Breaking News

ରାତିରେ ସୋଇଥିଲା ବେଳେ ସର୍ପ ଦଂଶନ ରେ ଭାଇ ଭଉଣୀ ମୃତ |    (29-Aug-2026)       ||      କଟକ ବଡ଼ ମେଡିକାଲ ଡାଟା ଏଣ୍ଟ୍ରି ଅଧିକାରୀ ଅର୍ଥ ହେର ଫେର ଘଟଣା ରେ ଗିରଫ ||    (29-Aug-2026)       ||      ଏମ ଏମ ଡି ଆର ସଂଶୋଧନ ବିଲ ଓଡିଶା ତଥା ଆଦିବାସୀ ବିରୋଧ |    (29-Aug-2026)       ||      ଅଢ଼େଇ ବର୍ଷ ପରେ ପୁରୁଣା ହତ୍ୟା ମାମଲାରେ ଦୁଇ ଗିରିଫ |    (29-Aug-2026)       ||      ବସ ଭାଙ୍ଗିବା, ବଟି ମାଗିବା ଓ ହେଲପର କୁ ଆକ୍ରମଣ କରିବା ଅଭିଯୋଗ ରେ ତିନି ଗିରିଫ |   (29-Aug-2026)       ||      ପାରଳାଖେମୁଣ୍ଡି ଏମ କେ ସିଜି ରେ ପୋଷ, ପୋଷ୍କ ଏବଂ ନିଶାନିବାରଣ ଉପରେ କର୍ମଶାଳା ||   (29-Aug-2026)       ||      ହଳଦିଆ ପଦର ବସଷ୍ଟାଣ୍ଡ ଠାରେ ଥିବା ହୁଣ୍ଡାଇ କାର ସୋରୁମ ଜଳିଗଲା |    (29-Aug-2026)       ||      କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||   (29-Aug-2026)       ||      ମମତା ରାଜନୀତିରୁ କେବେବି ସନ୍ୟାସ ନେବେ ନାହିଁ, ବରଂ ବିଜେପି କୁ ତଳି ତଳାନ୍ତ ନକଲା ଯାଏଁ ସେ ଶାନ୍ତିରେ ରହିବେନି ||   (29-Aug-2026)       ||      ବୟ ଫ୍ରେଣ୍ଡ ର କାର କୁ ହଜାର ହଜାର ଚୁମ୍ବନ ଦେବା ପରେ ପୋଲିସ କୁ ଅର୍ଥ ଗଣିଲା ପ୍ରେମିକ |    (29-Aug-2026)       ||      ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ବାହୁଦା ବନ୍ଦର, ଓ ଶିଳ୍ପ ନିବେଶ ଦ୍ୱାରା ବଦଳିବ ଗରିବଙ୍କ ଭାଗ୍ୟ |   (28-Aug-2026)       ||      ରକ୍ଷା ବନ୍ଧନ ର ପୌରାଣିକ ମତ, ଓ ଶିକ୍ଷଣୀୟ କଥା |   (28-Aug-2026)       ||      ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||      ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||     

ସମ୍ବର ମାଂସ ଓ କାତି ଜବତ , ଯୁବକ ଗିରଫ |

30-Dec-2024

ସମ୍ବର ମାଂସ ଓ କାତି ଜବତ, ଯୁବକ ଗିରଫ,

                   ଓଡିଶା ଜନମତ ବ୍ୟୁରୋ,

ବୁଗୁଡା : ତା ୩୦/୧୨/୨୪ : ବୁଗୁଡା ବନାଞ୍ଚଳ ଅନ୍ତର୍ଗତ ବୋରିପଦର ଗାଁ ଛକରେ ଜନୈକ ଯୁବକ ସମ୍ବର ମାଂସ ବିକ୍ରି କରୁଥିବା ବେଳେ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଦୁଇ କିଲୋଗ୍ରାମ ମାଂସ ସହ ଗୋଟିଏ କାତି, କାଠମୁଣ୍ଡା ଓ ବାଇକଟିଏ ଜବତ କରି ବିକ୍ରେତା ଯୁବକକୁ ଗିରଫ କରିଥିବା ଜଣାଯାଇଛି। ଗିରଫ ଯୁବକ ଜଣକ ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଟ୍ଟାଧର ଗ୍ରାମର ସାଗର ନାଇକ(୨୦) ବୋଲି ଜଣାପଡିଛି । ଏ ନେଇ ବନ ବିଭାଗ ପକ୍ଷରୁ କେସ୍ ନଂ ୨୦୪/୨୪-୨୫ରେ ଏକ ମାମଲା ରୁଜୁ ହୋଇଥିବା ନେଇ ବନାଞ୍ଚଳ ଅଧିକାରୀ ପ୍ରଦୀପ କୁମାର ମିଶ୍ରଙ୍କ ଠାରୁ ପ୍ରକାଶ ପାଇଛି । ପ୍ରକାଶ ଯେ , ଗତକାଲି ରାତିରେ ସାଗର ଏକ ସମ୍ବରକୁ ଶିକାର କରିଥିଲା। ତେବେ ଆଜି ସକାଳେ  ସେ ବୋରିପଦର ଗାଁ ଛକରେ ସମ୍ବର ମାଂସ ବିକ୍ରି କରୁଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ବୁଗୁଡା ବନ ବିଭାଗ ପକ୍ଷରୁ ସେଠାରେ ଚଢ଼ାଉ କରାଯାଇ ବିଭିନ୍ନ ସାମଗ୍ରୀ ଜବତ ସହ ତାକୁ ଗିରଫ କରାଯାଇଥିଲା।

News Comment

You Might Also Like

BACK TO TOP