Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |

06-Oct-2026

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ

ଓଡିଶା ଜନମତ, ବାଲିଗୁଡା, ତା, ୦୬/୧୦,

ସଞ୍ଜୟ କୁମାର ପାଣିଗ୍ରାହୀ): ---

ଘରେ କେହି ନଥିବାର ସୁଯୋଗ ନେଇ ଝରକା ବାଟେ ପଶି ସୁନା ଅଳଙ୍କାର ଚୋରି। ଚୋରି କରିଥିବା ସୁନା ବିକ୍ରି କରି ସେହି ଟଙ୍କାରେ ଟ୍ରାକ୍ଟର କିଣିଥିବା ଅଭିଯୋଗରେ କୋଟଗଡ଼ ପୁଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୧୨.୦୮୫ ଗ୍ରାମ ସୁନା, ନଗଦ ୨,୧୦୦ ଟଙ୍କା ଏବଂ ଗୋଟିଏ ଟ୍ରାକ୍ଟର ଜବତ କରାଯାଇଛି। ପୁଲିସ ସୂଚନା ଅନୁସାରେ, ଗତ ସେପ୍ଟେମ୍ବର ୩୦ ତାରିଖ ରାତିରେ ଶ୍ରୀରାମପୁର ଗ୍ରାମର ଲୁସିଆନ ବଡ଼ନାୟକ ଓ ତାଙ୍କ ପରିବାର ସଦସ୍ୟ ଘରେ ନଥିବା ସମୟରେ ଅଭିଯୁକ୍ତମାନେ ଝରକା ଦେଇ ଘର ଭିତରକୁ ପ୍ରବେଶ କରିଥିଲେ। ପରେ ଆଲମାରୀ ଭାଙ୍ଗି ସେଥିରେ ଥିବା ସୁନା ଅଳଙ୍କାର ଚୋରି କରି ନେଇଥିଲେ।ଚୋରି ହୋଇଥିବା ସୁନା ଅଳଙ୍କାରକୁ ବିକ୍ରି କରି ମିଳିଥିବା ଟଙ୍କାରେ ଅଭିଯୁକ୍ତ ମାନେ ଏକ ଟ୍ରାକ୍ଟର କିଣିଥିବା ପୁଲିସ ତଦନ୍ତରୁ ଜଣାପଡ଼ିଛି। ଘଟଣା ସମ୍ପର୍କରେ କୋଟଗଡ଼ ଥାନା କେସ୍‌ ନଂ-୧୮୪, ତାରିଖ ୦୪.୧୦.୨୦୨୬ ରୁଜୁ କରାଯାଇ BNSର ଧାରା ୩୩୧(୪)/୩୦୫(ଏ) ଅନୁଯାୟୀ ତଦନ୍ତ ଆରମ୍ଭ ହୋଇଥିଲା। ଗିରଫ ଅଭିଯୁକ୍ତ ମାନେ ହେଲେ ଶ୍ରୀରାମପୁର ନୂଆସାହିର ଲେଟ୍‌ ଚକ୍ରଧର ଉଠାଣସିଂହଙ୍କ ପୁଅ ଲିଟୁ ଉଠାଣସିଂହ, ଶ୍ରୀରାମପୁର ଓଡ଼ିଆସାହିର ନିରାକାର ବଡ଼କାନହରଙ୍କ ପୁଅ ପିତାବାସ ବଡ଼କାନହର ଏବଂ ମିଶନସାହି ଜୁବାଗୁଡ଼ାର କର୍ମ ବଡ଼ସେଠଙ୍କ ପୁଅ ପ୍ରେମାନନ୍ଦ ବଡ଼ସେଠ। ତିନିଜଣଙ୍କୁ ପୁଲିସ ଗିରଫ କରିବା ପରେ ଅଦାଲତକୁ ଚାଲାଣ କରିଛି।

News Comment

You Might Also Like

BACK TO TOP