Breaking News

ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||     

ବାଲିଗୁଡା ଆଇଟିଡ଼ିଏ ରେ ନୂତନ ପ୍ରକଳ୍ପ ପ୍ରଶାସକ ଙ୍କ ଯୋଗ ଦାନ |

01-Jan-2025

ବାଲିଗୁଡ଼ା ଆଇଟିଡିଏରେ ନୂତନ ପ୍ରକଳ୍ପ ପ୍ରଶାସକଙ୍କ ଯୋଗଦାନ,

                   ଓଡିଶା ଜନମତ,ବାଲିଗୁଡା,
              ୦୧/୧୨: ସଞ୍ଜୟ କୁମାର ପାଣିଗ୍ରାହୀ,

କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ର ନୂଆ ପ୍ରକଳ୍ପ ପ୍ରଶାସକ ଭାବେ ଗଦାଧର ପାତ୍ର ନୂତନ ବର୍ଷ ବୁଧବାରରେ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିର୍ଦ୍ଦେଶ ପ୍ରକାରେ ଏହି  ନିଯୁକ୍ତି ପାଇଛନ୍ତି। ପ୍ରକାଶ ଯେ, ଗଦାଧର ପାତ୍ର ଏହା ପୂର୍ବରୁ ଉକ୍ତ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକରେ ୨୦୨୧ ନଭେମ୍ବର ୨ରେ ବିଡିଓ ଭାବେ କାର୍ଯ୍ୟରେ ଯୋଗଦେଇଥିବା ବେଳେ ଚଳିତ ବର୍ଷ ଅକ୍ଟୋବର ୨୫ରେ ସେ ସେଠାରୁ ବଦଳି ହୋଇ ନିଜ ବିଭାଗକୁ ଫେରିଥିଲେ। ଦାରିଙ୍ଗବାଡ଼ି ବ୍ଲକରେ ବିଡିଓ ଭାବେ ୩ ବର୍ଷ କାର୍ଯ୍ୟକାଳ ମଧ୍ୟରେ ସେ ୨୦୨୩/୨୦୨୪ ଜାନୁଆରୀରେ ଶୀତ ମହୋତ୍ସବ କରି ଚର୍ଚ୍ଚାରେ ରହିଥିଲେ। ସେହିପରି ଦାରିଙ୍ଗବାଡି ବ୍ଲକ ଦୁର୍ଗମ ଅଞ୍ଚଳରେ ସ୍ମାର୍ଟ ସ୍କୁଲର ରୂପାନ୍ତର କାର୍ଯ୍ୟକୁ ସମୟ ମଧ୍ୟରେ ସମ୍ପୂର୍ଣ୍ଣ କରିବା ସହ ହାତୀମୁଣ୍ଡା ପଞ୍ଚାୟତ ଋଷିମାଳ ପାହାଡ଼ ଚଢ଼ି ସେଠାରେ ପହଞ୍ଚିବା ସହ ତୀର୍ଥକ୍ଷେତ୍ର ରୁଦ୍ଧିମାଳର ବିକାଶ ପାଇଁ ୭୮ ଲକ୍ଷ ଅନୁଦାନରେ କାର୍ଯ୍ୟ କରାଇବା, ଡୁଲୁରୀ ପାଇନବଣ ସମେତ ହିଲଭିୟୁ ପାର୍କ, ପାଟାବାନ୍ଧା ଜଳପ୍ରପାତର ରୂପାନ୍ତର କାର୍ଯ୍ୟ କରେଇବା ଦିଗରେ ସେ ଅନେକ ପ୍ରୟାସ କରିଥିଲେ। ଏବେ ସେ ପ୍ରକଳ୍ପ ପ୍ରଶାସକ ଭାବେ ନିଯୁକ୍ତି ପାଇବା ପରେ କୁଟିଆ କନ୍ଧଙ୍କ ବିକାଶ ସମେତ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସହ ଜନଜାତିଙ୍କ ଜୀବନ ଜୀବିକା ସ୍ବାବଲମ୍ବୀ କରାଇବା ଦିଗରେ ଅଧିକ ଗୁରୁତ୍ୱ ଦେବେ ବୋଲି କହିଛନ୍ତି। ସେ ବାଲିଗୁଡ଼ା ଆଇଟିଡିଏରେ ଯୋଗ ଦେବା ପୂର୍ବରୁ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ସାକ୍ଷାତ କରି କାର୍ଯ୍ୟ ଆରମ୍ଭ କରିଥିବା କହିଛନ୍ତି। ସେ ଆହୁରି କହିଛନ୍ତି, ଦାରିଙ୍ଗବାଡ଼ି କଫି ବଗିଚାରୁ କଫି ସଂଗ୍ରହ ଓ ପ୍ରସ୍ତୁତି କାର୍ଯ୍ୟ ସମେତ ଦାରିଙ୍ଗବାଡ଼ି ହିଲ୍‌ଭିୟୁ ପାର୍କ ପରିସର ମଧ୍ୟରେ ରହିଥିବା ଜନଜାତି ସଂଗ୍ରହାଳୟର ବିକାଶ ପାଇଁ କାର୍ଯ୍ୟ କରାଯିବ ବୋଲି କହିଛନ୍ତି।

News Comment

You Might Also Like

BACK TO TOP