Breaking News

ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||     

ଖଲ୍ଲିକୋଟ ସି ଆର ସି ସି ଡି ଆଇ ଇ ଟି ଅଧକ୍ଷ ଙ୍କୁ ଜଣାଇଲେ ନୂଆଁ ବର୍ଷ ର ଶୁଭେଚ୍ଛା |

02-Jan-2025

ଖଲ୍ଲିକୋଟ : ସି. ଆର୍. ସି. ସି.ଙ୍କ 
ଡି. ଆଇ.ଇ.ଟି ଅଧ୍ୟକ୍ଷଙ୍କୁ ନବ ବର୍ଷର ଶୁଭେଚ୍ଛା ଜ୍ଞାପନ,

                      ଓଡିଶା ଜନମତ  ବ୍ୟୁରୋ,

ଖଲ୍ଲିକୋଟ ବ୍ଲକରେ କାର୍ଯ୍ୟ ରତ ସି. ଆର୍. ସି. ସି.ଙ୍କ ତରଫରୁ ନବ ବର୍ଷ-୨୦୨୫ ଅବସରରେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଗଂଜାମ, ଖଲ୍ଲିକୋଟର ଅଧ୍ୟକ୍ଷ ତଥା ବିଶିଷ୍ଟ ଶିକ୍ଷାବିତ୍ ଡକ୍ଟର ସନ୍ତୋଷ କୁମାର ପରିଡ଼ାଙ୍କୁ ଫୁଲତୋଡ଼ା ସହିତ ଉତ୍ତରୀୟ ପ୍ରଦାନ କରି ନବ ବର୍ଷର ଶୁଭେଚ୍ଛା ଶୁଭକାମନା ଜଣାଇଥିଲେ । ପ୍ରତିଷ୍ଠାନର ଅଧ୍ୟକ୍ଷ ଡକ୍ଟର ପରିଡ଼ା ସି ଆର୍ ସି ସି ମାନଙ୍କୁ କ୍ଲଷ୍ଟର ସ୍ତରରେ ନିଜ ନିଜର ଦାୟିତ୍ଵକୁ ସୂଚାରୁରୂପେ ସମ୍ପାଦନ ପାଇଁ ପରାମର୍ଶ ଦେଇଥିଲେ । ସ୍ୱତନ୍ତ୍ର ଆଗ୍ରହ ଆନ୍ତରିକତା ପ୍ରକାଶ କରି ସରକାରଙ୍କ ବିକାଶ ମୂଳକ ଯୋଜନାର ସଫଳ ରୂପାୟନ କ୍ଷେତ୍ରରେ ଆଞ୍ଚଳିକ ସାଧନକର୍ମୀଙ୍କ ଅସଲ ଭୂମିକା ସମ୍ପର୍କରେ ଅଭିହିତ କରିବା ସହିତ ପ୍ରତିଷ୍ଠାନରେ ବର୍ଷ ବ୍ୟାପି ହେଉଥିବା ତାଲିମ, ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ପୂର୍ବରୁ ଆଗୁଆ ତାଲିମ ଆଦି କ୍ଷେତ୍ରରେ ସାମୂହିକ ସହଯୋଗ କାମନା କରିଥିଲେ । ଏତଦବ୍ୟତୀତ ପ୍ରତିଟି ପରିସ୍ଥିତିରେ ଆଞ୍ଚଳିକ ସାଧନ କର୍ମୀମାନେ ସମ୍ମୁଖୀନ ହେଉଥିବା ବହୁବିଧ ସମସ୍ୟାର ସମାଧାନ ଦିଗରେ ସେ ସମ୍ପୂର୍ଣ୍ଣ ଶିକ୍ଷା ସମ୍ବନ୍ଧୀୟ ସାହାଯ୍ୟ ସହଯୋଗ ଅକୁଣ୍ଠ ମନରେ କରିବାକୁ ଅଭିବ୍ୟକ୍ତ କରିଥିଲେ । ଶୁଭେଚ୍ଛା ଉତ୍ସବରେ ସି ଆର୍ ସି ସି କୃଷ୍ଣଚନ୍ଦ୍ର ପରିଡ଼ା, ପ୍ରଶାନ୍ତ କୁମାର ସେଠୀ, ପ୍ରଜ୍ଞା କୁମାର ପଟ୍ଟନାୟକ, ପବିତ୍ର ବେହେରା, ପ୍ରକାଶ ଚନ୍ଦ୍ର ସେଠୀ, ପବନା ସ୍ୱାଇଁ, ରାଜେନ୍ଦ୍ର ପ୍ରସାଦ ପଣ୍ଡା, ପ୍ରମୋଦ କୁମାର ପ୍ରଧାନ, ସୁଶୀଳ କୁମାର ପଣ୍ଡା, ନିରଞ୍ଜନ ଗୁରୁ, ଲିପନ ପଣ୍ଡା, ନିରଞ୍ଜନ ସେଠୀ, ରବୀନ୍ଦ୍ର କୁମାର ନାହାକ, ଶୁଭେନ୍ଦୁ ରାଉତ ପ୍ରମୁଖ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷଙ୍କୁ  ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ସହିତ ନବବର୍ଷର ହାର୍ଦ୍ଦିକ ଶୁଭେଚ୍ଛା ଶୁଭକାମନା ଜଣାଇଥିଲେ ।

News Comment

You Might Also Like

BACK TO TOP