Breaking News

ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||      ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||   (26-Aug-2026)       ||      ମରଣ ଯନ୍ତା ପାଲିଟିଛି ରାଗପୁର ଆଦର୍ଶ ବିଦ୍ୟାଳୟ ରାସ୍ତା!|    (26-Aug-2026)       ||      ଖଡ଼ଗ ନଦୀରେ ଡ଼ଙ୍ଗା ବୁଡି ଭାସିଗଲେ ଶଶୁର ବୋହୁ,    (26-Aug-2026)       ||      ପଦ୍ମପୁର ର ପୂର୍ବତନ ବିଧାୟକ ଙ୍କ ପରଲୋକ |   (26-Aug-2026)       ||      ସାପ କାମୁଡା ରେ ମୁଣ୍ଡୁଳା ଗ୍ରାମର ମହିଳା ମୃତ |    (26-Aug-2026)       ||     

ଅବସର ପ୍ରାଥମିକ ଶିକ୍ଷକ ଟ୍ରଷ୍ଟର ନବବର୍ଷ କେଲେଣ୍ଡର ଉନ୍ମୋଚିତ |

03-Jan-2025

ଅବସରପ୍ରାପ୍ତ  ପ୍ରାଥମିକ ଶିକ୍ଷକ ଟ୍ରଷ୍ଟର ନବବର୍ଷ କ୍ଯାଲେଣ୍ଡର ଉନ୍ମୋଚିତ,

ଓଡିଶା ଜନ ମତ, ବୁଗୁଡ଼ା :  ହର ପ୍ରାସାଦ ପାଢ଼ୀ , ତା ୦୩/୦୧/୨୪ : ସ୍ଥାନୀୟ ମାଳିଝୋଳା ମନ୍ଦିର ପରିସରରେ ବୁଗୁଡ଼ା ବ୍ଲକ୍ ଅବସରପ୍ରାପ୍ତ ପ୍ରାଥମିକ ଶିକ୍ଷକ ଟ୍ରଷ୍ଟ ପକ୍ଷରୁ ନବ ବର୍ଷ ୨୦୨୫ର କ୍ଯାଲେଣ୍ଡର ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟର ସଭାପତି ବିଶ୍ବମୋହନ ମିଶ୍ରଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ   ପ୍ରାଥମିକ ଶିକ୍ଷକ ସଂଘ ସଭାପତି ମନୋରଞ୍ଜନ ଦାଶ ଯୋଗ ଦେଇଥିଲା ବେଳେ ଏ ଅବସରରେ ଟ୍ରଷ୍ଟ ପକ୍ଷରୁ ପ୍ରସ୍ତୁତ ନବ ବର୍ଷର କ୍ଯାଲେଣ୍ଡରଟିକୁ ଉନ୍ମୋଚନ କରାଯାଇଥିଲା । ଏଥି ସହ ଟ୍ରଷ୍ଟ ପକ୍ଷରୁ ଆସନ୍ତା ଜାନୁଆରୀ ୭ ତାରିଖରେ ହେବାକୁ ଯାଉଥିବା "ଶିକ୍ଷକ ସୌରଭ ସମ୍ମାନ" କାର୍ଯ୍ୟକ୍ରମର ପୂର୍ବ ପ୍ରସ୍ତୁତି ସମ୍ପର୍କେ ବ୍ୟାପକ ଆଲୋଚନା ସହ ପହିଲି ଭୋଗ ସେବନର ଏକ ଆସର ଜମିଥିଲା। ଉକ୍ତ କାର୍ଯ୍ୟକ୍ରମରେ ଟ୍ରଷ୍ଟର କାର୍ଯ୍ୟକାରୀ ସଭାପତି ହରେକୃଷ୍ଣ ପାତ୍ର ଓ ସମ୍ପାଦକ ପ୍ରକାଶ ରଥଙ୍କ ସମେତ କାର୍ଯ୍ୟକାରିଣୀ ପରିଷଦର ସଦସ୍ୟଗଣ ଉପସ୍ଥିତ ରହିଥିଲେ  ।

News Comment

You Might Also Like

BACK TO TOP