Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |

08-Oct-2026

ପୋଲସରା ବିଜେଡିର "ଜନ ସମ୍ପର୍କ ପଦଯାତ୍ରା" ଆରମ୍ଭ।

ଓଡ଼ିଶା ଜନମତ ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା: ୦୭-୧୦-୨୦୨୬:-----

 ଆଜି ଠାରୁ ପୋଲସରା ବିଜେଡିର "ଜନ ସମ୍ପର୍କ ପଦଯାତ୍ରା" ଶୁଭାରମ୍ଭ ହୋଇଯାଇଛି। ବ୍ଲକର ମଧୁପଲ୍ଲୀ  ପଞ୍ଚାୟତ ସୁନାରୀବୁଗୁଡ଼ା  ଠାରୁ ପଦଯାତ୍ରା ଆରମ୍ଭ ହୋଇ ବୁଢ଼େଇଶୁଣି ପଞ୍ଚାୟତର ଲକ୍ଷ୍ମଣପଲ୍ଲୀ ଗ୍ରାମ ଦେଇ ଗୋଠଳି ଓ ବୁଢେଇଶୁଣି  ଗ୍ରାମରେ  ସମାପ୍ତ ହୋଇଥିଲା। ଏହି ଅବସରରେ ଏକ ସଭାର ଆୟୋଜନ ଦଳ ପକ୍ଷରୁ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇଥିଲେ। ଏହି ପଦଯାତ୍ରା ସୁନାରିବୁଗୁଡ଼ା ସ୍ଥିତ ଶ୍ରୀଶ୍ରୀ ବାବା ବୈଦ୍ୟନାଥ ମନ୍ଦିରରୁ ବାହାର କରାଯାଇଥିଲା।  
ଏହି କାର୍ଯ୍ୟକ୍ରମ ଆସନ୍ତା ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ବେଳେ ଏଥିରେ ଦଳର ବିଭିନ୍ନ ପଦପଦବୀପ୍ରାପ୍ତ ଜନପ୍ରତିନିଧି, କର୍ମକର୍ତ୍ତା ଏବଂ କର୍ମୀମାନେ ଯୋଗଦେଇଥିଲେ। ଅନୁଷ୍ଠିତ ସଭାରେ ଶ୍ରୀକାନ୍ତ ସାହୁ ଦଳର ଶାସନକାଳ ମଧ୍ୟରେ ହୋଇଥିବା ରାଜ୍ୟ ଏବଂ ପୋଲସରାର ଲୋକାଭିମୁଖୀ ସର୍ବାଙ୍ଗୀନ ଉନ୍ନତି, ବିକାଶ ଉପରେ ଆଲୋକପାତ କରିଥିବାବେଳେ ବର୍ତ୍ତମାନ ବିଜେପି ସରକାରର ବିଭିନ୍ନ କାର୍ଯ୍ୟକୁ ନେଇ ବର୍ଷିଥିଲେ। ଏଥିସହିତ ଆଗକୁ ହେବାକୁ ଥିବା ପଞ୍ଚାୟତ, ପୌର ଏବଂ ସାଧାରଣ ନିର୍ବାଚନରେ ଦଳକୁ ପୁର୍ନବାର ବିଜୟୀ କରିବା ଲକ୍ଷ୍ୟ ନେଇ ଦଳର ସମସ୍ତ ବିଜୁପ୍ରେମୀମାନେ ମିଳିମିଶି କାର୍ଯ୍ୟକରିବାକୁ ଆହ୍ୱାନ ଦେଇଥିଲେ।

News Comment

You Might Also Like

BACK TO TOP