Breaking News

ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||     

ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |

12-Oct-2026

ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   ଅନୁଷ୍ଠିତ | 

ଓଡ଼ିଶା ଜନମତ ପୋଲସରା, ସନ୍ତୋଷ କୁମାର ପଣ୍ଡା, 

୧୨/୧୦/୨୬:- ----
ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣି ସହିତ ‘ସେବା ସେତୁ’ ଶିବିର ଆୟୋଜିତ ହୋଇଯାଇଛି । ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ,ଆରକ୍ଷୀ ଅଧୀକ୍ଷକ,ଗଞ୍ଜାମ ଗିରିଶ ବି.ସି., ସ୍ଥାନୀୟ ଜନପ୍ରତିନିଧି ଓ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ ।

‘ସେବା ସେତୁ’ ଶିବିରରେ ବିଭିନ୍ନ ବିଭାଗ ପକ୍ଷରୁ ସୂଚନା, ଶିକ୍ଷା ଓ ଯୋଗାଯୋଗ ଷ୍ଟଲ୍‌ ଖୋଲାଯାଇ ସରକାରୀ ଯୋଜନା ଓ ଜନକଲ୍ୟାଣକାରୀ ସେବା ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା । ଜିଲ୍ଲାସ୍ତରୀୟ ଜନଶୁଣାଣି ଶିବିରରେ ମୋଟ ୧୨୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୧୦୬ଟି ବ୍ୟକ୍ତିଗତ ଓ ୨୧ଟି ସାମୂହିକ ସମସ୍ୟା ସମ୍ପର୍କିତ ଥିଲା। ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠିରୁ ସହାୟତା ପାଇଁ ୧୩ଟି ଏବଂ ରେଡକ୍ରସ୍ ପାଣ୍ଠିରୁ ସହାୟତା ପାଇଁ ୨ଟି ଆବେଦନ ଗ୍ରହଣ କରାଯାଇଥିଲା ।

ଏହି ଅବସରରେ ୬ ଜଣ ହିତାଧିକାରୀଙ୍କୁ ନୂତନ ଭତ୍ତା, ୧୧ ଜଣଙ୍କୁ ରାସନ କାର୍ଡ ଓ ଜଣଙ୍କୁ ଅନ୍ତ୍ୟୋଦୟ ଅନ୍ନ ଯୋଜନା କାର୍ଡ ପ୍ରଦାନ କରାଯାଇଥିଲା । ଦୁଇ ଜଣ ଦିବ୍ୟାଙ୍ଗଙ୍କୁ ଟ୍ରାଇସାଇକେଲ୍, ଜଣଙ୍କୁ କ୍ରଚ୍ ଓ ଅନ୍ୟ ଜଣଙ୍କୁ ହ୍ୱିଲ୍‌ଚେୟାର ପ୍ରଦାନ କରାଯାଇଥିଲା ।

ମହିଳା ସଶକ୍ତୀକରଣ ଓ ଜୀବିକା ବିକାଶ ଦିଗରେ ମା’ ବୈଷ୍ଣବଦେବୀ ସ୍ୱୟଂ ସହାୟକ ଗୋଷ୍ଠୀକୁ ୧୦ ଲକ୍ଷ ଟଙ୍କାର ବୀଜ ପୁଞ୍ଜି ଏବଂ ଅନ୍ୟ ଏକ ସ୍ୱୟଂ ସହାୟକ ଗୋଷ୍ଠୀକୁ ୧ ଲକ୍ଷ ଟଙ୍କାର ମହିଳା ଉଦ୍ୟୋଗୀ ଋଣ ପ୍ରଦାନ କରାଯାଇଥିଲା । ଅନ୍ୟ ଏକ ସ୍ୱୟଂ ସହାୟକ ଗୋଷ୍ଠୀକୁ ୩୪,୧୬୯ ଟଙ୍କାର ସୁଧ ରିହାତି ଯୋଗାଇ ଦିଆଯାଇଥିଲା । ସେହିପରି ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ଅନ୍ତର୍ଗତ ଜଣେ ହିତାଧିକାରୀଙ୍କୁ ୨ ଲକ୍ଷ ଟଙ୍କାର ମୃତ୍ୟୁକାଳୀନ ବୀମା ସହାୟତା ରାଶି ପ୍ରଦାନ କରାଯାଇଥିଲା। ଏଥିସହ ୧୩ ଜଣ ହିତାଧିକାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠିରୁ ମୋଟ ୧,୦୭,୫୦୦ ଟଙ୍କାର ସହାୟତା ମଞ୍ଜୁର କରାଯାଇଥିଲା ।

ଜନସାଧାରଣଙ୍କ ଅଭିଯୋଗଗୁଡ଼ିକର ତର୍ଜମା କରି ତ୍ୱରିତ ସମାଧାନ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ପୋଲସରାରେ ଜିଲ୍ଲାସ୍ତରୀୟ ଜନଶୁଣାଣି ସହିତ ଗଞ୍ଜାମ ଜିଲ୍ଲାର ଅନ୍ୟ ବ୍ଲକଗୁଡ଼ିକରେ ମଧ୍ୟ ଜନଶୁଣାଣି ଶିବିର ଆୟୋଜିତ ହୋଇଥିଲା। ଜିଲ୍ଲାର ମୋଟ ୨୨ଟି ବ୍ଲକରେ ୬୧୪ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ୧୬୬ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ।

News Comment

You Might Also Like

BACK TO TOP