Breaking News

ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||     

ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |

09-Oct-2026

ଗନ୍ଧମାର୍ଦ୍ଦନରେ ଅବକାରୀ ବିଭାଗ ଚଢ଼ାଉ : ମଦ ଓ ୪ ହଜାର ଲିଟର ମହୁଲ ପୋଚ ଜବତ
ଓଡ଼ିଶା ଜନମତ ବରଗଡ଼ - ମନୋହର ଦାଶ
ଗନ୍ଧମାର୍ଦ୍ଦନ ଜଙ୍ଗଲ ପାଦଦେଶରେ ଚାଲିଥିବା ବେଆଇନ ଦେଶୀ ମଦ ପ୍ରସ୍ତୁତି କାରବାର ଉପରେ ଅବକାରୀ ବିଭାଗ ଚଢ଼ାଉ କରି ୨୦୦ ଲିଟର ଦେଶୀ ମଦ ଜବତ କରିଛି । ଏଥିସହ ୪ ହଜାର ଲିଟର ମହୁଲ ପୋଚ ଜବତ କରାଯାଇ ଘଟଣାସ୍ଥଳରେ ନଷ୍ଟ କରାଯାଇଛି । ତେବେ ଚଢ଼ାଉ ସମୟରେ ମଦ ପ୍ରସ୍ତୁତିରେ ସମ୍ପୃକ୍ତ ବ୍ୟକ୍ତିମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି । ବରଗଡ଼ ଜିଲ୍ଲା ଅବକାରୀ ଅଧୀକ୍ଷକ ଶୁଭନ କୁମାର ନାୟକଙ୍କ ନିର୍ଦ୍ଦେଶକ୍ରମେ ପାଇକମାଲ ଓ ପଦ୍ମପୁର ଅବକାରୀ ବିଭାଗର ମିଳିତ ଉଦ୍ୟମରେ ଗୁରୁବାର ସକାଳେ ଏହି ଚଢ଼ାଉ କରାଯାଇଥିଲା । ବିଶ୍ୱସ୍ତ ସୂତ୍ରରୁ ଗନ୍ଧମାର୍ଦ୍ଦନ ଜଙ୍ଗଲ ପାଦଦେଶରେ ଥିବା ବୋଡାସମ୍ବର ଗାଁ ସଂରକ୍ଷିତ ଜଙ୍ଗଲରେ ବେଆଇନ ଦେଶୀ ମଦ ପ୍ରସ୍ତୁତି ହେଉଥିବା ଖବର ପାଇବା ପରେ ଅବକାରୀ ଟିମ୍‌ ସେଠାରେ ପହଞ୍ଚିଥିଲା । ଚଢ଼ାଉ ସମୟରେ ଜଙ୍ଗଲ ଭିତରେ ଖୋଜାଖୋଜି କରାଯାଇ ତିନୋଟି ସ୍ଥାନରେ ଅସ୍ଥାୟୀ ମଦ ପ୍ରସ୍ତୁତି କୁଡ଼ିଆ ଠାବ କରାଯାଇଥିଲା । ଅବକାରୀ ବିଭାଗର ଉପସ୍ଥିତି ସମ୍ପର୍କରେ ଖବର ପାଇ ମଦ ପ୍ରସ୍ତୁତିରେ ସମ୍ପୃକ୍ତ ବ୍ୟକ୍ତିମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ଫଳରେ କାହାରିକୁ ଗିରଫ କରାଯାଇପାରିନଥିଲା । ତିନୋଟି ସ୍ଥାନରୁ ମିଳିତ ଭାବେ ୨୦୦ ଲିଟର ଦେଶୀ ମଦ ଜବତ କରାଯାଇଥିଲା । ଏଥିସହ ମଦ ପ୍ରସ୍ତୁତି ପାଇଁ ରଖାଯାଇଥିବା ପ୍ରାୟ ୪ ହଜାର ଲିଟର ମହୁଲ ପୋଚ ମଧ୍ୟ ଠାବ କରାଯାଇଥିଲା । ଅବକାରୀ ବିଭାଗ ପକ୍ଷରୁ ମହୁଲ ପୋଚକୁ ଘଟଣାସ୍ଥଳରେ ନଷ୍ଟ କରାଯିବା ସହ ଅସ୍ଥାୟୀ ମଦ ପ୍ରସ୍ତୁତି କୁଡ଼ିଆଗୁଡ଼ିକୁ ଭାଙ୍ଗି ଦେଇ ଚୁରମାର୍ କରାଯାଇଛି । ଏହି ଚଢ଼ାଉରେ ପାଇକମାଳ ଅବକାରୀ ଓଆଇସି ବଳରାମ ପଧାନ ଓ ପଦ୍ମପୁର ଅବକାରୀ ଓଆଇସି ମଞ୍ଜୁଲତା ଏକ୍କାଙ୍କ ସମେତ ଅହଲ୍ୟା ମାଝୀ, ମୁକେଶ ବିଶ୍ୱାଳ, ରାଜେଶ ସାହୁ, ପ୍ରେମାନନ୍ଦ ବିଶ୍ୱାଳ, ତାରାକାନ୍ତି ଭୂଏ, ଅମିତ ଦୀପ, ପ୍ରଶାନ୍ତ ବାଗ, ପ୍ରଫୁଲ୍ଲ ମହାକୁଡ଼ ଓ ସୁକାନ୍ତ ବଢ଼େଇଙ୍କ ସମେତ ଅବକାରୀ ବିଭାଗର ଅନ୍ୟ କର୍ମଚାରୀମାନେ ସାମିଲ ଥିଲେ । ଗନ୍ଧମାର୍ଦ୍ଦନ ଜଙ୍ଗଲ ଅଞ୍ଚଳରେ ବେଆଇନ ମଦ ପ୍ରସ୍ତୁତି ଓ ଚୋରାଚାଲାଣ ବିରୋଧରେ ଆଗାମୀ ଦିନରେ ମଧ୍ୟ ଚଢ଼ାଉ ଜାରି ରହିବ ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି ।

News Comment

You Might Also Like

BACK TO TOP