Breaking News

ଶ୍ରୀମନ୍ଦିର ଭିତର ଧୁକୁଡି ଦ୍ୱାର ରେ ବାନ୍ତି ପଡ଼ିଥିବା ଯୋଗୁଁ ହେଲା ମହାସ୍ନାନ |   (30-Aug-2026)       ||      ଏମ ଏମ ଡି ବିଲ ପ୍ରତ୍ୟାହାର କରିବାକୁ ବିଜେପି ସାଂସଦ ଙ୍କୁ ନବୀନ ପଟନାୟକ ଦାବି |   (30-Aug-2026)       ||      ଶବଯାତ୍ରାରେ ସଂକୀର୍ତନ କରୁଥିବା ବ୍ୟକ୍ତିଙ୍କ ପରଲୋକ |    (30-Aug-2026)       ||      କବି ଗଙ୍ଗାଧର ଜୟନ୍ତୀ ଓ ପ୍ରଫେସର ଘନଶ୍ୟାମ ଦାଶ ସ୍ମୃତି ସଭା କୋଶଲ ଟାଇମ ଆନୁ କୁଲ୍ୟରେ ଅନୁଷ୍ଠିତ |    (30-Aug-2026)       ||      ଜମି ଦେବାକୁ କହି ଟଙ୍କା ଲୁଟିଥିବା ପୂର୍ବତନ ବିଜେଡି ମନ୍ତ୍ରୀଙ୍କ ପୁଅ ଗିରଫ ||   (29-Aug-2026)       ||      ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦେଶକ ଭାବେ ଯୋଗଦେଲେ ସଞ୍ଜୟ କୁମାର ବିଶ୍ୱାଳ |   (29-Aug-2026)       ||      ବିଶ୍ୱର ସର୍ବ କନିଷ୍ଟ ରାଜାଙ୍କ 34 ବର୍ଷ ରେ ମୃତ୍ୟୁ ||   (29-Aug-2026)       ||      ରାୟଗଡା କଳାକାର ମହାସଂଘ ପକ୍ଷରୁ କଳାକାର ଙ୍କ ପଞ୍ଜିକରଣ, ପ୍ରଶିକ୍ଷଣ,ଶିବିର ଅନୁଷ୍ଠିତ | ,   (29-Aug-2026)       ||      ଭୀମ ଭୋଇ ଭିନ୍ନକ୍ଷମ ଶିବିର ବେଗୁନିଆପଡା ବ୍ଲକ ରେ ଅନୁଷ୍ଠିତ |   (29-Aug-2026)       ||      ବିଜେପିର ମଣ୍ଡଳ ସ୍ତରୀୟ ସାଙ୍ଗଠନିକ ବୈଠକ ସାଙ୍କୁଡ଼ା ଠାରେ ଅନୁଷ୍ଠିତ |    (29-Aug-2026)       ||      ଡି ଏ ଭି ପବ୍ଲିକ ସ୍କୁଲ ତରଫରୁ ଜାତୀୟ କ୍ରୀଡା ଦିବସ ଉପଲକ୍ଷେ "ମିନି ମାରାଥନ `   (29-Aug-2026)       ||      ରାତିରେ ସୋଇଥିଲା ବେଳେ ସର୍ପ ଦଂଶନ ରେ ଭାଇ ଭଉଣୀ ମୃତ |    (29-Aug-2026)       ||      କଟକ ବଡ଼ ମେଡିକାଲ ଡାଟା ଏଣ୍ଟ୍ରି ଅଧିକାରୀ ଅର୍ଥ ହେର ଫେର ଘଟଣା ରେ ଗିରଫ ||    (29-Aug-2026)       ||      ଏମ ଏମ ଡି ଆର ସଂଶୋଧନ ବିଲ ଓଡିଶା ତଥା ଆଦିବାସୀ ବିରୋଧ |    (29-Aug-2026)       ||      ଅଢ଼େଇ ବର୍ଷ ପରେ ପୁରୁଣା ହତ୍ୟା ମାମଲାରେ ଦୁଇ ଗିରିଫ |    (29-Aug-2026)       ||      ବସ ଭାଙ୍ଗିବା, ବଟି ମାଗିବା ଓ ହେଲପର କୁ ଆକ୍ରମଣ କରିବା ଅଭିଯୋଗ ରେ ତିନି ଗିରିଫ |   (29-Aug-2026)       ||      ପାରଳାଖେମୁଣ୍ଡି ଏମ କେ ସିଜି ରେ ପୋଷ, ପୋଷ୍କ ଏବଂ ନିଶାନିବାରଣ ଉପରେ କର୍ମଶାଳା ||   (29-Aug-2026)       ||      ହଳଦିଆ ପଦର ବସଷ୍ଟାଣ୍ଡ ଠାରେ ଥିବା ହୁଣ୍ଡାଇ କାର ସୋରୁମ ଜଳିଗଲା |    (29-Aug-2026)       ||      କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||   (29-Aug-2026)       ||      ମମତା ରାଜନୀତିରୁ କେବେବି ସନ୍ୟାସ ନେବେ ନାହିଁ, ବରଂ ବିଜେପି କୁ ତଳି ତଳାନ୍ତ ନକଲା ଯାଏଁ ସେ ଶାନ୍ତିରେ ରହିବେନି ||   (29-Aug-2026)       ||     

