Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |

05-Oct-2026

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀଙ୍କଦ୍ବାଦଶାହ କାର୍ଯ୍ୟ ସମାହିତ ।
ଓଡ଼ିଶା ଜନମତ, ଛତ୍ରପୁର ତା. ୫ / ୧୦,

କେ.ସତ୍ୟନାରାୟଣ ରେଡ୍ଡୀ :-----

ଛତ୍ରପୁରରେ ଅବସରପ୍ରାପ୍ତ ସହକାରୀ ଯୋଗାଣ ବିଭାଗ ଅଧିକାରୀ ସ୍ୱର୍ଗତ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ଦ୍ୱାଦଶାହ 
କାର୍ଯ୍ୟ ସ୍ଥାନୀୟ ଶିବ କୁମାର୍ ପଟ୍ଟନାୟକ ରିଡିଙ୍ଗ ରୁମ୍ ରେ ବର୍ଣ୍ଣାଢ୍ୟ ସମାରୋହରେ ପାଳିତ ହୋଇଯାଇଛି ।
ଏହି ଅବସରରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଥିଲା
। ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଙ୍କ ସମେତ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଯୋଗଦେଇ ତାଙ୍କରି ପ୍ରତିକୃତୀ ରେ ପୁଷ୍ପମାଲ୍ୟ ସହ ସମ୍ମାନ ଜଣାଇ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।
ଆୟୋଜିତ ସଭାରେ ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ, ଛତ୍ରପୁର ଓକିଲସଂଘର ବହୁ ନେତ୍ତୃ ବର୍ଗ, ବହୁ ରାଜନୈତିକ ବ୍ୟକ୍ତି ବିଶେଷ୍ୟ ଙ୍କ ସମେତ ବିଭିନ୍ନ ବର୍ଗର ବିଶିଷ୍ଟ ବ୍ୟକ୍ତି, ପରିବାରବର୍ଗ ଓ ବନ୍ଧୁବାନ୍ଧବ ଯୋଗଦେଇ ସ୍ୱର୍ଗତ ପଟ୍ଟନାୟକଙ୍କ ସ୍ମୃତିଚାରଣ କରିଥିଲେ ।।

News Comment

You Might Also Like

BACK TO TOP