Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |

08-Oct-2026

ଶାନ୍ତିନଗର ପୋଖରୀ ରେ ବୁଡ଼ି ୨ ନାବାଳିକା ମୃତ
ଓଡିଶା ଜନମତ ରାୟଗଡା -୭/୧0,

କାମେଶ୍ୱର କରକରିଆ : ----

 ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ପୂଜାରୀଗୁଡା ପଞ୍ଚାୟତ ବଡ଼ନାୟକଗୁଡ଼ା ଗ୍ରାମର ଦୁଇ ନାବାଳିକା ନିଲୁ କାଡ୍ରାକା (୧୨) କାମି ତିଆକା (୧୨) ଶାନ୍ତିନଗର ପୋଖରୀ ରେ ବୁଡ଼ି ମୃତ୍ୟୁବରଣ କରିଥିବା ସୂଚନାମିଳିଛି । ସବୁଦିନ ପରୀ ସୀର ତିଆକା ଙ୍କ ଝିଅ କାମି ତିଆକା ଓ ମୃତ ମିଶ୍ର କାଡ୍ରାକା ଙ୍କ ଝିଅ ନିଲୁ କାଡ୍ରାକା ମିଶି  ବଡ଼ନାୟକଗୁଡା ଗ୍ରାମ ଠାରୁ ପ୍ରାୟ ଏକ କିମି ଦୁରରେ ଥିବା ଶାନ୍ତିନଗର ନିକଟ ପୋଖରୀକୁ ଗାଧୋଇବା  ପାଇଁ ଯାଇଥିଲେ। ଏହାକୁ କିଛି ଲୋକ ଦେଖି ଗ୍ରାମକୁ ସୂଚନା ଦେଇଥିଲେ। ଉକ୍ତ ଖବର ପାଇଁ ବଡ଼ନାୟକଗୁଡ଼ା ଗ୍ରାମବାସୀ ଓ ପରିବାର ଲୋକେ ପୋଖରୀ ନିକଟରେ ପହଞ୍ଚି ଦୁଇ ନାବାଳିକାକୁ ଉଦ୍ଧାର କରି ଗ୍ରାମ ନିକଟସ୍ଥ ତେନ୍ତୁଳି ଗଛ ନିକଟରେ ରଖିଥିଲେ।ଦୁଇ ନାବାଳିକା ବଡନାୟକଗୁଡା ବିଦ୍ୟାଳୟ ରେ ୭ମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଗ୍ରାମବାସି  ସୂଚନା ଦେଇଛନ୍ତି । ପୁଲିସ ଏସ ଆଇ ହେମନ୍ତ କୁମାର ବରିଆ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ୨ ସବ ଜବତ କରି ଏକ ଅପମୃତ ମାମଲା ରୁଜୁ କରିଛି ଓ ସବ ବ୍ୟବଛେଦ କରିବାକୁ ପଠାଯାଇଛି ବ୍ୟବଛେଦ ପରେ ପରିବାର ଙ୍କୁ ହସ୍ତାନ୍ତର କରାଯିବ ବୋଲି କହିଛନ୍ତି।

News Comment

You Might Also Like

BACK TO TOP