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳଆଉ ବର୍ଷେ ବଢିଲା |

28-Dec-2024

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଆଉ ବର୍ଷେ ବଢିଲା  |

                  ଓଡିଶା ଜନମତ ବ୍ୟୁରୋ,

ଭୁବନେଶ୍ୱର, ୨୭।୧୨ ;

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ରାଜ୍ୟ ସରକାର ବଢ଼ାଇଛନ୍ତି। ତାଙ୍କ କାର୍ଯ୍ୟକାଳକୁ ଆଉ ବର୍ଷେ ବଢ଼ାଇ ଦେଇଛନ୍ତି। ଫଳରେ ୨୦୨୬ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ସେ ଏହି ପଦବୀରେ କାର୍ଯ୍ୟ କରିବେ । ଆସନ୍ତା ୩୧ ତାରିଖରେ ମନୋଜ ଆହୁଜା ଙ୍କ କାର୍ଯ୍ୟକା କାଳ ସରୁଥିଲା। ବିଜେପି ସରକାର ଗଠନ ପରେ ଜୁନ ୩୦ରେ ସରିଥିଲା ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କକାର୍ଯ୍ୟକାଳ ।ଆଉସେତେବେଳେଡେପୁଟେ ସନରୁ ଆସି ମୁଖ୍ୟ ସଚିବ ପଦରେ ବସି ଥିଲେ ମନୋଜ ଆହୁଜା। ମାତ୍ର ୬ ମାସ ଭିତରେ ନୂଆ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମକୁ କାର୍ଯ୍ୟ କାରୀ କରିବାରେ ସଫଳ  ହୋଇଛନ୍ତି ମନୋଜ ଆହୁଜା |
ବିଶେଷ କରି ବିଜେପିର ନିର୍ବାଚନୀ ପ୍ରତିଶ୍ରୁତି ପ୍ରତିଶ୍ରୁତି ଗୁଡ଼ିକୁ ପୂରଣ କରିବାରେ ଭୂମିକା ନିଭାଇଛନ୍ତି। ଏ ଭିତରେ ରାଜ୍ୟରେ ପ୍ରଥମ ଥର ନାଭାଲ ଡେ, ଡିଜି ସମ୍ମି ଳନୀର ସଫଳ ଆୟୋଜନ ହୋଇଥିବା ବେଳେ ଆଗକୁ ପ୍ରବାସୀ ଭାରତୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ । ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତି କରଣ ସଚିବ ଥିଲେ। ରାଜ୍ୟରେ ବିଜେପି ସରକାର ଆସିବା ପରେ କେନ୍ଦ୍ରୀୟ ଡେପୁଟେସନରେ ଥିବା ମନୋଜ ଆହୁଜାଙ୍କୁ ଓଡ଼ିଶା ଫେରାଇବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ କେନ୍ଦ୍ର ସରକାର ମଧ୍ୟ ଅନୁମତି ଦେଇଥିଲେ। ଏହା ପରେ ଶ୍ରୀ ଆହୁଜା ଭୁବନେଶ୍ଵର ଫେରି ମୁଖ୍ୟ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ। ମନୋଜ ଆହୁଜା ହେଉଛନ୍ତି ୧୯ ବ୍ୟାଚର ଆଇଏଏସ୍ ଅଫିସର୍।

News Comment

You Might Also Like

BACK TO TOP