Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||

05-Oct-2026

ଝାଡ଼ ବାଇ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଗାଗନା ପୁର ପ୍ରାଇମେରୀ ସ୍କୁଲ ରେ  ଅନୁଷ୍ଠିତ 

|ଓଡିଶା ଜନ ମତ, ପୁରୁଷୋତ୍ତମପୁର, ଶୁଭଙ୍କର ଦାଶ:---

ପୁରୁଷୋତ୍ତମପୁର ବ୍ଲକ୍ ଅନ୍ତର୍ଗତ ଝାଡବାଇ କ୍ଲଷ୍ଟର   ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ସ୍ଥାନୀୟ ଗାଗନା ପୁର ପ୍ରାଇମେରୀ ସ୍କୁଲ ପରିସରରେ  ପ୍ରଧାନ ଶିକ୍ଷକ ପଞ୍ଚାନନ ସେଠୀ ଓ ସହକାରୀ ଶିକ୍ଷକ ଇ ରମେଶ ଙ୍କ ସଂଯୋଜନା ରେ ଆରମ୍ଭ ହୋଇଥିଲା |ସ୍କୁଲ ସଭାପତି ଅଭିମନ୍ୟୁ ସେଠୀ ଏହାକୁ ଉଦଘାଟନ କରିଥିଲେ | ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ପଞ୍ଚାନନ ସେଠୀ, କବିସୂର୍ଯ୍ୟନଗର ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ କୃପାସିନ୍ଧୁ ସ୍ୱାଇଁ,ମୁଖ୍ୟ ବକ୍ତା ଭାବେପୂର୍ବତନ ବିଇଓ ଶ୍ରୀ ହରେକୃଷ୍ଣ ପଣ୍ଡା, ସମ୍ନାନୀତଅତିଥି ଭାବେ ବିଜୟ କୁମାର ବେହେରା,ଦେବରାଜ ବେହେରା, ଏବିଇଓ ଭକ୍ତ ବତ୍ସଳଜାନି, ଯୁଧିଷ୍ଠିର ସାହୁ, ଆଇ ରାମରାଓ,ଶ୍ରୀମତୀ ବିଷ୍ଣୁ ପ୍ରିୟା ମହାରଣା, ପ୍ରଦୀପ କୁମାର ବେହେରା, ଲକ୍ଷ୍ମୀ ନାରାୟଣ ପାତ୍ର,ମଞ୍ଚାସିନ ରହି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ |
ଏଥିରେ କ୍ଲଷ୍ଟର ର ସମସ୍ତ  ବିଦ୍ୟାଳୟ ର  ଛାତ୍ରଛାତ୍ରୀ ଯୋଗଦେଇଥିଲେ।ବିଭିନ୍ନ ପ୍ରକାର ପ୍ରତିଯୋଗିତା ରେ ପ୍ରଥମ,ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।ମୁଖ୍ୟ ଆକର୍ଷଣ ଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ |
ଏହାକୁ ମୁଖ୍ୟ ଭାବେ  ଭଗବାନ ପାତ୍ର,ରାମୁଲ ପାତ୍ର, କେ  ପୁରୁଷୋତ୍ତମ ଦୋରା, ପ୍ରସାଦ ଦୋରା, ଗଣପତି ନାହାକ, ଚରଣ ବେହେରା, ଦାଶରଥି ପାଇକ, ନୟନ ନାୟକ, ଅଭୟ ତ୍ରିପାଠୀ, ବଂଶୀଧର ବେହେରା ସହଯୋଗ କରିଥିଲେ |  ଏବଂକେ ସାମନ୍ତରା ପୁର ପ୍ରାଇମେରୀ ସ୍କୁଲ ର  ଅକ୍ଷୟ ସାର ସାଂସ୍କୃତିକ କାର୍ଯ୍ୟକୁ ପରିଗାଳନା କରିଥିଲେ | 
ଓ ସେହି ସ୍କୁଲ ର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, ଓଗ୍ରାମବାସୀ, ଯୁବକ ମାନେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ |

News Comment

You Might Also Like

BACK TO TOP