Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |

08-Oct-2026

ମାଝୀଗୁଡା କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 
ଓଡିଶା ଜନମତ ରାୟଗଡା -୭/୧୦,

କାମେଶ୍ୱର କରକରିଆ:----

ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ମାଝୀଗୁଡା ପଞ୍ଚାୟତ ସଦରରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ କ୍ଳଷ୍ଟର  ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ ହୋଇଛି ।ଆଞ୍ଚଳିକ ସାଧନ ସଂଯୋଜକ ବା ସିଆରସିସି ଶରତ କୁମାର କରକରିଆ ଙ୍କ ତତ୍ୱାବଧାନରେ ଶାନ୍ତି ଶୃଙ୍ଖଳା ସହ ଆୟୋଜିତ ହୋଇଯାଇଛି ।ଏଥିରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ କମଳେନ୍ଦୁ ଜଇନ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ  ଶାନ୍ତି କଣ୍ଡାଗରୀ ରହି କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ।ଏସ ଏମ ସି ଅଧ୍ୟକ୍ଷ ପବିତ୍ର ଭତ୍ରା ସଂମ୍ମାନୀୟ ଅତିଥିଭାବେ  ମଞ୍ଚାସିନ ରହିଥିଲେ। ଆଞ୍ଚଳିକ ସାଧନା କେନ୍ଦ୍ର ମାଝୀଗୁଡା ର ୧୦ଟି ବିଦ୍ୟାଳୟ ଉଭୟ ବରିଷ୍ଠ ଓ କନିଷ୍ଠ ବିଭାଗର ଛାତ୍ର ଛାତ୍ରୀ ମାନେ ମୋଟ ୬୦ ରୁ ଉର୍ଦ୍ଧ୍ବ ସୁରଭି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।ଛାତ୍ର ଛାତ୍ରୀ ମାନଙ୍କୁ ନେଇ ୧୩ଟି ପ୍ରତିଯୋଗିତା ଗୁଡିକ ହେଲା କୁଇଜ, ବିତର୍କ, ପ୍ରବନ୍ଧଲିଖନ , ଚିତ୍ରାଙ୍କନ, ସୃଜନଶୀଳ ଲିଖନ, ବକୃତା, ସଂଗୀତ, ଓଡ଼ିଆ ହସ୍ତାକ୍ଷର, ଶ୍ରୁତିଲିଖନ,ଦଳଗତ ନୃତ୍ୟ,ଦିବ୍ୟାଙ୍ଗ ଛାତ୍ର ଛାତ୍ରୀ ଙ୍କ ଚିତ୍ରାଙ୍କନ, ସଂଗୀତ ସଂସ୍କୃତିକ କାର୍ଯ୍ୟକ୍ରମ, ପିଏମ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ,ଆୟୋଜନ ହୋଇଛି।ଏଥିରେ କୃତିତ୍ୱ ଅର୍ଜନ କରିଥିବା ସମସ୍ତ ବିଭାଗର  କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରିବା ସହ ପ୍ରଥମ ସ୍ଥାନ ଅଧିକାର କରିଥିବା ୧୩ଜଣ ପ୍ରତିଯୋଗୀ  ମାନେ ବ୍ଲକ ସ୍ତରୀୟ ସୁରଭିରେ ଭାଗ ନେବେ ବୋଲି ଜଣାପଡିଛି ।ଉକ୍ତ କାର୍ଯ୍ୟକ୍ରମରେ ହୀରା ସ୍ୱାଇଁ ମଞ୍ଚ ପରିଚାଳନା କରିଥିବା ବେଳେ ତରଣୀ ରାମ ଶବର   ଧନ୍ୟବାଦ ଅର୍ପଣ କରିଥିଲେ । ମାଝୀଗୁଡା, ପୂଜାରୀଗୁଡା,ଦୁଇଟି ଆଞ୍ଚଳିକ ସାଧନା କେନ୍ଦ୍ରରେ ସ୍ତରୀୟ  ସୁରଭି  କାର୍ଯ୍ୟକ୍ରମ କରାଯାଇଛି।

News Comment

You Might Also Like

BACK TO TOP