Breaking News

ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||      ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||   (26-Aug-2026)       ||      ମରଣ ଯନ୍ତା ପାଲିଟିଛି ରାଗପୁର ଆଦର୍ଶ ବିଦ୍ୟାଳୟ ରାସ୍ତା!|    (26-Aug-2026)       ||      ଖଡ଼ଗ ନଦୀରେ ଡ଼ଙ୍ଗା ବୁଡି ଭାସିଗଲେ ଶଶୁର ବୋହୁ,    (26-Aug-2026)       ||      ପଦ୍ମପୁର ର ପୂର୍ବତନ ବିଧାୟକ ଙ୍କ ପରଲୋକ |   (26-Aug-2026)       ||      ସାପ କାମୁଡା ରେ ମୁଣ୍ଡୁଳା ଗ୍ରାମର ମହିଳା ମୃତ |    (26-Aug-2026)       ||      ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||      ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||   (26-Aug-2026)       ||      ଅଭିନେତା ଗୋବିନ୍ଦା ଓ ସ୍ତ୍ରୀ ସୁନିତା ଙ୍କୁ ଛାଡ଼ ପତ୍ର ବିବାଦ ନେଇ ମାଇଁଙ୍କୁ ସାହାଯ୍ୟ କଲେ ଗୋବିନ୍ଦା ଙ୍କ ଭାଣଜି |    (26-Aug-2026)       ||      ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||      ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||     

ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ |

05-Jan-2025

ବ୍ଲକସ୍ତରୀୟ କ୍ରିଡ଼ା ପ୍ରତିଯୋଗିତା ଅନୁଷ୍ଠିତ,

ଓଡିଶା ଜନମତ, ବୁଗୁଡ଼ା, ହାରପ୍ରସାଦ ପାଢ଼ୀ : ତା ୦୫/୦୧/୨୫ : ସ୍ଥାନୀୟ ପିପୁଲ୍ସ କଲେଜର କ୍ରୀଡା ପ୍ରଙ୍ଗଣରେ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଶ୍ରୀକର ଭଞ୍ଜ ଯୁବ ପରିଷଦ  ସହଯୋଗରେ ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଗ୍ରାମାଞ୍ଚଳର କ୍ରୀଡା ପ୍ରତିଭାକୁ ବିକାଶିତ କରିବା ଲକ୍ଷ୍ୟରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପିପୁଲ୍ସ କଲେଜ ଅଧ୍ୟକ୍ଷ ହରିକୃଷ୍ଣ ନାୟକ, ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ଅକ୍ଷୟ କୁମାର ସାହୁ, ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ସୁଶାନ୍ତ କୁମାର ସାହୁ ଓ ଜୟରାମ ବିଷୋୟୀ ପ୍ରମୁଖ ଯୋଗଦେଇ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ । କ୍ରୀଡା ଶିକ୍ଷକ କ୍ରିଷ୍ଣାରାଓ ପାତ୍ର ଓ ଶ୍ରୀନିବାସ ଦୋରାଙ୍କ ପରିଚାଳନାରେ ସହଯୋଗ କରିଥିଲେ ଉଭୟ ପୁରୁଷ ଓ ମହିଳା ବର୍ଗର ଦୌଡ, ସ୍ଲୋ ସାଇକେଲ ରେସ୍, କବାଡି, ଫୁଟବଲ୍ ଓ ବ୍ଯାଡମିଣ୍ଟନ ଆଦି ପ୍ରତିଯୋଗିତା ଅନୁଷ୍ଠିତ ସାଙ୍ଗକୁ କୃତି ପ୍ରତିଯୋଗୀଙ୍କୁ ଚୟନ କରାଯାଇ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଶ୍ରୀକର ଭଞ୍ଜ ଯୁବ ପରିଷଦର ସଭାପତି ଶ୍ରୀକାନ୍ତ ସାହୁ, ଉପସଭାପତି ଚନ୍ଦନ ସ୍ବାଇଁ, ସମ୍ପାଦକ ଆଶୁତୋଷ ମହାପାତ୍ର, ସହସମ୍ପାଦକ ବିକ୍ରମ ସେଠୀ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP