Breaking News

ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||      ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||   (26-Aug-2026)       ||      ମରଣ ଯନ୍ତା ପାଲିଟିଛି ରାଗପୁର ଆଦର୍ଶ ବିଦ୍ୟାଳୟ ରାସ୍ତା!|    (26-Aug-2026)       ||      ଖଡ଼ଗ ନଦୀରେ ଡ଼ଙ୍ଗା ବୁଡି ଭାସିଗଲେ ଶଶୁର ବୋହୁ,    (26-Aug-2026)       ||      ପଦ୍ମପୁର ର ପୂର୍ବତନ ବିଧାୟକ ଙ୍କ ପରଲୋକ |   (26-Aug-2026)       ||      ସାପ କାମୁଡା ରେ ମୁଣ୍ଡୁଳା ଗ୍ରାମର ମହିଳା ମୃତ |    (26-Aug-2026)       ||      ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||      ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||   (26-Aug-2026)       ||      ଅଭିନେତା ଗୋବିନ୍ଦା ଓ ସ୍ତ୍ରୀ ସୁନିତା ଙ୍କୁ ଛାଡ଼ ପତ୍ର ବିବାଦ ନେଇ ମାଇଁଙ୍କୁ ସାହାଯ୍ୟ କଲେ ଗୋବିନ୍ଦା ଙ୍କ ଭାଣଜି |    (26-Aug-2026)       ||      ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||     

ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ଙ୍କୁ ଆମ୍ବଗଡ଼ ଠାରେ ସ୍ୱାଗତ ସମ୍ବର୍ଦ୍ଧନା ||

04-Jan-2025

ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ଙ୍କୁ ଆମ୍ବଗଡ ଠାରେ ସ୍ବାଗତ ସମ୍ବର୍ଦ୍ଧନା।

             ଓଡିଶା ଜନ ମତ ବ୍ୟୁରୋ,

କୁକୁଡାଖଣ୍ଡି: ଶୁକ୍ରବାର ଦିନ ଭାରତୀୟ ଜନତା ପାର୍ଟି ର ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ମହେଶ୍ୱର ସାହୁ ରାୟଗଡା ଜିଲ୍ଲା ଗସ୍ତ ସମୟରେ ଗଞ୍ଜାମ ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଚିନ୍ମୟ ନନ୍ଦ ମହାରାଜ ଙ୍କ ନେତୃତ୍ୱରେ କୁକୁଡାଖଣ୍ଡି ବ୍ଲକ ଆମ୍ବଗଡ ଠାରେ ସ୍ୱାଗତ ସମ୍ବର୍ଦ୍ଧନା ସହ ନୂତନ ବର୍ଷ ର ଅଭିନନ୍ଦନ ଜ୍ଞାପନ କରାଯାଇଥିଲା। ପରେ ଅଦିନିଆ ବର୍ଷା ରେ ଚାଷୀ ଭାଇ ମାନଙ୍କ ର କ୍ଷୟକ୍ଷତି ବିଷୟରେ ଆଲୋଚନା କରିଥିଲେ। ଚାଷୀ ମାନଙ୍କ ର ହୋଇଥିବା କ୍ଷୟକ୍ଷତି ର  କ୍ଷତିପୂରଣ ଓ ବିମା କିପରି ପାଇବେ ତାହା ସରକାର ଙ୍କୁ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ନିଜ ମନ୍ତବ୍ୟ ରଖିଥିଲେ। ଏହି କାର୍ଯ୍ୟକ୍ରମ ରେ ଗଞ୍ଜାମ ଜିଲ୍ଲା ପୂର୍ବତନ ସମବାୟ ସମିତି ସଂଘ ସଭାପତି ସନାତନ ସଂଗ୍ରାମ ସିଂ, ସନ୍ତୋଷ ଚୈଧୁରୀ,ମଣ୍ଡଳ ସଭାପତି ଅଦଳ ନନ୍ଦ କିଶୋର,ଏ. ବାବୁଲା ପତ୍ର,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ଗଜେନ୍ଦ୍ର ଚୌଧୁରୀ,ଅମୁଲ୍ୟ ଚୌଧୁରୀ, ସଂଯୋଜକ ସୁନୀଲ ମହାନ୍ତି, ସନ୍ତୋଷ ବିଶ୍ଵାଳ, ଗୋବିନ୍ଦା ପ୍ରଧାନ ସହ ବହୁ କର୍ମୀ ଉପସ୍ଥିତ ଥିଲେ l

News Comment

You Might Also Like

BACK TO TOP