Breaking News

ଜମି ଦେବାକୁ କହି ଟଙ୍କା ଲୁଟିଥିବା ପୂର୍ବତନ ବିଜେଡି ମନ୍ତ୍ରୀଙ୍କ ପୁଅ ଗିରଫ ||   (29-Aug-2026)       ||      ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦେଶକ ଭାବେ ଯୋଗଦେଲେ ସଞ୍ଜୟ କୁମାର ବିଶ୍ୱାଳ |   (29-Aug-2026)       ||      ବିଶ୍ୱର ସର୍ବ କନିଷ୍ଟ ରାଜାଙ୍କ 34 ବର୍ଷ ରେ ମୃତ୍ୟୁ ||   (29-Aug-2026)       ||      ରାୟଗଡା କଳାକାର ମହାସଂଘ ପକ୍ଷରୁ କଳାକାର ଙ୍କ ପଞ୍ଜିକରଣ, ପ୍ରଶିକ୍ଷଣ,ଶିବିର ଅନୁଷ୍ଠିତ | ,   (29-Aug-2026)       ||      ଭୀମ ଭୋଇ ଭିନ୍ନକ୍ଷମ ଶିବିର ବେଗୁନିଆପଡା ବ୍ଲକ ରେ ଅନୁଷ୍ଠିତ |   (29-Aug-2026)       ||      ବିଜେପିର ମଣ୍ଡଳ ସ୍ତରୀୟ ସାଙ୍ଗଠନିକ ବୈଠକ ସାଙ୍କୁଡ଼ା ଠାରେ ଅନୁଷ୍ଠିତ |    (29-Aug-2026)       ||      ଡି ଏ ଭି ପବ୍ଲିକ ସ୍କୁଲ ତରଫରୁ ଜାତୀୟ କ୍ରୀଡା ଦିବସ ଉପଲକ୍ଷେ "ମିନି ମାରାଥନ `   (29-Aug-2026)       ||      ରାତିରେ ସୋଇଥିଲା ବେଳେ ସର୍ପ ଦଂଶନ ରେ ଭାଇ ଭଉଣୀ ମୃତ |    (29-Aug-2026)       ||      କଟକ ବଡ଼ ମେଡିକାଲ ଡାଟା ଏଣ୍ଟ୍ରି ଅଧିକାରୀ ଅର୍ଥ ହେର ଫେର ଘଟଣା ରେ ଗିରଫ ||    (29-Aug-2026)       ||      ଏମ ଏମ ଡି ଆର ସଂଶୋଧନ ବିଲ ଓଡିଶା ତଥା ଆଦିବାସୀ ବିରୋଧ |    (29-Aug-2026)       ||      ଅଢ଼େଇ ବର୍ଷ ପରେ ପୁରୁଣା ହତ୍ୟା ମାମଲାରେ ଦୁଇ ଗିରିଫ |    (29-Aug-2026)       ||      ବସ ଭାଙ୍ଗିବା, ବଟି ମାଗିବା ଓ ହେଲପର କୁ ଆକ୍ରମଣ କରିବା ଅଭିଯୋଗ ରେ ତିନି ଗିରିଫ |   (29-Aug-2026)       ||      ପାରଳାଖେମୁଣ୍ଡି ଏମ କେ ସିଜି ରେ ପୋଷ, ପୋଷ୍କ ଏବଂ ନିଶାନିବାରଣ ଉପରେ କର୍ମଶାଳା ||   (29-Aug-2026)       ||      ହଳଦିଆ ପଦର ବସଷ୍ଟାଣ୍ଡ ଠାରେ ଥିବା ହୁଣ୍ଡାଇ କାର ସୋରୁମ ଜଳିଗଲା |    (29-Aug-2026)       ||      କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||   (29-Aug-2026)       ||      ମମତା ରାଜନୀତିରୁ କେବେବି ସନ୍ୟାସ ନେବେ ନାହିଁ, ବରଂ ବିଜେପି କୁ ତଳି ତଳାନ୍ତ ନକଲା ଯାଏଁ ସେ ଶାନ୍ତିରେ ରହିବେନି ||   (29-Aug-2026)       ||      ବୟ ଫ୍ରେଣ୍ଡ ର କାର କୁ ହଜାର ହଜାର ଚୁମ୍ବନ ଦେବା ପରେ ପୋଲିସ କୁ ଅର୍ଥ ଗଣିଲା ପ୍ରେମିକ |    (29-Aug-2026)       ||      ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||     

