Breaking News

ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||      ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||   (26-Aug-2026)       ||      ମରଣ ଯନ୍ତା ପାଲିଟିଛି ରାଗପୁର ଆଦର୍ଶ ବିଦ୍ୟାଳୟ ରାସ୍ତା!|    (26-Aug-2026)       ||      ଖଡ଼ଗ ନଦୀରେ ଡ଼ଙ୍ଗା ବୁଡି ଭାସିଗଲେ ଶଶୁର ବୋହୁ,    (26-Aug-2026)       ||      ପଦ୍ମପୁର ର ପୂର୍ବତନ ବିଧାୟକ ଙ୍କ ପରଲୋକ |   (26-Aug-2026)       ||      ସାପ କାମୁଡା ରେ ମୁଣ୍ଡୁଳା ଗ୍ରାମର ମହିଳା ମୃତ |    (26-Aug-2026)       ||      ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||      ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||   (26-Aug-2026)       ||      ଅଭିନେତା ଗୋବିନ୍ଦା ଓ ସ୍ତ୍ରୀ ସୁନିତା ଙ୍କୁ ଛାଡ଼ ପତ୍ର ବିବାଦ ନେଇ ମାଇଁଙ୍କୁ ସାହାଯ୍ୟ କଲେ ଗୋବିନ୍ଦା ଙ୍କ ଭାଣଜି |    (26-Aug-2026)       ||      ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||     

ବରଗଡ଼ ରେ ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା ଆରମ୍ଭ |;

04-Jan-2025

ସମ୍ବଲପୁର  ରେ ଧନୁ ଯାତ୍ରା,
(ବରଗଡ଼ ପାଲଟିଲା ମଥୁରାନଗରୀ, ଅମ୍ବାପାଲି ହେଲା ଗୋପପୁର |

ଓଡିଶା ଜନମତ  ବ୍ୟୁରୋ , ସମ୍ବଲପୁର:ବିଶ୍ୱ ପ୍ରସିଦ୍ଧ ଧନୁ ଯାତ୍ରା ଶୁକ୍ରବାର ଠାରୁ ଆରମ୍ଭ ହୋଇଯାଇଛି । ଧନୁଯାତ୍ରା ମହୋତ୍ସବ ସମିତି ପକ୍ଷରୁ ଆୟୋଜିତ ଏହି ଉତ୍ସବ ଉଦ୍‌ଘାଟନ ହୋଇଛି । ଏଥି ସହିତ ୧୧ ଦିନ ଚାଲିବାକୁ ଥିବା ଧନୁଯାତ୍ରାରେ ମହାରାଜ କଂସ ଙ୍କ ରାଜୁତି ଆରମ୍ଭ ହୋଇଯାଇଛି। ଦ୍ୱାପର ଯୁଗ ରେକୃଷ୍ଣ କରିଥିବା ଲୀଳା ଖେଳାକୁ ଆଧାର କରି ପୌରାଣିକ କଥାବସ୍ତୁ ଉପରେ ବରଗଡ଼କୁ ମୟୂରୀନଗରୀ ଭାବେ ଉପସ୍ଥାପନା କରା ଯାଇଛି।
ସେହିପରି ଅମ୍ବାପାଲି ଗୋପପୁରରେ ପରିଣତ ହୋଇଛି | ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ କଂସଙ୍କ ଅଟ୍ଟହାସ୍ୟ ଓ ଆଦେଶ ରେ ମଥୁରାନଗରୀ ଥରହରହେବ|  ଧନୁଯାତ୍ରା ପାଇଁ ଲୋକଙ୍କ ମନରେ ଉତ୍ସଚ୍ଛା ଦେଖା ଦେଇଛି  |

ମହାରାଜ କଂସ ଙ୍କ ପାଇଁ ରାଜଦରବାର ପ୍ରସ୍ତୁତ ହୋଇଛି । ମହାରାଜକଂସଙ୍କ ରାଜମୁକୂଟ ବି ପ୍ରସ୍ତୁତ ହୋଇସାରିଛି । ଏଥିସହ ମହାରାଜାଙ୍କ ହସ୍ତୀ ଓ ମହାମନ୍ତ୍ରୀଙ୍କ ସହ ଅନ୍ୟ ପାରିଷଦଙ୍କ ପାଇଁ ଓଟ ଓ ଘୋଡ଼ାଗାଡ଼ି ଆଦି ସବୁ ସେବାରେ ଲାଗିବାକୁ ପ୍ରସ୍ତୁତ ହୋଇଯାଇଛି । ବରଗଡ଼ବାସୀ ସେହି ଦ୍ବାପର ଯୁଗକୁ ଫେରି ଯାଇଛନ୍ତି କହିଲେ ଅତ୍ୟୁକ୍ତି ହେବ ନାହିଁ । ୮ କିମି ପରିଧୁ ମଧ୍ୟରେ ୩ଟି ଦରବାର (ରାଜଦରକାର, ରଙ୍ଗମହଲ,
ନନ୍ଦରାଜାଙ୍କ ଦରବାର) ଓ ୧୮ଟି ମୁକ୍ତାକାଶ ରଙ୍ଗମଞ୍ଚରେ ବରଗଡ଼ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଅଭିନୀତ ହେଉଛି । ଏଥର ଯାତ୍ରୀଙ୍କୁ ଖୁବ ଆକର୍ଷଣୀୟ କରାଯିବାକୁ ନିଷ୍ପତି ହୋଇଛି।

ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଶୁକ୍ରବାର ଠାରୁ ଆରମ୍ଭ ହୋଇଯାଇଛି । ଏଥି ସହିତ ବରଗଡ଼ରେ ମହାରାଜକଂସ ଙ୍କ ଏକାଦଶ ଦିବସୀୟରାଜୁତି ଆରମ୍ଭ ହୋଇଯାଇଛି । ଏଥର ଯାତ୍ରାକୁ ଖୁବ ଆନର୍ଷଣୀୟ କରାଯିବାକୁ ନିଷ୍ପତି ହୋଇଛି । ଧନୁ ଯାତ୍ରା ପାଇଁ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡା କଢ଼ି କରାଯାଇଛି । ସବୁ ଜାଗାରେ ପୁଲିସ ଫୋର୍ସ ମୁତୟନ ରହିଛନ୍ତି । ଏହାସହ ସାରା ସହର ସିସିଟିଭି ନଜରରେ ର‌ହିବ ବୋଲି ପ୍ରହଲାଦ ସାହାଲ ମୀନା ସୂଚନା ଦେଇଛନ୍ତି । ଉଦ ଘାଟନୀ ଶୋଭାଯାତ୍ରା ଆରମ୍ଭ ହୋଇଥିଲା। ଏହି ଅବସରରେ ଅତିଥୁ ରୂପେ ସ୍ଥାନୀୟ ସାଂସଦ ପ୍ରତୀପ ପୁରୋହିତ ଓ ବିଧାୟକଗଣ ଉପସ୍ଥିତ ଥିଲେ|  ପ୍ରଥମ ଦିନରେ କାମଳୀମନ୍ଦିରଠାରେ ଦେବକୀ, ବସୁଦେବଙ୍କ ବିବାହ, ଦୈକବାଣୀ,ଶ୍ରବଣ ପରେ ଉଗ୍ରସେନଙ୍କୁ ଗାଦିଚ୍ୟୁତ କରି ମହାରାଳ କଂସଙ୍କ ସିଂହାସନ ଆରୋହଣ  ଆଦି କାର୍ଯ୍ୟସୂଚୀ ରହିଛି।

News Comment

You Might Also Like

BACK TO TOP