Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |

04-Oct-2026

ବିଜେପିର ବିଶାଳ ମିଶ୍ରଣ ପର୍ବ: ଶତାଧିକ କଂଗ୍ରେସ କର୍ମୀ ଦଳରେ ସାମିଲ

ଓଡିଶା ଜନମତ ରାୟଗଡା,୪/୧୦,

କାମେଶ୍ୱର କରକରିଆ :----

 ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖାଣ୍ଡି ପଞ୍ଚାୟତର ଆଲିଜିନିଗୁଡ଼ା ଆମ୍ବତୋଟା ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଏକ ବିଶାଳ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ମାଝୀଗୁଡ଼ା ମଣ୍ଡଳ ସଭାପତି ଅନିଲ କୁମାର ଜାଡିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବ୍ଲକ ତଥା ମଣ୍ଡଳସ୍ତରୀୟ ବହୁ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ।
ଏହି ସମାବେଶରେ ବ୍ଲକର ପୋଲାମା, ସୁନାଖାଣ୍ଡି ଏବଂ କନ୍ଧକାଟିପାଡୁ ପଞ୍ଚାୟତରୁ ପ୍ରାୟ ୧୨୦ରୁ ଊର୍ଦ୍ଧ୍ୱ ସକ୍ରିୟ କଂଗ୍ରେସ କର୍ମୀ ଓ ସମର୍ଥକ ନିଜ ଦଳ ପରିତ୍ୟାଗ କରି ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ଉପସ୍ଥିତ ଦଳୀୟ ପଦାଧିକାରୀମାନେ ନବାଗତ ସମସ୍ତ କର୍ମୀଙ୍କୁ ଦଳୀୟ ଉତ୍ତରୀୟ ପ୍ରଦାନ କରି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।
ଆଗାମୀ ପଞ୍ଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ଏହି ମିଶ୍ରଣ ପର୍ବ ବିଶେଷ ଗୁରୁତ୍ୱ ବହନ କରୁଥିବା ବେଳେ ତୃଣମୂଳ ସ୍ତରରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ ଓ ସକ୍ରିୟ କରିବାକୁ ନେତୃବୃନ୍ଦ ଆହ୍ୱାନ ଦେଇଛନ୍ତି। ଶତାଧିକ ନୂତନ କର୍ମୀଙ୍କ ଯୋଗଦାନ ଫଳରେ ଅଞ୍ଚଳରେ ବିଜେପିର ସାଂଗଠନିକ ସ୍ଥିତି ବେଶ୍ ମଜଭୁତ ହୋଇଥିବା ଚର୍ଚ୍ଚା ହେଉଛି।

News Comment

You Might Also Like

BACK TO TOP