Breaking News

ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||      ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||   (26-Aug-2026)       ||      ମରଣ ଯନ୍ତା ପାଲିଟିଛି ରାଗପୁର ଆଦର୍ଶ ବିଦ୍ୟାଳୟ ରାସ୍ତା!|    (26-Aug-2026)       ||      ଖଡ଼ଗ ନଦୀରେ ଡ଼ଙ୍ଗା ବୁଡି ଭାସିଗଲେ ଶଶୁର ବୋହୁ,    (26-Aug-2026)       ||      ପଦ୍ମପୁର ର ପୂର୍ବତନ ବିଧାୟକ ଙ୍କ ପରଲୋକ |   (26-Aug-2026)       ||      ସାପ କାମୁଡା ରେ ମୁଣ୍ଡୁଳା ଗ୍ରାମର ମହିଳା ମୃତ |    (26-Aug-2026)       ||      ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||     

ଖଲ୍ଲିକୋଟ ବଡ଼ ଘାଟିରେ ଓଲଟିଲା ଧାନ ବୋଝେଇ ଟ୍ରକ |

03-Jan-2025

ଭଦ୍ରକ ଠାରୁ ଆନ୍ଧ୍ର ଚାଲାଣ ହେଉଥିବା ଧାନ ବୋଝେଇ ଟ୍ରକ ବଡ଼ ଘାଟି ରେ ଓଲଟିଗଲା, ଅଳ୍ପକେ ବର୍ତିଲେ ଚାଳକ ଓ ସହାୟକ,
            ----------------------------

ଓଡିଶା ଜନମତ,  ଖଲ୍ଲିକୋଟ ;  ମାଧବ ବେହେରା, 3/1 ଗତକାଲି ବିଳମ୍ବିତ ରାତିରେ ଏକ ଧାନ ବୋଝେଇ ଟ୍ରକ ଓଡିଶା ର ଭଦ୍ରକ ଠାରୁ ଆନ୍ଧ୍ର ପ୍ରଦେଶ ଅଭିମୁଖେ ଯାଉଥିବା ବେଳେ ଖଲ୍ଲିକୋଟ ଥାନା ଅନ୍ତର୍ଗତ 16 ନମ୍ବର ଜାତୀୟ ରାଜପଥ ବଡଘ|ଟି ଉପରେ  ବ୍ରେକ ଫେଲ ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇ ଓଲଟି ପଡିଥିଲା | ତେବେ ଉକ୍ତ ଟ୍ରକ ର ଚାଳକ ଓ ସହାୟକ ନିରାପଦ ଥିବା ଜଣାପଡିଛି | ଉକ୍ତ ଧାନ ବୋଝେଇ ଟ୍ରକ ର ନମ୍ବର ଏ ପି 24 ତି ଏ - 2896 ବୋଲି ଜଣାପଡିଛି |ତେବେ ରାଜପଥ ପହରା ଦେଉଥିବା ଏ ଏସ ଆଇ ନୀଳାଞ୍ଚଳ ସେଠି ଉକ୍ତ ଟ୍ରକ ର ଚାଳକ ଓ ସହାୟକ ଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପ୍ରାଥମିକ ଚିକିଛା ପାଇଁ ଭର୍ତ୍ତି କରି ଟ୍ରକ କୁ ସୁରକ୍ଷା ଦେଇଥିବା ପ୍ରକାଶ |

News Comment

You Might Also Like

BACK TO TOP