Breaking News

ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||     

ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |

12-Oct-2026

ବେଲକଣା କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

ଓଡିଶା ଜନମତ ରାୟଗଡ଼ା, ୧୨/୧୦,

 କାମେଶ୍ୱର କରକରିଆ :----

ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତର ବେଲକଣାରେ ଥିବା ସରକାରୀ ପ୍ରାଥମିକ ସେବାଶ୍ରମ ବିଦ୍ୟାଳୟ ପରିସରରେ କ୍ଳଷ୍ଟର  ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ ହୋଇଛି ।ଆଞ୍ଚଳିକ ସାଧନ ସଂଯୋଜକ ବା ସିଆରସିସି ଉମାକାନ୍ତ ବେହେରା ଙ୍କ ତତ୍ୱାବଧାନରେ ଶାନ୍ତି ଶୃଙ୍ଖଳା ସହ ଆୟୋଜିତ ହୋଇଯାଇଛି ।ଏଥିରେ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଏସ ଅନିଲ କୁମାରଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠି ଶିକ୍ଷାଧିକାରିଣୀ  ପ୍ରତିଶୃତୀ ସିଂ ରହି କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ।ଏସ ଏମ ସି ଅଧ୍ୟକ୍ଷ ସଦାନନ୍ଦ ମିଣିଆକା ସଂମ୍ମାନୀୟ ଅତିଥିଭାବେ  ମଞ୍ଚାସିନ ରହିଥିଲେ। ଆଞ୍ଚଳିକ ସାଧନା କେନ୍ଦ୍ର ବେଲକଣା ର ୧୩ଟି ବିଦ୍ୟାଳୟ ଉଭୟ ବରିଷ୍ଠ ଓ କନିଷ୍ଠ ବିଭାଗର ଛାତ୍ର ଛାତ୍ରୀ ମାନେ ମୋଟ ୧୫୦ ରୁ ଉର୍ଦ୍ଧ୍ବ ସୁରଭି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।ଛାତ୍ର ଛାତ୍ରୀ ମାନଙ୍କୁ ନେଇ ୧୩ଟି ପ୍ରତିଯୋଗିତା ଗୁଡିକ ହେଲା କୁଇଜ, ବିତର୍କ, ପ୍ରବନ୍ଧଲିଖନ , ଚିତ୍ରାଙ୍କନ, ସୃଜନଶୀଳ ଲିଖନ, ବକୃତା, ସଂଗୀତ, ଓଡ଼ିଆ ହସ୍ତାକ୍ଷର, ଶ୍ରୁତିଲିଖନ,ଦଳଗତ ନୃତ୍ୟ,ଦିବ୍ୟାଙ୍ଗ ଛାତ୍ର ଛାତ୍ରୀ ଙ୍କ ଚିତ୍ରାଙ୍କନ, ସଂଗୀତ ସଂସ୍କୃତିକ କାର୍ଯ୍ୟକ୍ରମ, ପିଏମ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ,ଆୟୋଜନ ହୋଇଛି।ଏଥିରେ କୃତିତ୍ୱ ଅର୍ଜନ କରିଥିବା ସମସ୍ତ ବିଭାଗର  କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରିବା ସହ ପ୍ରଥମ ସ୍ଥାନ ଅଧିକାର କରିଥିବା ୧୩ଜଣ ପ୍ରତିଯୋଗୀ  ମାନେ ବ୍ଲକ ସ୍ତରୀୟ ସୁରଭିରେ ଭାଗ ନେବେ ବୋଲି ଜଣାପଡିଛି ।ଉକ୍ତ କାର୍ଯ୍ୟକ୍ରମରେ ମନୋରଞ୍ଜନ ମିଶ୍ର ମଞ୍ଚ ପରିଚାଳନା କରିଥିବା ବେଳେ ପ୍ରସାଦ ଗୌଡ଼   ଧନ୍ୟବାଦ ଅର୍ପଣ କରିଥିଲେ । କ୍ଲୋଷ୍ଟର ୧୩ଟି   ବିଦ୍ୟାଳୟ ସମସ୍ତ ଶିକ୍ଷକଶିକ୍ଷୟତ୍ରୀ ଉପସ୍ଥିତ ରହିଥିଲେ।

News Comment

You Might Also Like

BACK TO TOP