Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |

15-Oct-2026

ବେଗୁନିଆପଡ଼ା ମଣ୍ଡଳ ବିଜେପି ପକ୍ଷରୁ ରକ୍ତଦାନ ଶିବିର
ସଂଗୃହୀତ ହେଲା 37 ୟୁନିଟ୍ ରକ୍ତ

ଓଡିଶା ଜନମତ, ବେଗୁନିଆପଡା :15/10/26 :

ଭଞ୍ଜ କିଶୋର ମହାରଣା l

ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ 25 ବର୍ଷର ଜନସେବା ଓ ସୁଶାସନ ପକ୍ଷ ପାଳନ ଅବସରରେ ଭାରତୀୟ ଜନତା ପାର୍ଟି (ବିଜେପି) ବେଗୁନିଆପଡ଼ା ମଣ୍ଡଳ ପକ୍ଷରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ବୁଧବାର ବ୍ଲକ ନିକଟସ୍ଥ କଲ୍ୟାଣ ମଣ୍ଡପଠାରେ ଆୟୋଜିତ ଏହି ଶିବିରରେ ମୋଟ 37 ୟୁନିଟ୍ ରକ୍ତ ସଂଗୃହୀତ ହୋଇଛି।ଶିବିରକୁ ବେଗୁନିଆପଡ଼ା ମଣ୍ଡଳ ସଭାପତି ନିରଞ୍ଜନ ପ୍ରଧାନ ଓ ବିଜେପିର ପୂର୍ବତନ ଜିଲ୍ଲା ସମ୍ପାଦକ ରବୀନ୍ଦ୍ର ନାଥ ମିସ୍ତ୍ରୀ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରିଥିଲେ। ରକ୍ତଦାନ ଏକ ମହତ୍ କାର୍ଯ୍ୟ ହୋଇଥିବାବେଳେ ଏହା ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇବାରେ ସହାୟକ ହୋଇଥାଏ। ଏହି ଉଦ୍ଦେଶ୍ୟକୁ ନେଇ ଶିବିରରେ ରକ୍ତଦାତାମାନେ ସ୍ୱତଃସ୍ଫୂର୍ତ୍ତ ଭାବେ ଯୋଗଦେଇ ରକ୍ତଦାନ କରିଥିଲେ। ଏହି ଅବସରରେ ସାଂସଦ ପ୍ରତିନିଧି ଆଲୋକ ଶତପଥି, ବରିଷ୍ଠ ନେତା ଅଶୋକ ତାରିଣୀ, ମଣ୍ଡଳ ପ୍ରତିନିଧି ସୀମାଞ୍ଚଳ ମହାନ୍ତି, ସରପଞ୍ଚ ପ୍ରତିନିଧି ଭଗବାନ ପ୍ରଧାନ, ସମିତି ସଭ୍ୟ ପ୍ରତିନିଧି ରମେଶ ପଲାଇ ଓ କୃଷ୍ଣଚନ୍ଦ୍ର ଗୌଡ଼ଙ୍କ ସମେତ ବିଭିନ୍ନ ପଞ୍ଚାୟତର ପ୍ରମୁଖ ଏବଂ ବୁଥ୍ ସଭାପତିମାନେ ଉପସ୍ଥିତ ରହି ଶିବିର ପରିଚାଳନାରେ ସହଯୋଗ କରିଥିଲେ। ବ୍ରହ୍ମପୁର ଏମ୍‌କେସିଜି ରକ୍ତଭଣ୍ଡାର ପକ୍ଷରୁ ଡାକ୍ତର ଶ୍ରୀନିଧିଙ୍କ ସମେତ କାଳୁ ସେଠୀ, ଦେବରାଜ ଭୋଇ, ଦେବାଶିଷ ପଣ୍ଡା, ରାମହରି ପଣ୍ଡା ଓ ବସନ୍ତ ବେହେରା ପ୍ରମୁଖ ଯୋଗଦେଇ ରକ୍ତ ସଂଗ୍ରହ କରିଥିଲେ। ରକ୍ତଦାନ ଭଳି ମହତ୍ କାର୍ଯ୍ୟ ମାଧ୍ୟମରେ ଜନସେବା ଓ ମାନବିକତାର ବାର୍ତ୍ତା ପ୍ରସାର କରିବା ଏହି ଶିବିରର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

News Comment

You Might Also Like

BACK TO TOP