୨୦ରେ ସାମଗ୍ରିକ ଓ ଅନୁଭୂତିଭିତ୍ତିକ ଶିକ୍ଷା, ସୁକ୍ଷ୍ମ ଚିନ୍ତନ, ବୃତ୍ତିଗତ ଶିକ୍ଷା, ଡିଜିଟାଲ ସାକ୍ଷରତା, ଭାରତୀୟ ଜ୍ଞାନ ପରମ୍ପରା, କଳା, କ୍ରୀଡ଼ା ଓ ଜୀବନ କୌଶଳ ଉପରେ ଗୁରୁତ୍ୱ ଦିଆଯାଇଛି। ମୁଖସ୍ଥ ଶିକ୍ଷାରୁ ଜିଜ୍ଞାସା, ସୃଜନଶୀଳତା, ଦକ୍ଷତା ଓ ଚରିତ୍ର ଗଠନ ଦିଗରେ ଏହି ପରିବର୍ତ୍ତନ ବିଦ୍ୟାଳୟର NCC, ସ୍କାଉଟ୍ସ, କ୍ରୀଡ଼ା ଓ ନୈତିକ ଶିକ୍ଷା ଉପରେ ଥିବା ଗୁରୁତ୍ୱ ସହ ସମନ୍ୱିତ ବୋଲି ସେ କହିଥିଲେ।
ଏହି ଐତିହାସିକ ଅବସରରେ ପୂର୍ବତନ ଛାତ୍ରଛାତ୍ରୀ, ଶିକ୍ଷକ, କର୍ମଚାରୀ, ବର୍ତ୍ତମାନର ଛାତ୍ରଛାତ୍ରୀ, ବିଦ୍ୟାଳୟ କର୍ତ୍ତୃପକ୍ଷ ଓ ଜିଲ୍ଲା ପ୍ରଶାସନକୁ ଅଭିନନ୍ଦନ ଜଣାଇ ରାଜ୍ୟପାଳ ଆଶା ପ୍ରକାଶ କରିଥିଲେ ଯେ, ଏହି ଅନୁଷ୍ଠାନ ଆଗାମୀ ୧୨୫ ବର୍ଷ ଓ ତା’ପରେ ମଧ୍ୟ ଯୁବପିଢ଼ିକୁ ଗଢ଼ି ତୋଳିବା ସହ ଓଡ଼ିଶାର ବିକାଶରେ ଅବଦାନ ଜାରି ରଖିବ।ସମାରୋହରେ ବିଦ୍ୟାଳୟର ଚାରିଜଣ ବିଶିଷ୍ଟ ପୁରାତନ ଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ବିଦ୍ୟାଳୟର ପତ୍ରିକା ‘ଅବକାଶ–୧୨୫’ ଉନ୍ମୋଚିତ ହୋଇଥିଲା।ଏହି ଅବସରରେ ମାନ୍ୟବର ଖୋର୍ଦ୍ଧା ବିଧାୟକ ଶ୍ରୀ ପ୍ରଶାନ୍ତ କୁମାର ଜଗଦେବ, ସମ୍ବାଦ ଗ୍ରୁପର ପ୍ରତିଷ୍ଠାତା ତଥା ପୂର୍ବତନ ସାଂସଦ ଶ୍ରୀ ସୌମ୍ୟରଞ୍ଜନ ପଟ୍ଟନାୟକ, ମେଜର ଜେନେରାଲ (ଅବସରପ୍ରାପ୍ତ) ଅସୀମ କୋହଲି ଏବଂ ଆୟୋଜକ ସମ୍ପାଦକ ତଥା ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ପ୍ରିୟଦର୍ଶିନୀ ପଣ୍ଡା ବକ୍ତବ୍ୟ  ପ୍ରଦାନ କରିଥିଲେ। ଆଲୁମନି ଆସୋସିଏସନର ମୁଖ୍ୟ ସଂଯୋଜକ  ଶ୍ରୀ ବି. କେ. ଦାଶ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଉତ୍ସବ କମିଟିର ସଭାପତି ପ୍ରଫେସର (ଡ.) ନାରାୟଣ ରାଓ ଧନ୍ୟବାଦ ଅର୍ପଣ କରିଥିଲେ।
କାର୍ଯ୍ୟକ୍ରମ ପୂର୍ବରୁ ରାଜ୍ୟପାଳ ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବା ସହ  ପ୍ରଦର୍ଶନୀର ଉଦ ଘ

News Comment

You Might Also Like

BACK TO TOP