Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |

12-Oct-2026

ବସ୍ କଣ୍ଡକ୍ଟର କୁ ମାରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।

 ଓଡିଶା ଜନ ମତ, ବ୍ରହ୍ମପୁର, 

କୈଳାଶ ଚନ୍ଦ୍ର ଚୌଧୁରୀ ;---
ଆସ୍କା ସହର ଉପକଣ୍ଠ ରୁଷିକଲ୍ୟା ପୋଲ ଉପରେ ମାଁ ନାମକ ଏକ ଘରୋଇ ବସ୍ ର କଣ୍ଡକ୍ଟର ରାଜା ଭୁୟାଁ କୁ ଟାଣି ଆଣି କିଛି ଦୁର୍ବୃତ ଧାରୁଆ ମାରଣାସ୍ତ୍ର ରେ ଆକ୍ରମଣ କରି ଘଟଣାସ୍ଥଳରୁ ଚମ୍ପଟ୍ ମାରିଛନ୍ତି।ଆହତ କଣ୍ଡକ୍ଟର ର ଘର ବଡ଼ଗଡ଼ ଥାନା ଅନ୍ତର୍ଗତ ଓଳମ୍ବା ଗ୍ରାମ ଓ ସେ ଉକ୍ତ ବସ୍ ରେ କଣ୍ଡକ୍ଟର ଭାବେ କାର୍ଯ୍ୟରତ।ପୋଲ ଉପରେ ବସ୍ ଚାଲୁଥିବା ବେଳେ କିଛି ଯୁବକ ବସ୍ ଅଟକାଇ ଭିତରୁ ଟାଣି ଆଣି ଆକ୍ରମଣ କରିଥିଲେ। ଆକ୍ରମଣ ଘଟଣାର କାରଣ ଜଣାପଡିନାହିଁ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ କଣ୍ଡକ୍ଟର କୁ ଚିକିତ୍ସା ପାଇଁ ଆସ୍କା ଡାକ୍ତରଖାନାରେ ଭର୍ତ୍ତି କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP