Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |

04-Oct-2026

ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ। 

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 
ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହର ଉପକଣ୍ଠ ନିମଖଣ୍ଡି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଯାହାକି ଗତକାଲି ମଧ୍ୟରାତ୍ରିରେ ଦୁଇ ବନ୍ଧୁ ମିଶି ମଦ ପିଇଲେ ଓ ପୁର୍ବ ଶତୃତା କୁ ନେଇ କୌଣସି କଥାରେ ଉଚ୍ଚବାଚ ସୃଷ୍ଟି ହୋଇଥିଲା। ଏହି ସମୟରେ ଟୁନା ନାୟକ ନାମକ ଜଣେ ଯୁବକ ବିଟୁ ସାହୁ ନାମରେ ତା ସାଙ୍ଗକୁ ପିଟି ଥିଲା।ବିଟୁ ରାଗି ଯାଇ ନିଜ ମୋଟରସାଇକେଲ ରେ ରଖିଥିବା ଏକ ଛୁରୀ ଆଣି ଟୁନା ର ବେକକୁ ଭୁଷି ଦେଇ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିଲା। ଗୁରୁତର ଆହତ ଅବସ୍ଥାରେ ଟୁନା ନିଜ ସମ୍ପର୍କୀୟଙ୍କ ଘରକୁ ଯାଇ ଡାକି ଥିଲା। କିନ୍ତୁ ସମ୍ପର୍କୀୟ ଭାଇ ଓ ଦାଦା ଆସିବା ବେଳକୁ ତାର ଜୀବନ ଚାଲିଯାଇଛି। ଖବର ପାଇ ବ୍ରହ୍ମପୁର ପୋଲିସ ଏସପି, ସଦର ଡିଏସପି ଓ ନିମଖଣ୍ଡି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP