Breaking News

ହଳଦିଆ ପଦର ବସଷ୍ଟାଣ୍ଡ ଠାରେ ଥିବା ହୁଣ୍ଡାଇ କାର ସୋରୁମ ଜଳିଗଲା |    (29-Aug-2026)       ||      କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||   (29-Aug-2026)       ||      ମମତା ରାଜନୀତିରୁ କେବେବି ସନ୍ୟାସ ନେବେ ନାହିଁ, ବରଂ ବିଜେପି କୁ ତଳି ତଳାନ୍ତ ନକଲା ଯାଏଁ ସେ ଶାନ୍ତିରେ ରହିବେନି ||   (29-Aug-2026)       ||      ବୟ ଫ୍ରେଣ୍ଡ ର କାର କୁ ହଜାର ହଜାର ଚୁମ୍ବନ ଦେବା ପରେ ପୋଲିସ କୁ ଅର୍ଥ ଗଣିଲା ପ୍ରେମିକ |    (29-Aug-2026)       ||      ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ବାହୁଦା ବନ୍ଦର, ଓ ଶିଳ୍ପ ନିବେଶ ଦ୍ୱାରା ବଦଳିବ ଗରିବଙ୍କ ଭାଗ୍ୟ |   (28-Aug-2026)       ||      ରକ୍ଷା ବନ୍ଧନ ର ପୌରାଣିକ ମତ, ଓ ଶିକ୍ଷଣୀୟ କଥା |   (28-Aug-2026)       ||      ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||      ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||      ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||     

ଭଞ୍ଜନଗର ଠାରେରାଜ୍ୟ ସ୍ତରୀୟ ଆଇନଜୀବୀ ସମ୍ମିଳନୀ ଉଦଘାଟିତ |

30-Dec-2024

ଭଞ୍ଜ ନଗର ଠାରେ ରାଜ୍ୟ ସ୍ତରୀୟ ଆଇନ ଯିବି  ସମ୍ମିଳନୀ  ଉଦ ଘାଟିତ  ||

                      ଓଡିଶା  ଜନମତ  ବ୍ୟୁରୋ ,

ଭଞ୍ଜନଗର  ଠାରେ ରାଜ୍ୟ ଆଇନ ଯିବି ସମ୍ମିଳନୀ ଉଦଘାଟିତ ହୋଇ ଯାଇଛି  |  ଭଞ୍ଜନଗର ଡିହପଢାଳ  ସ୍ଥିତ ସରସ୍ବତୀ ଶିଶୁ ମନ୍ଦିର ଠାରେ ୫୩ ତମ ରାଜ୍ୟ ସ୍ତରୀୟ ଆଇନଜୀବି ସମ୍ମିଳନୀ ଉଦଘାଟିତ ହୋଇଯାଇଛି।ଏଥିରେ ମୁଖ୍ୟଅତିଥି ଭାବେ ହାଇକୋର୍ଟ ବିଚାରପତି ଭି. ନରସିଂହ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଓଡିଶା ରାଜ୍ୟର ଓକିଲ ସଂଘ ସଭାପତି ମାନସ ରଞ୍ଜନ ମହାପାତ୍ରଙ୍କ ଅଧ୍ୟକ୍ଷ ତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ରାଜ୍ୟର ସମସ୍ତ ଜିଲ୍ଲାରୁ ବହୁ ସଂଖ୍ୟକ ଆଇନଜୀବି ଆସି ଯୋଗ ଦେଇଛନ୍ତି।ଏହି ଅବସରରେ କାର୍ଯ୍ୟରତ ଆଇନଜୀବୀ ମାନଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା,ସାଧାରଣ ବୀମା,ପେନସନ ଭଳି ବିଭିନ୍ନ ଦାବି ସରକାରଙ୍କ ନିକଟରେ ରଖାଯାଇଛି |  ଦାବି ପୂରଣ ହେଲେ ଆଇନଜୀବି ମାନେ ଉପକୃତ ହେବେ ବୋଲି ଅଲ ଓଡିଶା ବାର କାଉନସିଲର ସଭାପତି କହିଛନ୍ତି। ଓକିଲ ମାନଙ୍କର କାର୍ଯ୍ୟଶୈଳୀ ଓ ସଠିକ ତଥ୍ୟ ଉପସ୍ଥାପନ କରି ବିଚାର କ୍ଷେତ୍ରରେ ଜଜ୍ ଙ୍କୁ ସହଯୋଗ କରିବା ପାଇଁ ହାଇକୋର୍ଟର ବିଚାରପତି କହିଛନ୍ତି।ଭଞ୍ଜନଗରବିଧାୟକ ପ୍ରଦ୍ୟୁମ୍ନ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବରିଷ୍ଠ ଆଇନ ଜୀବି ବିଜୟ କୁମାର ପାତ୍ର, ଗୋପାଳ କୃଷ୍ଣ ପ୍ରଧାନ ଓ ସୋମନାଥ ନାୟକଙ୍କ ସମେତ ଭଞ୍ଜନଗର ଏନଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ରଙ୍କୁ ସମ୍ଭର୍ଦ୍ଧିତ କରାଯାଇଛି।ଏହା ସହ ଅତିଥିମାନଙ୍କ ଦ୍ଵାରା ଦି’ଲୟର ପୁସ୍ତିକାର ଉନ୍ମୋ ଚନ କରାଯାଇଛି ।ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଭଞ୍ଜନଗର ଓକିଲ ସଂଘର ସଭାପତି ଶୈଳେନ୍ଦ୍ର ନାରାୟଣ ସାହୁ, ସମ୍ପାଦକ ରାଜେନ୍ଦ୍ର କୁମାର ପ୍ରଧାନ,ଏଓଏଲଏ’ର କାର୍ଯ୍ୟକାରୀ ସଭାପତିଜ୍ୟୋତି ରଥ,କାର୍ଯ୍ୟକାରୀ ସମ୍ପାଦକ ବିକାଶ ଦାସ,ବାର କାଉନ୍ସିଲ ସଦସ୍ୟ ପୀତବାସ ପଣ୍ଡା, ସମ୍ପାଦକ ଅନୀଲ କୁମାର ପରିଡ଼ା ମଞ୍ଚରେ ଉପସ୍ଥିତ ଥିଲେ।ଆଇନଜୀବି ରବି ଦାସ କାର୍ଯ୍ୟକ୍ରମରେ ସଂଯୋଜନା କରିଥିଲେ।ଏଥିରେଭଞ୍ଜନଗର ଓକିଲ ସଂଘର ସମସ୍ତ ଆଇନଜୀବି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP