Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |

15-Oct-2026

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ଷ୍ଟୁଡେଣ୍ଟ ୟୁନିୟନ ୨୦୨୬-୨୭  ଫଳାଫଳ ଘୋଷଣା। 
(ସଭାପତି ସତ୍ୟ ନାରାୟଣ ନାୟକ ଏବଂ ସାଧାରଣ ସଂପାଦକ ଶୁଭମ ମହାରଣା)
_
ଓଡ଼ିଶା ଜନମତ ପୋଲସରା, ସନ୍ତୋଷ କୁମାର ପଣ୍ଡା
 ତା.୧୫/୧୦/୨୬:- ----

ଆଜି  ରାଜ୍ୟରେ ବିଭିନ୍ନ ବିଶ୍ୱ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ଗୁଡ଼ିକରେ ୨୦୨୬-୨୭ ଶିକ୍ଷାବର୍ଷ ସକାଶେ ଅଧ୍ୟୟନରତ ଛାତ୍ର ସଂଘ ନିର୍ବାଚନ ହୋଇଯାଇଥିବା ବେଳେ ଗଞ୍ଜାମ ଜିଲ୍ଲା ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଛାତ୍ର ସଂଘ ନିର୍ବାଚନ ଶାନ୍ତି ଶୃଙ୍ଖଳା ଭାବେ ଅନୁଷ୍ଠିତ ହୋଇଯାଇଛି। ଆଜି ଫଳାଫଳ ଘୋଷଣା କରାଯାଇଥିଲା। ସଭାପତି ଭାବେ କଳା ତୃତୀୟ ବର୍ଷ ଛାତ୍ର ସତ୍ୟ ନାରାୟଣ ନାୟକ ନିର୍ବାଚନରେ ଅପ୍ରତିଦ୍ଵନ୍ଦି  ଭାବେ ନିର୍ବାଚିତ ହୋଇଥିବା ବେଳେ ସାଧାରଣ ସଂପାଦକ ପଦରେ କଳା ତୃତୀୟ ବର୍ଷ ଛାତ୍ରଙ୍କ  ଶୁଭମ ମହାରଣାଙ୍କ   ସମେତ ଅନ୍ୟ ୧୧ ଜଣ ଛାତ୍ରଛାତ୍ରୀ ବିଭିନ୍ନ ବିଭାଗ ପଦ ପଦବୀରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚନ ଅଧିକାରୀ ଭାବେ ଅର୍ଥନୀତି ବିଭାଗ  ବରିଷ୍ଠ ଅଧ୍ୟାପକ ଡକ୍ଟର ମନୋଜ କୁମାର ସାହୁ ପରିଚାଳନା କରିଥିବା ବେଳେ ବାକି ୧୧ ଜଣିଆ କମିଟି ସଦସ୍ୟ ଟିମ୍ ତାଙ୍କୁ ସହଯୋଗ କରିଥିଲେ। ସ୍ଥାନୀୟ ପୋଲିସ ବିଭାଗ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ବିଜୟୀ ପାର୍ଥୀମାନଙ୍କୁ  କଲେଜର ପ୍ରିନ୍ସିପାଲ ଏବଂ ଅନ୍ୟ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଷ୍ଟାଫ୍,କର୍ମଚାରୀ  ଅଭିନନ୍ଦନ ଜଣାଇବା ସହ  ପୋଲସରା ବିଧାୟକ ତଥା ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏବଂ ପୂର୍ବତନ ବିଧାୟକ ତଥା  ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଅଭିନନ୍ଦନ ଜଣାଇଛନ୍ତି।

News Comment

You Might Also Like

BACK TO TOP