Breaking News

ବସ ଭାଙ୍ଗିବା, ବଟି ମାଗିବା ଓ ହେଲପର କୁ ଆକ୍ରମଣ କରିବା ଅଭିଯୋଗ ରେ ତିନି ଗିରିଫ |   (29-Aug-2026)       ||      ପାରଳାଖେମୁଣ୍ଡି ଏମ କେ ସିଜି ରେ ପୋଷ, ପୋଷ୍କ ଏବଂ ନିଶାନିବାରଣ ଉପରେ କର୍ମଶାଳା ||   (29-Aug-2026)       ||      ହଳଦିଆ ପଦର ବସଷ୍ଟାଣ୍ଡ ଠାରେ ଥିବା ହୁଣ୍ଡାଇ କାର ସୋରୁମ ଜଳିଗଲା |    (29-Aug-2026)       ||      କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||   (29-Aug-2026)       ||      ମମତା ରାଜନୀତିରୁ କେବେବି ସନ୍ୟାସ ନେବେ ନାହିଁ, ବରଂ ବିଜେପି କୁ ତଳି ତଳାନ୍ତ ନକଲା ଯାଏଁ ସେ ଶାନ୍ତିରେ ରହିବେନି ||   (29-Aug-2026)       ||      ବୟ ଫ୍ରେଣ୍ଡ ର କାର କୁ ହଜାର ହଜାର ଚୁମ୍ବନ ଦେବା ପରେ ପୋଲିସ କୁ ଅର୍ଥ ଗଣିଲା ପ୍ରେମିକ |    (29-Aug-2026)       ||      ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ବାହୁଦା ବନ୍ଦର, ଓ ଶିଳ୍ପ ନିବେଶ ଦ୍ୱାରା ବଦଳିବ ଗରିବଙ୍କ ଭାଗ୍ୟ |   (28-Aug-2026)       ||      ରକ୍ଷା ବନ୍ଧନ ର ପୌରାଣିକ ମତ, ଓ ଶିକ୍ଷଣୀୟ କଥା |   (28-Aug-2026)       ||      ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||      ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||     

ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି |

30-Dec-2024

ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ,

                       ଓଡିଶା  ଜନମତ  ବ୍ୟୁରୋ,

ଗଜପତି ଜିଲ୍ଲା ଗୋସାଣୀ ବ୍ଲକଅନ୍ତର୍ଗତ ରମ୍ପା ଗ୍ରାମ   ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତଜନ ଅଭିଯୋଗ  ଶୁଣାଣୀ ଅନୁଷ୍ଠିତହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜ ପତି ଜିଲ୍ଲାପାଳ ଶ୍ରୀଯୁକ୍ତବିଜୟ କୁମାରଦାଶ, ଆରକ୍ଷୀ ଅଧୂକ୍ଷ କ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଡ଼.ଗୁଣନିଧୂ ନାୟକ, ମୁଖ୍ୟ ଉନ୍ନୟନ ଅଧୂକାରୀ ତଥା ନିର୍ବାହୀ ଅଧୂକାରୀ ଜିଲ୍ଲା ପରିଷଦ ଗଜପତି ଏହି ମିଳିତ ଜନଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ରମ୍ଫାଗ୍ରାମ ପଞ୍ଚାୟତ ସମେତ  ଶବରା ଓ ଲାବଣ୍ୟଗଡ଼ପଞ୍ଚାୟତର ସମୁଦାୟ  ମୋଟ-୯୫  ଗୋଟିଅଭି ଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୭୫ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୨୦ ଓ ୭ ଗୋଟି ଅଭିଯୋଗକୁ ତୁରନ୍ତସମାଧାନ କରାଯାଇଛି |  ଅନ୍ୟ ସମସ୍ତ ଅଭିଯୋଗ ଗୁଡିକ ତୁରନ୍ତି ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧୂକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମିପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ବାସ୍ଥ୍ୟ ଓ ରାସ୍ତା ସମସ୍ୟା ସହିତ ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ  ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୋସାଣୀ ପଞ୍ଚାୟତ ସମିତି ଅଧ୍ଯକ୍ଷ ଶ୍ରୀଯୁକ୍ତ ଏନ.ବିରାରାଜୁ, ପ୍ରକଳ୍ପ ପ୍ରଶାସକ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧୂକାରୀ ଶ୍ରୀ ଗୋରା ଚନ୍ଦ୍ର  ପଟ୍ଟନାୟକ, ତହସିଲଦାର ଶ୍ରୀ ନାରାୟଣ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧୂକାରୀ ଡାକ୍ତର ମହମ୍ମଦ ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ଅଧୂକାରୀ ଶ୍ରୀ ସନ୍ତୋଷ ନାୟକ ସ୍ଥାନୀୟ ସରପଞ୍ଚ  ସମେତ ସମସ୍ତ ଜିଲ୍ଲା ସ୍ଵରୀୟ ଅଧୂକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥୂଲେ ।

News Comment

You Might Also Like

BACK TO TOP