Breaking News

ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||      ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||   (26-Aug-2026)       ||      ମରଣ ଯନ୍ତା ପାଲିଟିଛି ରାଗପୁର ଆଦର୍ଶ ବିଦ୍ୟାଳୟ ରାସ୍ତା!|    (26-Aug-2026)       ||      ଖଡ଼ଗ ନଦୀରେ ଡ଼ଙ୍ଗା ବୁଡି ଭାସିଗଲେ ଶଶୁର ବୋହୁ,    (26-Aug-2026)       ||      ପଦ୍ମପୁର ର ପୂର୍ବତନ ବିଧାୟକ ଙ୍କ ପରଲୋକ |   (26-Aug-2026)       ||     

ଲଣ୍ଡାଙ୍ଗା ପଞ୍ଚାୟତ ରେ ଧାନ ମଣ୍ଡି ଉଦ ଘାଟିତ |

03-Jan-2025

ଲଣ୍ଡାଗାଁ ପଞ୍ଚାୟତରେ ଧାନ ମଣ୍ଡି ଉଦଘାଟିତ,

ଓଡିଶା ଜନମତ,ବାଲିଗୁଡା,
୦୩/୦୧: ସଞ୍ଜୟ କୁମାର ପାଣିଗ୍ରାହୀ,  
କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଲଣ୍ଡାଗାଁ ପଞ୍ଚାୟତ ରେ ଆରମ୍ଭ ହୋଇଛି ଧାନ କିଣା ବ୍ୟବସ୍ଥା। ଏହି କ୍ରମରେ ଆରଏମସି ର ଏକ ନୂତନ କୋଠା ପରିସରରେ ଧାନ ମଣ୍ଡିର ଶୁଭାରମ୍ଭ କରାଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଯୋଗାଣ ବିଭାଗ ଅଧିକାରୀ ଦିଲୀପ କୁମାର ପାଣିଗ୍ରାହୀ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଧାନ କିଣାର ଶୁଭାରମ୍ଭ କରିଥିଲେ। ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପ୍ରକାରେ ଚଳିତବର୍ଷ ଇନପୁଟ ସହାୟତା ରାଶି ପ୍ରଦାନ ପୂର୍ବକ କ୍ବିଣ୍ଟାଲ ପ୍ରତି ୩୧୦୦ ଟଙ୍କାରେ ଧାନ କିଣିବେ ବୋଲି ମତପୋଷଣ କରିବା ସହ ମଣ୍ଡିରେ ଚାଷୀମାନେ ଭଲ ଧାନ ଓ ଭିଜା ଧାନକୁ ଅଲଗା ଆଣି ଦେବାକୁ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ କନ୍ଧମାଳ ଡିଆରସିସି ତୃପ୍ତି କଲ୍ୟାଣ ସେଠୀ,  ସହକାରୀ ଯୋଗାଣ ଅଧିକାରୀ ପି.ଭାର୍ଗବୀ, ଏଆରସିଏସ ସୁକାନ୍ତ କୁମାର ପାଢ଼ୀ, ଗଙ୍ଗା କହଁର, ଅମିତ ସାହୁ, ନରେଶ ପ୍ରଧାନ, କାର୍ତ୍ତିକ ଚନ୍ଦ୍ର ପଟ୍ଟନାୟକ, ଡିଏଲପିସି ସଦସ୍ୟ ଅଭିରାମ ରଣା, ଦେବେନ୍ଦ୍ର କୁଦେଇ, ଆରଏମସି ଓ ଲ୍ୟାମ୍ପ ର ସମସ୍ତ କର୍ମଚାରୀ, ତହସିଲ କାର୍ଯ୍ୟାଳୟ ର ନୋଡାଲ ଅଧିକାରୀ, ପଞ୍ଚାୟତର ସମସ୍ତ ଚାଷୀ ପ୍ରମୁଖ ଉପସ୍ଥିତ ରହିଥିଲେ। ପର୍ଯ୍ୟାୟ କ୍ରମେ ସମସ୍ତ ଅଞ୍ଚଳରେ ଧାନ ମଣ୍ଡି ଖୋଲାଯାଇ ଧାନ ସଂଗ୍ରହ କରାଯିବ ବୋଲି ଯୋଗାଣ ବିଭାଗ ପକ୍ଷରୁ କୁହାଯାଇଛି l

News Comment

You Might Also Like

BACK TO TOP