ଅଦିନିଆ ବର୍ଷା ରେ କ୍ଷତି ଗ୍ରସ୍ତ ଚାଷୀଙ୍କ ଫସଲ ଦେଖିଲେ ମାନ୍ୟବର ମୁଖ୍ୟମନ୍ତ୍ରୀ |

30-Dec-2024

ଅଦିନିଆବର୍ଷାଜନିତ କ୍ଷୟକ୍ଷତି ଦେଖି  ମୋହନ ଚରଣ ମାଝୀ ଗଞ୍ଜାମ, ଗଜପତି ଓ ନୟା ଗଡ଼ ଜିଲ୍ଲାରୁ ଫେରିଲେ,

                         ଓଡିଶା  ଜନମତ  ବ୍ୟୁରୋ,

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଶ୍ରୀ ମୋହନ  ଚରଣ ମାଝୀ ରାଜ୍ୟରେ  ଘଟିଥିବାଅଦିନିଆ ବର୍ଷା ଜନିତ କ୍ଷୟକ୍ଷତିର ସ୍ଥିତିଅନୁଧ୍ୟାନ ପାଇଁ ନୟାଗଡ, ଗଜପତି ଓ ଗଞ୍ଜାମଜିଲ୍ଲା ଗସ୍ତ କରି ସବୁ କ୍ଷତିଗ୍ରସ୍ତ ଚାଷୀ ମାନଙ୍କୁନିଶ୍ଚୟ ସହାୟତା ମିଳିବ ବୋଲି ଆଶ୍ବାସନାଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଙ୍କ ସହିତ ରାଜସ୍ବ ଓବିପର୍ଯ୍ୟୟ ପରିଚାଳନାମନ୍ତ୍ରୀ ଶ୍ରୀ ସୁରେଶପୂଜାରୀ ମଧ୍ୟ କ୍ଷତିଗ୍ରସ୍ତ ଜିଲ୍ଲା ଗୁଡ଼ିକ ବୁଲିଦେଖୁଥିଲେ ।।ଚାଷୀ ମାନଙ୍କୁ ଆଶ୍ବାସନାଦେଲେ ମୁଖ୍ୟମନ୍ତ୍ରୀ, ସବୁ କ୍ଷତିଗ୍ରସ୍ତଙ୍କୁ ନିଶ୍ଚୟ
ମିଳିବ ସହାୟତା | ବୀମା ଭୁକ୍ତି ଚାଷୀ ମାନଙ୍କକ୍ଷତି ସଂପର୍କରେ ସୂଚନା ଦେବା ଅବଧୂ ଆଉଗୋଟିଏ ଦିନ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ। ଗସ୍ତ କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟ ଛତ୍ରପୁର ଠାରେ ମୁଖ୍ୟମନ୍ତ୍ରୀ କ୍ଷୟକ୍ଷତି ସମ୍ବନ୍ଧରେ ସମୀକ୍ଷା କରି ବୀମା ଭୂକ୍ତ ଚାଷୀ ମାନଙ୍କ ପାଇଁ କ୍ଷୟକ୍ଷତି ସଂପର୍କରେ ଜଣାଇବା ସମୟ ଅବଧୂକୁ ଆଉ ଗୋଟିଏ ଦିନ ବୃଦ୍ଧି କରିଛନ୍ତି । ଏହି ସମୟ ରବିବାର ପର୍ଯ୍ୟନ୍ତ ଥୂବା ବେଳେ ଏହା ଆସନ୍ତା କାଲି ପର୍ଯ୍ୟନ୍ତ ବୃଦ୍ଧି କରାଯାଇଚି।
ରାଜ୍ୟର କ୍ଷତିଗ୍ରସ୍ତ ହୋଇଥିବା ଜିଲ୍ଲା ଗୁଡିକର ଜିଲ୍ଲାପାଳ ମାନଙ୍କୁ ପୁନଃ ଆକଳନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି | ସୂଚନାଯୋଗ୍ୟ ଯେ ଆସନ୍ତା ୩୦ ତାରିଖ ସୁଦ୍ଧା କ୍ଷୟ କ୍ଷତିର ରିପୋର୍ଟ ଦେବା ପାଇଁ ଅଧୂକାରୀ ମାନଙ୍କୁ ପୂର୍ବରୁ ନିର୍ଦ୍ଦେଶ ଦିଆ ଯାଇଥିଲା ତେବେ ଗୋଟିଏ ଦିନ ଅର୍ଥାତ 31 ତାରିଖ ପର୍ଯ୍ୟନ୍ତ ଅବଧୂ  ବୃଦ୍ଧି  କରିଛନ୍ତି  ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ  | ସଠିକ ଆକଳନ ତଥ୍ୟ ମିଳିବା ପରେ ଚାଷୀ ମାନଙ୍କୁ ସହାୟତା ରାଶି  ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

News Comment

You Might Also Like

BACK TO TOP