Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||

05-Oct-2026

ଶ୍ରୀକାନ୍ତ ସାହୁ ବିଜେଡିର ବରିଷ୍ଠ ପ୍ୟାନେଲ ସଦସ୍ୟ ମନୋନୀତ।

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍  ୫/୧୦/୨୬ ::---

 ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ବିଜୁ ଜନତା ଦଳର ବରିଷ୍ଠ ପ୍ୟାନେଲ କମିଟି ସଦସ୍ୟ ଭାବେ ମନୋନୀତ ହୋଇଥିବାରୁ ଶ୍ରୀ ସାହୁ, ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ହାର୍ଦ୍ଦିକ କୃତଜ୍ଞତା ଜଣାଇଛନ୍ତି। ଅପର ପକ୍ଷରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ବିଜୁ ଜନତା ଦଳର ସିନିୟର ପେନାଲିଷ୍ଟ ପଦବୀ ଦାୟିତ୍ୱ ମିଳିଥିବା ଯୋଗୁଁ ପୋଲସରା ବ୍ଲକ ଓ ପୌର ପରିଷଦ ଏବଂ ବୁଗୁଡ଼ା ବ୍ଲକ ଓ ଏନଏସି ବିଜେଡି କର୍ମୀଙ୍କ ମହଲରେ ଖୁସିର ଲହରୀ ଖେଳି ଯାଇଛି। ଶ୍ରୀ ସାହୁ ବିଜୁ ଜନତା ଦଳର ବରିଷ୍ଠ ପ୍ୟାନେଲ କମିଟି ସଦସ୍ୟ ଭାବେ ମନୋନୀତ ହୋଇଥିବା ଯୋଗୁଁ ଉଭୟ ବ୍ଲକ ଓ ପୌର ସଂସ୍ଥାର ବିଜେଡିର କର୍ମକର୍ତ୍ତାଗଣ ଓ କର୍ମୀ ମାନେ ରାଜ୍ୟ ବିଜୁ ଜନତାଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିବା ସହ ପ୍ରାକ୍ତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।

News Comment

You Might Also Like

BACK TO TOP