Breaking News

ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||      ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||   (26-Aug-2026)       ||      ମରଣ ଯନ୍ତା ପାଲିଟିଛି ରାଗପୁର ଆଦର୍ଶ ବିଦ୍ୟାଳୟ ରାସ୍ତା!|    (26-Aug-2026)       ||      ଖଡ଼ଗ ନଦୀରେ ଡ଼ଙ୍ଗା ବୁଡି ଭାସିଗଲେ ଶଶୁର ବୋହୁ,    (26-Aug-2026)       ||      ପଦ୍ମପୁର ର ପୂର୍ବତନ ବିଧାୟକ ଙ୍କ ପରଲୋକ |   (26-Aug-2026)       ||      ସାପ କାମୁଡା ରେ ମୁଣ୍ଡୁଳା ଗ୍ରାମର ମହିଳା ମୃତ |    (26-Aug-2026)       ||      ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||      ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||   (26-Aug-2026)       ||      ଅଭିନେତା ଗୋବିନ୍ଦା ଓ ସ୍ତ୍ରୀ ସୁନିତା ଙ୍କୁ ଛାଡ଼ ପତ୍ର ବିବାଦ ନେଇ ମାଇଁଙ୍କୁ ସାହାଯ୍ୟ କଲେ ଗୋବିନ୍ଦା ଙ୍କ ଭାଣଜି |    (26-Aug-2026)       ||      ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||     

ଆଜି ରାଜ୍ୟପାଳ ଭାବେ ଦାୟିତ୍ୱ ନେଲେ ହରିବାବୁ କମ୍ଭମ୍ପତି |

03-Jan-2025

ହରି ବାବୁ କମ୍ଭମ୍ପତି ନୂଆଁ ରାଜ୍ୟପାଳ ଭାବେ ଶପଥ ନେଲେ,

           ଓଡିଶା ଜନମତ ବ୍ୟୁରୋ, 
ଭୁବନେଶ୍ୱର, ୩।୧ : ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍‌ପତି । ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଆଜି ସେ ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା ୧୦ ମିନିଟ୍‌ରେ ହରି ବାବୁ କମ୍ଭମ୍ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧର ଶରଣ ସିଂହ । ଏଥୁନିମନ୍ତେ ରାଜଭବନରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଥିଲା। ଏହି ସମାରୋହ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟ ମନ୍ତ୍ରୀ,  ନଗର ଉନ୍ନୟନମନ୍ତ୍ରୀ ଡ଼ଃ କୃଷ୍ଣ ଚନ୍ଦ୍ର ମହାପାତ୍ର  , ବିରୋଧୀ ଦଳ ନେତା ନବୀନ ପଟନାୟକ ବାଚସ୍ପତି ସୁରମା ପାଢ଼ୀ, ବିଭିନ୍ନ ବିଶ୍ବବିଦ୍ୟାଳୟ ର କୁଳପତିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ ।

ଶପଥ ଗ୍ରହଣ ଉତ୍ସବ ପରେ ନୂତନ ରାଜ୍ୟପାଳଙ୍କୁ  ଗାର୍ଡ ଅଫ୍ ଅନର ପ୍ରଦାନ କରାଯଇ ଥିଲା। ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟ ପାଳ ଭାବରେ ହରିବାବୁ କମ୍ଭମ୍‌ପତିଙ୍କୁ ନିଯୁକ୍ତି ମିଳିଥିଲା । ଗତକାଲି ଭୁବନେଶ୍ଵରରେ ପହଞ୍ଚି ସେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ । ମହାପ୍ରଭୁଙ୍କଆଶୀର୍ବାଦ ନେଇ ଥିଲେ ହରିବାବୁ ଓ ତାଙ୍କ ପରିବାର। ପୁରୀ ରାଜଭବନ ରେ ରାତ୍ରିଯାପନ ପରେ ଆଜି ସେ ଭୁବନେଶ୍ବର ଫେରି ଥିଲେ। ଏହାପରେ ରାଜଭବ ବନରେ ଶପଥ ନେଇଛନ୍ତି ହରି ବାବୁ । ଏହି ଅବସରରେ ଓଡ଼ିଶାର ବିକାଶ ଓ ରାଜ୍ୟ ବାସୀ ଙ୍କ ଉନ୍ନତି ପାଇଁ ମହା ପ୍ରଭୁଙ୍କ ନିକଟରେ ସେ ପ୍ରାର୍ଥନା କହିଛନ୍ତି ।

News Comment

You Might Also Like

BACK TO TOP