Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |

11-Oct-2026

ବଜ୍ରକାପ୍ତା ଖପୁରୀ ବିକ୍ରି ବେଳେ ବନ ବିଭାଗର ଚଢ଼ାଉ, ୩ ଗିରଫ

୪ କିଲୋଗ୍ରାମରୁ ଅଧିକ ଖପୁରୀ ଜବତ, ଡାକ୍ତରୀ ପରୀକ୍ଷା ପରେ ଅଭିଯୁକ୍ତ କୋର୍ଟ ଚାଲାଣ
ଓଡିଶା ଜନମତ ରାୟଗଡ଼ା, ୧୧/୧୦,

କାମେଶ୍ୱର କରକରିଆ :- ----

ରାୟଗଡ଼ା ସହରରେ ବନ୍ୟପ୍ରାଣୀଙ୍କ ଅବଶେଷ ବିକ୍ରି ଉଦ୍ୟମ ବେଳେ ବନ ବିଭାଗକୁ ମିଳିଛି ବଡ଼ ସଫଳତା। ସହରର ଓରମାସ କାର୍ଯ୍ୟାଳୟ ପଛପଟ ପଡ଼ିଆରେ ବଜ୍ରକାପ୍ତା ଖପୁରୀ ବିକ୍ରି କରୁଥିବା ଅଭିଯୋଗରେ ବନ ବିଭାଗ ତିନି ଜଣଙ୍କୁ ଗିରଫ କରିଛି। ଏହା ସହିତ ସେମାନଙ୍କ ନିକଟରୁ ୪ କିଲୋଗ୍ରାମରୁ ଅଧିକ ଓଜନର ଖପୁରୀ ଜବତ କରାଯାଇଛି। ଏହି ଘଟଣାକୁ ନେଇ ରାୟଗଡ଼ା ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ସୂଚନା ଅନୁଯାୟୀ, ଗତ ୧୦ ତାରିଖରେ ରାୟଗଡ଼ା ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ବନ ବିଭାଗର ଏକ ଟିମ୍ ଓରମାସ କାର୍ଯ୍ୟାଳୟ ପଛପଟ ପଡ଼ିଆରେ ଚଢ଼ାଉ କରିଥିଲା। ଏହି ସମୟରେ ବଜ୍ରକାପ୍ତା ଖପୁରୀ ବିକ୍ରି କରୁଥିବା ଅଭିଯୋଗରେ ତିନି ଜଣଙ୍କୁ ଧରିବା ସହ ସେମାନଙ୍କ ନିକଟରୁ ଉକ୍ତ ଖପୁରୀ ଜବତ କରାଯାଇଥିଲା। ଜବତ ସାମଗ୍ରୀର ଓଜନ ୪ କିଲୋଗ୍ରାମରୁ ଅଧିକ ବୋଲି ବନ ବିଭାଗ ପକ୍ଷରୁ ଜଣାପଡ଼ିଛି। ଏହି ଘଟଣାରେ ଗିରଫ ହୋଇଥିବା ତିନି ଜଣ ହେଲେ ଜଗନ ହିମିରିକା, ନୀଳାମ୍ବର ଖୋସଲା ଓ ପୁରୁଷୋତ୍ତମ ଖୋସଲା। ବନ ବିଭାଗ ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ତଦନ୍ତ ଆରମ୍ଭ କରିଥିଲା। ଏହି କାରବାରରେ ଅନ୍ୟ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ, ତାହା ଜାଣିବା ପାଇଁ ACF ସତୀଶ କୁମାର ଧାରୁଆ ତଦନ୍ତ କରିଥିଲେ। ପରବର୍ତ୍ତୀ ସମୟରେ ଗିରଫ ତିନି ଅଭିଯୁକ୍ତଙ୍କ ଡାକ୍ତରୀ ପରୀକ୍ଷା କରାଯିବା ପରେ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏନେଇ ACF ସତୀଶ କୁମାର ଧାରୁଆ ସୂଚନା ଦେଇଛନ୍ତି।
ବଜ୍ରକାପ୍ତା ଏକ ସୁରକ୍ଷିତ ବନ୍ୟପ୍ରାଣୀ ହୋଇଥିବାରୁ ଏହାର ଶିକାର ଓ ଅବଶେଷର ବେଆଇନ କାରବାର ବନ୍ୟପ୍ରାଣୀ ସୁରକ୍ଷା ପାଇଁ ଗୁରୁତର ଚିନ୍ତାର ବିଷୟ। ତେବେ ଜବତ ଖପୁରୀ କେଉଁଠାରୁ ଆସିଥିଲା ଏବଂ ଏହି କାରବାର ପଛରେ ଆଉ କେହି ରହିଛନ୍ତି କି ନାହିଁ, ତାହା ତଦନ୍ତ ପରେ ସ୍ପଷ୍ଟ ହେବ।

News Comment

You Might Also Like

BACK TO TOP