Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |

15-Oct-2026

ଚଢ଼େୟାପଡା ଠାରେ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ l

ଓଡିଶା ଜନମତ, ବେଗୁନିଆପଡା :15/10/26 :

ଭଞ୍ଜ କିଶୋର ମହାରଣା l

ମର୍ଦକୋଟ ପଂଚାୟତ ଚଢେୟାପଡାରେ ମଙ୍ଗଳବାର ମର୍ଦମେଖ ଆଞ୍ଚଳିକ ସାଧନ କେନ୍ଦ୍ର ପକ୍ଷରୁ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର ସହିତ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଏସ ଚନ୍ଦରେୟାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଯୋଗଦେଇ ଶୁଭାରମ୍ଭ କରିଥିଲେ । ମୁଖ୍ୟବକ୍ତା ଭାବେ ବେଗୁନିଆପଡା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜ୍ୟୋତ୍ରୀମୟୀ ନନ୍ଦ, ସୁରେନ୍ଦ୍ର ଶବର ଯୋଗଦେଇଥିବା ସାନମାନିତା ଅତିଥି ଭାବେ ହରିହର ବିଦ୍ୟାପୀଠ ର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ଗୋଛାୟତ , ସିଆରସିସି ଦେବବ୍ରତ ମାଝୀ ଯୋଗଦେଇ ଥିଲେ। ଅତିଥିମାନେ ନିଜ ବକ୍ତବ୍ୟରେ ‘ସୁରଭି’ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ଛାତ୍ରଛାତ୍ରୀଙ୍କ ମଧ୍ୟରେ ରହିଥିବା ଲୁକ୍କାୟିତ ପ୍ରତିଭାକୁ ଚିହ୍ନଟ କରି ତାହାର ବିକାଶ ପାଇଁ ଏଭଳି କାର୍ଯ୍ୟକ୍ରମ ଏକ ଉତ୍ତମ ମଞ୍ଚ ପ୍ରଦାନ କରୁଛି ବୋଲି ସେମାନେ କହିଥିଲେ। ଏଥିସହ ଛାତ୍ରଛାତ୍ରୀଙ୍କ ମନରେ ଆଗ୍ରହ, ଆତ୍ମବିଶ୍ୱାସ ଓ ପ୍ରତିଯୋଗିତାମୂଳକ ମନୋଭାବ ସୃଷ୍ଟି କରିବା ଦିଗରେ ‘ସୁରଭି’ର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତ ପ୍ରକାଶ ପାଇଥିଲା।କାର୍ଯ୍ୟକ୍ରମରେ କ୍ଲଷ୍ଟର ଅଧୀନସ୍ଥ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଉତ୍ସାହର ସହିତ ଯୋଗଦେଇ ବିଭିନ୍ନ ପ୍ରତିଭା ପ୍ରଦର୍ଶନ କରିଥିଲେ। ଛାତ୍ରଛାତ୍ରୀଙ୍କ ଦ୍ୱାରା ମନୋଜ୍ଞ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମକୁ ସଫଳ କରିବାରେ କ୍ଲଷ୍ଟରର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ଓ ଅନ୍ୟମାନେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP