Breaking News

ଅର୍ଣ୍ଣବ ବାତ୍ୟାକୁ ନେଇ କଲ୍ୟାଣ ସିଂହପୁର ପ୍ରଶାସନ ର ସତର୍କ ଅବଲମ୍ବନ |   (27-Oct-2026)       ||      ହିଞ୍ଜିଳି କାଟୁ ପୌର ପରିଷଦ ର ବାତ୍ୟା ବେଳେ ଡ୍ରେନେଜ ସଫେଇ କୁ ନେଇ ଅସନ୍ତୋଷ |    (27-Oct-2026)       ||      ଗଜପତି ରେ ବାତ୍ୟା ଅର୍ଣ୍ଣବ ର ମୁକାବିଲା ପାଇଁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରୁଜ ଙ୍କ ସ୍ଥିତି ସମୀକ୍ଷା |   (27-Oct-2026)       ||      ସୋରଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପୂର୍ବ ଛାତ୍ର ଏକତ୍ରୀ କରଣ ବୈଠକ ||   (27-Oct-2026)       ||      ପାରମ୍ପରିକ କଉଡ଼ି ଖେଳ ପ୍ରତିଯୋଗିତା କୁମାର ପୂର୍ଣମୀରେ ମୁଦୁପୁର ପଞ୍ଚାୟତ ରେ ଅନୁଷ୍ଠିତ ||   (27-Oct-2026)       ||      ଧନ ଦାତ୍ରୀ ମା ଗଜଲକ୍ଷ୍ମୀ ଙ୍କ ପୂଜା ରଘୁନାଥ ପୁର ବ୍ଳକର ବିଭିନ୍ନ ସ୍ଥାନରେ ଚାଲିଛି ||   (27-Oct-2026)       ||      ବ୍ଳକ ପ୍ରଶାସନ ତରଫରୁ ସମ୍ଭାବ୍ୟ ବାତ୍ୟାକୁ ନେଇ 40ଜଣଙ୍କୁ ସ୍ଥାନାନ୍ତର |    (27-Oct-2026)       ||      ପୋଖରୀ ଗାଡ଼ ୱାଲ ନିର୍ମାଣ କୁ ନେଇ ବିବାଦ ||   (27-Oct-2026)       ||      ଜାତୀୟ ଏକତା ଦିବସରେ ସ୍ୱତନ୍ତ୍ର ଟ୍ରେନରେ ଏକତା ନଗର କୁ ଯାତ୍ରା କଲେ 150ରୁ ଉର୍ଦ୍ଧ ନାଗରିକ |    (27-Oct-2026)       ||      ସମ୍ଭାବ୍ୟ ବାତ୍ୟା"ଅର୍ଣ୍ଣବ `ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ପ୍ରସ୍ତୁତି ସମୀକ୍ଷା    (27-Oct-2026)       ||      ଭସାଣି ଯାତ୍ରା ସହ ସମପନା ହେଲା ଲଉଡ଼ି ଦର୍ହା ରେ କୁମାର ପୂର୍ଣ୍ଣିମା ରାବଣ ପୋଡି ||   (27-Oct-2026)       ||      ଗଞ୍ଜାମ ଜିଲ୍ଲପାଳ ଓ ପୋର୍ଟ କର୍ତ୍ତୃପକ୍ଷ ଙ୍କ ଆର୍ଯ୍ୟପଲୀ ଜେଟି ଓ ଗୋପାଳ ପୁର ବାତ୍ୟା ଆଶ୍ରୟ ସ୍ତଳ ପରିଦର୍ଶନ କଲେ |   (27-Oct-2026)       ||      ଭକ୍ତିମୟ ପରିବେଶ ରେ ଗଣ୍ଡଳା ଗ୍ରାମରେ ମା ଗଜଲକ୍ଷ୍ମୀ ଙ୍କ ପୂଜା ଅନୁଷ୍ଠିତ |    (27-Oct-2026)       ||      କୋଦଳା ଏନଏସି ଅଞ୍ଚଳ ରେ ଧନ ଦାତ୍ରୀ ମା ଗଜଲକ୍ଷ୍ମୀ ଙ୍କ ପୂଜା ||   (26-Oct-2026)       ||      ମାଝୀ ଗୁଡା ଜୁଆ ଆଡ୍ଡାରେ ପୋଲିସି ର ଚଢ଼ାଉ, 4ଯୁଆଡ଼ି ସହ ଟଙ୍କା, ମୋବାଇଲ ଓ ବାଇକ ଜବତ ||   (26-Oct-2026)       ||      ପାଇକମାଳ ବିଡ଼ିଓ ଙ୍କ ବିରୁଦ୍ଧରେ ମାଡ଼ ଅଭିଯୋଗ ରେ ଉଭୟ ପକ୍ଷରୁ ଥାନରେ ମାମଲା ରୁଜୁ ||   (26-Oct-2026)       ||      ରାଜବୋଡା ସମ୍ବର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପାଳ ଙ୍କ ଅଭିଯୋଗ ଶୁଣାଣି |   (26-Oct-2026)       ||      ଦୁର୍ନୀତି ନିବାରଣ ତଥା ସାଧୁତାର ଶପଥ ପାଠ କରାଗଲା ବରଗଡ ଜିଲ୍ଳାର ସମସ୍ତ କାର୍ଯ୍ୟାଳୟ ରେ |    (26-Oct-2026)       ||      ପାଇକ ମାଳ ବ୍ଲକରେ ବିଜେଡିବର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ |   (26-Oct-2026)       ||      ହଳଦିଆ ପଦର ଓଭର ବ୍ରିଜ ରେ ପିଛା ଛାଡ଼ୁନି ଦୁର୍ଘଟଣା |   (26-Oct-2026)       ||     

ସମ୍ଭାବ୍ୟ ବାତ୍ୟା"ଅର୍ଣ୍ଣବ `ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ପ୍ରସ୍ତୁତି ସମୀକ୍ଷା

27-Oct-2026

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା ପାଇଁ ଗଞ୍ଜାମର ପ୍ରସ୍ତୁତି ସମୀକ୍ଷା

ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କଲେ ମନ୍ତ୍ରୀ ଶ୍ରୀ ଜେନା

ଓଡିଶା ଜନ ମତ,ଛତ୍ରପୁର, ୨୭/୧୦:, କୃଷ୍ ଚନ୍ଦ୍ସାମନ୍ତରା  :---

 ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ଏବଂ ଏହାର ପ୍ରଭାବରେ ହେବାକୁ ଥିବା ପ୍ରବଳ ବର୍ଷା ଓ ବାତ୍ୟାର ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲାରେ ଗ୍ରହଣ କରାଯାଇଥିବା ସମସ୍ତ ପ୍ରସ୍ତୁତି ଓ ଆଗୁଆ ପଦକ୍ଷେପ ସମ୍ପର୍କରେ ଆଜି ସମୀକ୍ଷା କରାଯାଇଛି। ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ଆଜି ପୂର୍ବାହ୍ନରେ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ବାତ୍ୟା ମୁକାବିଲା, ଉଦ୍ଧାର ଓ ରିଲିଫ୍ ବ୍ୟବସ୍ଥା, ଜଳ ନିଷ୍କାସନ, ଯୋଗାଯୋଗ ଏବଂ ଜନସାଧାରଣଙ୍କ ସୁରକ୍ଷା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା।
ସମୀକ୍ଷା ସମୟରେ ମନ୍ତ୍ରୀ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ପୃଥକ୍ ଭାବେ ଆଲୋଚନା କରି ବାତ୍ୟା ମୁକାବିଲା ପାଇଁ ନିଆଯାଇଥିବା ଆଗୁଆ ପଦକ୍ଷେପ, କ୍ଷେତ୍ରସ୍ତରରେ ପ୍ରସ୍ତୁତିର ସ୍ଥିତି, ଆବଶ୍ୟକ ଯନ୍ତ୍ରପାତି ଓ କର୍ମଚାରୀଙ୍କ ଉପଲବ୍ଧତା ଏବଂ ଜରୁରୀ ପରିସ୍ଥିତିରେ ତ୍ୱରିତ ପଦକ୍ଷେପ ଗ୍ରହଣ ପାଇଁ ରହିଥିବା ବ୍ୟବସ୍ଥା ସମ୍ପର୍କରେ ତଥ୍ୟ ନେଇଥିଲେ। ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ଆକଳନ କରି ସମସ୍ତ ବିଭାଗକୁ ସଜାଗ ରହିବା ସହ ଆବଶ୍ୟକ ସ୍ଥଳେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ପ୍ରସ୍ତୁତ ରହିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।
ବିଶେଷକରି ଅଗ୍ନିଶମ, ଓଡ୍ରାଫ୍ ଓ ଏନ୍‌ଡିଆର୍‌ଏଫ୍‌ର ପ୍ରସ୍ତୁତି, ବାତ୍ୟା ଆଶ୍ରୟସ୍ଥଳରେ ଆବଶ୍ୟକୀୟ ସୁବିଧା, ବିପଦପ୍ରବଣ ଅଞ୍ଚଳରୁ ଲୋକଙ୍କ ସୁରକ୍ଷିତ ସ୍ଥାନାନ୍ତରଣ, ରନ୍ଧା ଖାଦ୍ୟ ଓ ରିଲିଫ୍ ସାମଗ୍ରୀ ଯୋଗାଣ, ସ୍ୱାସ୍ଥ୍ୟସେବା ଏବଂ ଗର୍ଭବତୀ ମହିଳାଙ୍କ ସୁରକ୍ଷା ସମ୍ପର୍କରେ ବିଭାଗୀୟ ପ୍ରସ୍ତୁତିର ସମୀକ୍ଷା କରାଯାଇଥିଲା। ଏଥିସହ ବ୍ରହ୍ମପୁର ସହର ସମେତ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଜଳ ନିଷ୍କାସନ ବ୍ୟବସ୍ଥାକୁ ସୁଦୃଢ଼ କରିବା, ଡ୍ରେନ୍ ଓ ନାଳ ସଫେଇ, ଜଳବନ୍ଦୀ ସମସ୍ୟା ଏଡ଼ାଇବା ଏବଂ ରାସ୍ତାରେ ଯାତାୟାତ ସ୍ୱାଭାବିକ ରଖିବା ଆଦି ବିଷୟରେ ଆଲୋଚନା ହୋଇଥିଲା।
ବୈଠକରେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ, ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ହରିଶ ବିସିଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ, ବ୍ରହ୍ମପୁର ମହାନଗର ନିଗମର କମିଶନର, ଉପଜିଲ୍ଲାପାଳ, ବିଡ଼ିଓ, ତହସିଲଦାର, ବିଭିନ୍ନ ବିଭାଗର ବରିଷ୍ଠ ଯନ୍ତ୍ରୀ, ଅଗ୍ନିଶମ, ସ୍ୱାସ୍ଥ୍ୟ, ମତ୍ସ୍ୟ ଓ ଅନ୍ୟାନ୍ୟ ଜରୁରୀକାଳୀନ ସେବା ସହ ସମ୍ପୃକ୍ତ ଅଧିକାରୀମାନେ ଯୋଗଦେଇଥିଲେ।
 
News Comment

You Might Also Like

BACK TO TOP