Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |

05-Oct-2026

ପଞ୍ଚାୟତ ବାସୀଙ୍କ ଦୀର୍ଘ ଦିନର ଆଶା ପୂରଣ ହେଲା, ଧରାଧରପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ।
ଓଡିଶା ଜନମତ, ଜଗତସିଂହପୁର,

ଜ୍ୟୋତିରଞ୍ଜନ ପଟ୍ଟନାୟକ....... 

ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ ଅନ୍ତର୍ଗତ ଧରାଧରପୁର ଗ୍ରାମ ପଞ୍ଚାୟତରେ ନବଗଠିତ ଧରାଧରପୁର ପ୍ରାଥମିକ କୃଷି ସମବାୟ ସମିତିର ଶୁଭ ଉଦଘାଟନ ଅନୁଷ୍ଠିତ ହୋଇଯାଇଛି । ଏହି 
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଗତସିଂହପୁର ସାଂସଦ ଡା. ବିଭୁପ୍ରସାଦ ତରାଇ  ଯୋଗଦେଇ ଫିତାକାଟି ସମିତିର ଶୁଭାରମ୍ଭ କରିଥିଲେ । ଏହି  ନୁଆ ସମବାୟ ସମିତି ଖୋଲିବା ପଛରେ ଉଦ୍ୟମ କରିଥିବା ଯୁବ ସାମାଜିକ କର୍ମୀ ସରିତ ମହାପାତ୍ର ଓ ତାଙ୍କ ଯୁବ ବାହିନୀ ଙ୍କ ଭୁୟସୀ ପ୍ରଶଂସା କରିଥିଲେ l ଏହି ଅବସରରେ ସମ୍ମାନିତ ଅତିଥି  ଭାବେ ବିଜେପି ନେତ୍ରୀ  ସ୍ମିତା ପ୍ରଧାନ, ସାଂସଦଙ୍କ ପ୍ରତିନିଧି ଆଇନୀଜୀବୀ ଗଗନ ଚନ୍ଦ୍ର ଦାଶ, ବିବେକାନନ୍ଦ ହୋତା, କୃଷକ ମୋର୍ଚ୍ଚା ଜିଲ୍ଲା ପ୍ରଭାରୀ ଏବଂ ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ପ୍ରଶାନ୍ତ ସ୍ୱାଇଁ ମଧ୍ୟ ଉପସ୍ଥିତ ଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମ ର ମଞ୍ଚ ପରିଚାଳନା ଅଶୋକ କୁମାର ରାଉତରାୟ  କରିଥିବା ବେଳେ  ପ୍ରଶାନ୍ତ କୁମାର ବିଶ୍ୱାଳ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ । ଧରାଧରପୁର ଗ୍ରାମ ପଞ୍ଚାୟତର ଚାଷୀମାନଙ୍କୁ କୃଷି ସମ୍ବନ୍ଧୀୟ ସେବା, ସୁବିଧା ଓ ସମବାୟ ବ୍ୟବସ୍ଥା ସହିତ ଯୋଡ଼ିବା ସହିତ ପଞ୍ଚାୟତରେ ବିଭିନ୍ନ ପ୍ରକାର ରୋଜଗାର ଓ ଆତ୍ମନିଯୁକ୍ତିର ସୁଯୋଗ ସୃଷ୍ଟି କରି ଯୁବକମାନଙ୍କୁ ସ୍ୱାବଲମ୍ବୀ କରିବା ଏହି ସମିତିର ଅନ୍ୟତମ ପ୍ରମୁଖ ଉଦ୍ଦେଶ୍ୟ ରହିଛି ବୋଲି ସାମାଜିକ କର୍ମୀ ସରିତ ମହାପାତ୍ର ପ୍ରକାଶ କରିଥିଲେ । ଏହା ମାଧ୍ୟମରେ ଧରାଧରପୁର ପଞ୍ଚାୟତର କୃଷି ଓ ଗ୍ରାମୀଣ ଅର୍ଥନୀତିକୁ ଅଧିକ ସୁଦୃଢ଼ କରିବା ପାଇଁ ଆଗାମୀ ଦିନରେ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ଆୟୋଜକମାନଙ୍କ ପକ୍ଷରୁ ପ୍ରକାଶ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସମିତିର ସମସ୍ତ କର୍ମକର୍ତ୍ତା, ସଦସ୍ୟ, ଚାଷୀ, ଯୁବକ ଓ ସ୍ଥାନୀୟ ଅଞ୍ଚଳର ବହୁ ଜନସାଧାରଣ ଉପସ୍ଥିତ ଥିଲେ ।

News Comment

You Might Also Like

BACK TO TOP