Breaking News

ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||     

ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |

11-Oct-2026

ସାତନଳ ଠାରେ "ସ୍ୱଚ୍ଛତ୍ତ୍ୱ ରୁ ଦିବ୍ୟତ୍ୱ" ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ l 
ଜନମତ ଓଡିଶା, କୋଦଳା :11/10/2026

ନରେନ୍ଦ୍ର ନାଥ ଗୌଡ଼ 
କୋଦଳା : 11/10/26 : ଶ୍ରୀ ସତସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଠାରୁ ଆସନ୍ତା 20 ତାରିଖ ଯାଏଁ `ସ୍ୱଚ୍ଛତ୍ୱ ରୁ ଦିବ୍ୟତ୍ୱ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହେଉଛି l ଏହି କ୍ରମରେ କୋଦଳା ସତ୍ୟସାଇ ସେବା ସମିତି ଆନୁକୂଲ୍ୟରେ ରବିବାର ଦିନ ବେଗୁନିଆପଡା ବ୍ଲକ ବେରୁଆଁବାଡ଼ି ପଞ୍ଚାୟତର ସାତନଳ ଗ୍ରାମରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଏବଂ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା। ଶିବିରକୁ ବେରୁଆଁବାଡି ସରପଞ୍ଚ ଶ୍ରୀମତୀ ପ୍ରତିମା କୁମାରୀ ପାଢୀ, ଗ୍ରାମ୍ୟ କମିଟି ସଭାପତି ଶ୍ରୀ ରାମକୃଷ୍ଣ ପଣ୍ଡା, ସମିତିର ଆବାହକ ଶ୍ରୀ ନୀଳକଣ୍ଠ ଦାଶ ପ୍ରମୁଖ ପ୍ରଦୀପ ପ୍ରଜ୍ଜଳନ କରି ଉଦଘାଟନ କରିଥିଲେ l  ସଂଗଠନର ଆବାହକ ଶ୍ରୀ ଦାସ ସଂଗଠନର ବିଭିନ୍ନ ସେବା ମୂଳକ କାର୍ଯ୍ୟ ସଂପର୍କରେ ଆଲୋଚନା କରିଥିଲେ।ଆଜିର ଏହି ପବିତ୍ର କାର୍ଯ୍ୟକ୍ରମରେ ସମିତି ସଦସ୍ୟ ରଞ୍ଜନ କୁମାର ମହାନ୍ତି, ବ୍ରଜ କିଶୋର ପଣ୍ଡା, ଯୋଗେନ୍ଦ୍ର ସ୍ୱାଇଁ ସମେତ ସମିତିର ଅନ୍ୟ ଭାଇ ଭଉଣୀ ମାନେ ଉପସ୍ଥିତ ରହି ଗ୍ରାମର ମଠ ପରିସର ଏବଂ ପୋଖରୀ ରାସ୍ତା ସଫା କରିଥିଲେ l ବ୍ରହ୍ମପୁର ରୁବି ଚକ୍ଷୁ ଚିକିତ୍ସାଳୟ ଟିମ୍ 50 ରୁ ଉର୍ଦ୍ଧ ବ୍ୟକ୍ତିଙ୍କ ଚକ୍ଷୁ ପରୀକ୍ଷା କରି ପରାମର୍ଶ ଦେଇଥିଲେ l ଉକ୍ତ କାର୍ଯ୍ୟକ୍ରମରେ ସାତନଳ ଗ୍ରାମବାସୀ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP