Breaking News

ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||     

ଖଲ୍ଲିକୋଟ ସିଆର ସି ସି ଙ୍କ ବି ଇ ଓ ଏବଂ ଅତିରିକ୍ତ ବି ଇ ଓ ଙ୍କୁ ନୂତନ ବର୍ଷ ରେ ଜଣାଉଲେ ଶୁଭେଚ୍ଛା |

01-Jan-2025

ଖଲ୍ଲିକୋଟ : ସି ଆର୍ ସି ସିଙ୍କ ଗୋଷ୍ଠୀ ଶିକ୍ଷା ଅଧିକାରୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ  ନବ ବର୍ଷର ଶୁଭେଚ୍ଛା ଜ୍ଞାପନ,

               ଓଡିଶା ଜନମତ  ବ୍ୟୁରୋ,

ଖଲ୍ଲିକୋଟ ବ୍ଲକରେ କାର୍ଯ୍ୟରତ ସି ଆର୍ ସି ସି ସାମୂହିକ ଭାବେ ସମ୍ମିଳିତ ହୋଇ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସଦ୍ୟସ୍ମାନ ପଣ୍ଡା, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଷମା ଶବରଙ୍କୁ ଫୁଲତୋଡ଼ା ସହିତ ଉତ୍ତରୀୟ  ପ୍ରଦାନ କରି ନବ ବର୍ଷ-୨୦୨୫ର ଶୁଭେଚ୍ଛା ଶୁଭକାମନା ଜଣାଇଥିଲେ । ଉଭୟ ଗୋଷ୍ଠୀ ଶିକ୍ଷା ଅଧିକାରୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସି ଆର୍ ସି ସି ମାନେ ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମକୁ ସୂଚାରୁରୂପେ ସମ୍ପାଦନ କରିବାକୁ ମତବ୍ୟକ୍ତ କରିଥିଲେ । ଏପ୍ରକାର ଶୁଭେଚ୍ଛା ଉତ୍ସବରେ ସି ଆର୍ ସି ସି କୃଷ୍ଣଚନ୍ଦ୍ର ପରିଡ଼ା, ପ୍ରଶାନ୍ତ କୁମାର ସେଠୀ, ପ୍ରଜ୍ଞା କୁମାର ପଟ୍ଟନାୟକ, ପବିତ୍ର ବେହେରା, ପ୍ରକାଶ ଚନ୍ଦ୍ର ସେଠୀ, ପବନା ସ୍ୱାଇଁ, ରାଜେନ୍ଦ୍ର ପ୍ରସାଦ ପଣ୍ଡା, ପ୍ରମୋଦ କୁମାର ପ୍ରଧାନ, ସୁଶୀଳ କୁମାର ପଣ୍ଡା, ନିରଞ୍ଜନ ଗୁରୁ, ଲିପନ ପଣ୍ଡା, ନିରଞ୍ଜନ ସେଠୀ, ରବୀନ୍ଦ୍ର କୁମାର ନାହାକ, ଶୁଭେନ୍ଦୁ ରାଉତ, ଡକ୍ଟର ଦ୍ବାରିକାନାଥ ମହାରଣା ପ୍ରମୁଖ ଗୋଷ୍ଠୀ ଶିକ୍ଷା ଅଧିକାରୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସହିତ ନବବର୍ଷର ହାର୍ଦ୍ଦିକ ଶୁଭେଚ୍ଛା ଶୁଭକାମନା ଜଣାଇଥିଲେ ।

News Comment

You Might Also Like

BACK TO TOP