Breaking News

ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||     

ଆଜି ସନ୍ଧ୍ୟା ସୁଦ୍ଧା ଭୁବନେଶ୍ୱର ରେ ପହଞ୍ଚିବ ଦୁଈ ଗୋଟି ଡବଲ ଡେକର ଇଲେକଟ୍ରିକ ବସ |

02-Jan-2025

ଓଡ଼ିଶାରେ ଚାଲିବ ଇଲେକଟ୍ରିକ ଡବଲ ଡେକର ବସ,

                    ଓଡିଶା ଜନମତ ବ୍ୟୁରୋ ,

ଭୁବନେଶ୍ବର:ଆଜି ଭୁବନେ ଶ୍ବରରେ ପହଞ୍ଚିବ ଇଲେକ୍ଟି କ ନିର୍ମାଣ ଓ ଡବଲ ଡେକର ବସ୍ ଏନେଇ ସୂଚନା ଦେଇଛନ୍ତି ଗୃହନଗରଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହା ପାତ୍ରା ସେ କହିଛନ୍ତି, ଆଜି ସନ୍ଧ୍ୟା ସୁଦ୍ଧା  ଭୁବନେଶ୍ବରରେ ଦୁଇଟି ଗାଡ଼ି ପହଞ୍ଚିବା ପରେ ଆଉ ୩ଟି ବସ୍ ମୁମ୍ବାଇରୁ ଆସିବ  |  ବର୍ତମାନ ସୁଦ୍ଧା ଦୁଈ ଗୋଟିବସ  ଗଞ୍ଜାମ ଜିଲ୍ଲା  ବ୍ରହ୍ମପୁର ରେ ପହଞ୍ଚି ସାରିଛି | ଆଉ ମାତ୍ର ତିନି ଘଣ୍ଟା ପରେ  ଭୁବନେଶ୍ୱର ରେ ପହଞ୍ଚିବ  | ପ୍ରଥମେ ପ୍ରବାସୀ ଭାରତୀୟ ଙ୍କ ବ୍ୟବହାର ନିମନ୍ତେ ଏହାର ଉପଯୋଗ କରାଯିବା ପରେ ସାଧାରଣ ଲୋକଙ୍କ ପାଇଁ ବ୍ୟବହାର ଲାଗିଏହା ଚାଲିବ | 
ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ରାଜଧାନୀଭୁବନେଶ୍ବର ରେ ଡବଲ ଡେକର୍ ବସ୍ ଗଡ଼ିବ | ପ୍ରଥମେ ପ୍ରବାସୀ ଭାରତୀୟ ଦିବସରେଯୋଗ ଦେବା କୁ ଆସିଥିବା ଅତିଥି ମାନେ ବସିବ |  ଏନେଇ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(କୁଟ୍) ପକ୍ଷରୁ ସୂଚନା ଦିଆଯାଇଥୁଲା | ଗେରୁଆ ରଙ୍ଗରେ ତିଆରି ହୋଇଥିବା ଏହି ବସରେ ଓଡ଼ିଶାର କଳା ଓ ସଂସ୍କୃତି ଛାପ ରହିଛି। ବସରେ କୋଣାର୍କ ଚକ, ଧଉଳି ଶାନ୍ତିସ୍ତୁପ, ଗୋଟିପୁଅ ନୃତ୍ୟ ଓ ଅନ୍ୟାନ୍ୟ କଳାକୃତିର ଛାପ ରହିଛି |ସୂଚନାଯୋଗ୍ୟ, କଟକ-ଭୁବନେଶ୍ବର-ପୁରୀରେ ଇଲେକ୍ଟି_କ ଡବଲ ଡେକର ବସ୍ ଚଳାଚଳ କରିବ | ୫ଟି ବସରାଜ୍ୟ ସରକାର ଆଣିବେ | ମୁମ୍ବାଇର ଏକ ସଂସ୍ଥା ଏହି ବସ୍ ତିଆରି କରୁଛି। ପ୍ରଥମ ପର୍ଯ୍ୟାୟରେ ୨ଟିବସ୍ ଆସୁଛି। ପରବର୍ତ୍ତୀ ସମୟରେ ଅନ୍ୟ ୩ଟି ବସ୍ ଆସିବ ବୋଲି ଜଣାପଡ଼ିଛି |

ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ରାଜଧାନୀ ଭୁବନେଶ୍ବରରେ ଡବଲ ଡେକର୍ ବସ୍ ଗଡ଼ିବା ପ୍ରଥମେ ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାକୁ ଆସିଥିବା ଅତିଥିମାନେ ବସିବୋ ଏନେଇ ଏନେଇ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(କୁଟ୍) ଗେରୁଆ ରଙ୍ଗରେ ତିଆରି ହୋଇଥିବା ଏହି ବସରେ ଓଡ଼ିଶାର କଳା ଓ ସଂସ୍କୃତି ଛାପ ରହିଛି। ବସରେ କୋଣାର୍କ ଚକ, ଧଉଳି ଶାନ୍ତିସ୍ତୁପ, ଗୋଟିପୁଅ ନୃତ୍ୟ ଓ ଅନ୍ୟାନ୍ୟ କଳାକୃତିର ଛାପ ରହିଛି ନିର୍ମାଣ କାର୍ଯ୍ୟ ସରିଥ‌ିବା୨ଟି ଇଲେକ୍ଟି_କ ଡବଲ ଡେକର ବସ୍ ମୁମ୍ବାଇରୁ ଭୁବନେଶ୍ବର ଅଭିମୁଖେ ବାହାରି ସାରିଲାଣି ବସ୍ ଦୁଇଟି ଇତି ମଧ୍ୟରେ550 କିମି ରାସ୍ତା ଅତିକ୍ରମ କରି ବ୍ରହ୍ମପୁର ରେ ପହଞ୍ଚି ସାରିଲାଣି |  ଏହାକୁ ଦେଖିବାକୁ ଲୋକଙ୍କ ଭିଡ଼  ହେଉଛି  | କଟଜ, ଭୁବନେଶ୍ୱର ଓ ପୂରୀ ପରେ ଏହା ଅନ୍ୟ ଜିଲ୍ଲା ମାନଙ୍କ ରେ ମଧ୍ୟ  ଚାଲିବ ବୋଲି ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ସୂଚନା ଦେଇ ଛନ୍ତି  |

News Comment

You Might Also Like

BACK TO TOP