Breaking News

ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||     

ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||

13-Oct-2026

ସ୍ବର୍ଗତ କୃଷ୍ଣ ମୋହନ ଜେନାଙ୍କ ଜ୍ୟେଷ୍ଠ ପୁତ୍ର ମଦନ ମୋହନ ଜେନାଙ୍କ ପରଲୋକ l  
ଓଡିଶା ଜନମତ, ଜଗତସିଂହପୁର
ଜ୍ୟୋତିରଞ୍ଜନ ପଟ୍ଟନାୟକ...... ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ ଅନ୍ତର୍ଗତ ଜଗନାଥପୁର ଗ୍ରାମର  ସ୍ବର୍ଗତ କୃଷ୍ଣ ଚନ୍ଦ୍ର ଜେନାଙ୍କ ଜ୍ୟେଷ୍ଠ ପୁତ୍ର ମଦନ ମୋହନ ଜେନା (୮୬) ଙ୍କ ନିଜ ପୈତୃକ  ବାସଭବନରେ ପରଲୋକ ହୋଇଛି l ସେ ଜଣେ ଆମାୟିକ, ଜଗନ୍ନାଥପ୍ରେମି, ମିଷ୍ଟଭାଷୀ ଓ ପରୋପକାରୀ ବ୍ୟକ୍ତି ଭାବେ ସମସ୍ତ ଙ୍କ ର ପ୍ରିୟପାତ୍ର ଥିଲେ। ତାଙ୍କର ମୃତ୍ୟ ଖବରପାଇ ବହୁ ମାନ୍ୟଗଣ ବ୍ୟକ୍ତି ତାଙ୍କ ବାସଭବନ ରେ ପହଂଚି ପୁଷ୍ପମାଲ୍ୟ ଅର୍ପଣ କରି ଶୋକ ସତଂପ୍ତ ପରିବାରକୁ ସମବେଦନା ଜଣାଇଥିଲେ l ସେ ଜଗନାଥପୁର ବଜାର କମିଟି ସଭାପତି ଭାବେ ବି କାର୍ଯ୍ୟ କରୁଥିଲେ l ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ସାନପୁଅ ଚନ୍ଦ୍ରଭାନୁ ଜେନା, କନ୍ୟା ମୈତ୍ରୀ ଜେନା, କନିଷ୍ଠ ଭ୍ରାତା କିଶୋର କୁମାର ଜେନା, ନିର୍ମଳ କୁମାର ଜେନା, ପ୍ରତାପ କୁମାର ଜେନା, ଭାଇବୋହୁ ଓ ପୁତ୍ର ବଧୂ ନିରୁପମା ଜେନା, ସ୍ନିଗ୍ଧା ପ୍ରିୟଦର୍ଶିନୀ, ମୋନାଲିସା ଜେନା, ଜୟନ୍ତୀ ଜେନା, ବାସନ୍ତୀ ଜେନା ନାତି ଦିବ୍ୟବ୍ରତ ଜେନା ଏବଂ ପରିବାରବର୍ଗ ପ୍ରମୁଖ ଉପସ୍ଥିତ ଥିଲେ। । ତାଙ୍କ ମରଶରୀରକୁ ପୁରୀ ସ୍ଵର୍ଗଦ୍ଵାର ନିଆଯାଇ ସତ୍କାର କରା ଯାଇଥିଲା ବେଳେ ଜ୍ୟେଷ୍ଠ ପୁତ୍ର ନିଳାଦ୍ରୀ ମୋହନ ଜେନା ମୁଖାଗ୍ନୀ ଦେଇଥିଲେ। ତାଙ୍କ ବିୟୋଗରେ ଜଗନ୍ନାଥପୁର ବଜାରର ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିଛି।

News Comment

You Might Also Like

BACK TO TOP