Breaking News

ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||     

ନୂଆଁ ବର୍ଷ ରେ ବୁଦ୍ଧ ଖୋଲରେ ଭକ୍ତ ଙ୍କ ପ୍ରବଳ ଭିଡ଼ |

01-Jan-2025

ନୂଆଁ ବର୍ଷରେ ବୁଦ୍ଧଖୋଲରେ ପର୍ଯ୍ୟଟକଙ୍କ ଭିଡ,

              ଓଡିଶା  ଜନମତ  ବ୍ୟୁରୋ,

ବୁଗୁଡ଼ା ,୦୧/୦୧:ଇଂରାଜୀ ନବ ବର୍ଷର ଆଦ୍ୟ ଦିବସରେ ଏଠାକାର ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଥିଲା । ବୁଦ୍ଧଖୋଲର ପଞ୍ଚଶମ୍ଭୁ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଥିବା ବେଳେ ପାଦଦେଶସ୍ଥ ଶିବପାର୍ବତୀଙ୍କ ମୂର୍ତ୍ତି ନିକଟରେ ପର୍ଯ୍ୟଟକଙ୍କ ଗହଳି ଲାଗି ରହିଥିଲା । ଏଥସହ ସୁଉଚ୍ଚ ହନୁମାନ ମୂର୍ତ୍ତି ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟି ଥିଲା । ବହୁ ସଂଖ୍ୟକ ପର୍ଯଟକ ଜଳ ପ୍ରପାତ ସ୍ନାନର ମଜା ଉଠାଉ ଥିବାବେଳେ ଅଧିକାଂଶ ପର୍ଯ୍ୟଟକ“ଆଇ ଲଭ୍ ବୁଦ୍ଧଖୋଲ” ଲେଖା ନିକଟରେ ନିଜ ନିଜର ଫଟୋ ଉତ୍ତୋଳନ କରି ଆନନ୍ଦିତ ହେଉଥିଲେ |ଫଳରେ ବୁଦ୍ଧଖୋଲ ପାଦଦେଶ ଲୋକାରଣ୍ୟରେ ପରିଣତ ହୋଇଯାଇଥିଲା । ତେବେ ସେଠାରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଯାନବାହାନ ନିୟନ୍ତ୍ରଣ ପାଇଁ ବୁଦ୍ଧଖୋଲ ଉନ୍ନୟନ ସମିତି ପକ୍ଷରୁ ସୁବନ୍ଦୋବସ୍ତ କରାଯାଇଥିଲା । ସେହିପରି ନୂତନ ବର୍ଷର ପହିଲି ଦିନରେ ବୁଗୁଡ଼ା ସହରର ବିରଞ୍ଚି ନାରାୟଣ ମନ୍ଦିର ଏବଂ ବଳଦେବ ମନ୍ଦିରରେ ଠାକୁର ଦର୍ଶନ ପାଇଁ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଥିଲା ।

News Comment

You Might Also Like

BACK TO TOP