Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |

04-Oct-2026

ଜାତୀୟ ଜୁନିୟର ଥ୍ରୋ-ବଲ୍‌ରେ ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତଙ୍କୁ ସ୍ୱର୍ଣ୍ଣ

ଓଡିଶା ଜନମତ ରାୟଗଡା,୪/୧୦,

କାମେଶ୍ୱର କରକରିଆ :------

 ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ୍‌ ଅନ୍ତର୍ଗତ ପୋଲମା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ସୁଶାନ୍ତ ମଣ୍ଡିକା ଜାତୀୟ ସ୍ତରରେ ନିଜ ପ୍ରତିଭାର ଛାପ ଛାଡ଼ି ସମଗ୍ର ଜିଲ୍ଲା ତଥା ରାଜ୍ୟ ପାଇଁ ଗୌରବ ଆଣିଦେଇଛନ୍ତି। ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ଜାତୀୟ ଜୁନିୟର ଥ୍ରୋ-ବଲ୍ ପ୍ରତିଯୋଗିତାରେ ସେ ଚମତ୍କାର କ୍ରୀଡ଼ା କୌଶଳ ପ୍ରଦର୍ଶନ କରି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ସୁଶାନ୍ତ ସ୍ଥାନୀୟ ଧାମୁଣିପାଙ୍ଗା ପଞ୍ଚାୟତର ଗୁଣ୍ଡୁରୀଗୁଡ଼ା ଗ୍ରାମର ବାସିନ୍ଦା।
ସୂଚନା ଅନୁଯାୟୀ, ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ବାବୁଲା ମେଲାକାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ମାର୍ଗଦର୍ଶନରେ ସୁଶାନ୍ତ ନିୟମିତ କଠିନ ଅଭ୍ୟାସ ଜାରି ରଖିଥିଲେ। ନିଜର ଅକ୍ଲାନ୍ତ ପରିଶ୍ରମ, ନିଷ୍ଠା ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ସେ ଆଜି ଜାତୀୟ ସ୍ତରରେ ଏହି ବିରଳ କୃତିତ୍ୱ ଅର୍ଜନ କରିପାରିଛନ୍ତି।
ସ୍ୱର୍ଣ୍ଣ ପଦକ ବିଜୟୀ ହୋଇ ଫେରିବା ପରେ ସ୍ଥାନୀୟ ରେଳ ଷ୍ଟେସନରେ ସୁଶାନ୍ତଙ୍କୁ ବିପୁଳ ଉତ୍ସାହ ସହକାରେ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏହି ସମ୍ବର୍ଦ୍ଧନା ସଭାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ଗ୍ରାମବାସୀ ତଥା ସ୍ଥାନୀୟ କ୍ରୀଡ଼ାପ୍ରେମୀମାନେ ଉପସ୍ଥିତ ରହି ତାଙ୍କୁ ଉତ୍ସାହିତ କରିବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ସୁଶାନ୍ତଙ୍କ ଏହି ଅସାଧାରଣ ସଫଳତା ପାଇଁ ସମଗ୍ର କଲ୍ୟାଣସିଂହପୁର ତଥା ରାୟଗଡ଼ା ଜିଲ୍ଲାରେ ଏବେ ଖୁସି ଓ ଉତ୍ସାହର ମାହୋଲ ସୃଷ୍ଟି ହୋଇଛି।

News Comment

You Might Also Like

BACK TO TOP