Breaking News

ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||     

2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||

10-Oct-2026

ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି  - ୨୦୨୬ ଅନୁଷ୍ଠିତ ।

ଓଡ଼ିଶା ଜନମତ ପୋଲସରା,ସନ୍ତୋଷ କୁମାର ପଣ୍ଡା
ତା-୧୦-୧୦-୨୦୨୬ :- ----

ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ୍ ଅନ୍ତର୍ଗତ ମର୍ଦ୍ଦରାଜପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ମଥୁରା କ୍ଲଷ୍ଟର ସ୍ତରୀୟ "ସୁରଭି" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବକ୍ତୃତା, ପ୍ରବନ୍ଧ, ସଙ୍ଗୀତ, କୁଇଜ୍, ସାଂସ୍କୃତିକ କାର୍ଯ୍ୟକ୍ରମ, ପିଏମ୍ ପୋଷଣ ଯୋଜନା ଆଧାରିତ ଚିତ୍ରାକଳା ଓ ଶିଳ୍ପକଳା ଭଳି  ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। କ୍ଲଷ୍ଟର ସ୍ଥିତ ୬ ଗୋଟି ଉଚ୍ଚ ବିଦ୍ୟାଳୟ ଓ ୯ ଗୋଟି ପ୍ରାଥମିକ  ବିଦ୍ୟାଳୟର ୧ମ ରୁ ୩ ଶ୍ରେଣୀ ପର୍ଯ୍ୟନ୍ତ ସବ୍-ଜୁନିୟର, ୪ର୍ଥ ରୁ ୭ମ  ଶ୍ରେଣୀ ପର୍ଯ୍ୟନ୍ତ ଜୁନିୟର ଓ ୮ ମରୁ ୧୦ ମ ଶ୍ରେଣୀ ପର୍ଯ୍ୟନ୍ତ ସିନିୟର  ଏହି ୩ ବିଭାଗରେ ସର୍ବମୋଟ ୧୨୦ ଜଣ ଛାତ୍ରଛାତ୍ରୀ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ।  
ଏମାନଙ୍କ ମଧ୍ୟରୁ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ୫୦ ଜଣ ପ୍ରତିଯୋଗୀମାନଙ୍କୁ ପ୍ରଶ°ସାପତ୍ର ଏବଂ   ଟ୍ରଫି ଓ ପଦକ ପ୍ରଦାନ ଦିଆଯାଇଥିଲା। ସିଆରସିସି ବଳରାମ ନାୟକଙ୍କ ଆବାହକତ୍ଵ  ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସୁଲଚନା କୁମାରୀ ପ୍ରଧାନଙ୍କ  ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ବିଶିଷ୍ଠ ସମାଜସେବୀ କୃଷ୍ଣ ଚନ୍ଦ୍ର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିଥିବା ବେଳେ ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ଶିକ୍ଷକ କୃଷ୍ଣ ଚନ୍ଦ୍ର ପାତ୍ର ଏବଂ ସମ୍ମାନିତ ଅତିଥି ଭାବେ ଏସଏମସି  ସଭାନେତ୍ରୀ ବନିତା ରାଉତଙ୍କ, ପୋଲସରା ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ (ପିଷ୍ଟା)ର ସଭାପତି ସନ୍ନ୍ୟାସୀ ସାହୁଙ୍କ ସମେତ ବିଭିନ୍ନ କ୍ଲଷ୍ଟର ଗୁଡ଼ିକର ସୁନୀଲ କୁମାର ବେହେରା,ଗୌରୀ ଶଙ୍କର ହୋତା, ରାକେଶ ରୋଶନ ବେହେରା ଓ ଅଜିତ କୁମାର ମହାପାତ୍ର  ସିଆରସିସି  ବୃନ୍ଦ ଯୋଗଦେଇ  ସମସ୍ତ ପ୍ରତିଯୋଗୀ ଛାତ୍ରଛାତ୍ରୀମାନଙ୍କୁ "ସୁରଭି" କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଏବଂ  ଲକ୍ଷ୍ୟ ଉପରେ  ବକ୍ତବ୍ୟ, ମାର୍ଗଦର୍ଶନ ଓ ଉତ୍ସାହିତ କରିବା ସହ ସଫଳତା ଶୁଭକାମନା  କରିଥିଲେ।  ସଂଯୋଜନା ଶିକ୍ଷକ ଜିତେନ୍ଦ୍ର କୁମାର ମିଶ୍ର ଖୁବ୍ ସୁନ୍ଦରଭାବେ  କରିଥିଲେ। ବିଚାରକମଣ୍ଡଳୀଙ୍କ ଦ୍ବାରା ଆସନ୍ତା ୧୪ ତାରିଖ ଶନିବାର ଦିନ ପୋଲସରା ପିଏମଶ୍ରୀ ଗୋପବନ୍ଧୁ ଉଚ୍ଚ  ବିଦ୍ୟାଳୟରେ ହେବାକୁ ଥିବା ବ୍ଲକ ସ୍ତରୀୟ  କାର୍ଯ୍ୟକ୍ରମରେ ଭାଗ ନେବାକୁ କେବଳ ପ୍ରଥମ ସ୍ଥାନ ଅଧିକାର କରିଥିବା ୧୯ ଜଣ କୃତୀତ୍ୱ ଛାତ୍ରଛାତ୍ରୀମାନେ ଯୋଗ୍ୟ ବିବେଜିତ ହୋଇଥିବା ଘୋଷଣା କରାଯାଇଥିଲା।  ତେବେ ସବୁଠାରୁ ଉଲ୍ଲେଖନୀୟ ପ୍ରକାରେ ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଉଚ୍ଚ କୋଟିର ନୃତ୍ୟାଭିନୟ ଦ୍ବାରା ସମସ୍ତଙ୍କଠାରୁ ପ୍ରଶଂସା ସାଉଁଟିଥିବା ଉକ୍ତ କ୍ଲଷ୍ଟରର ଜାଗିଲି ଡେଙ୍ଗାପଦର  ଉଚ୍ଚ ବିଦ୍ୟାଳୟର ଛାତ୍ରୀମାନଙ୍କ କାର୍ଯ୍ୟକ୍ରମ ପରିବେଷଣ ଖୁବ୍ ସୁନ୍ଦର ହୋଇଥିବାର ଦେଖିବାକୁ ମିଳିଥିଲା।  ଶେଷରେ ଉପସ୍ଥିତ ସମସ୍ତ ଅତିଥିବୃନ୍ଦ, ସମସ୍ତ ସହଯୋଗୀ ଶିକ୍ଷକ, ଶିକ୍ଷୟିତ୍ରୀ, ଏସଏମସି ସଭ୍ୟବୃନ୍ଦମାନଙ୍କୁ  ଶିକ୍ଷକ ଦାମୋଦର ସାହୁ ଆନ୍ତରିକ ଧନ୍ୟବାଦ ଏବଂ କୃତଜ୍ଞତା ଜଣାଇଥିଲେ।

News Comment

You Might Also Like

BACK TO TOP