Breaking News

ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||      ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||   (26-Aug-2026)       ||      ମରଣ ଯନ୍ତା ପାଲିଟିଛି ରାଗପୁର ଆଦର୍ଶ ବିଦ୍ୟାଳୟ ରାସ୍ତା!|    (26-Aug-2026)       ||      ଖଡ଼ଗ ନଦୀରେ ଡ଼ଙ୍ଗା ବୁଡି ଭାସିଗଲେ ଶଶୁର ବୋହୁ,    (26-Aug-2026)       ||      ପଦ୍ମପୁର ର ପୂର୍ବତନ ବିଧାୟକ ଙ୍କ ପରଲୋକ |   (26-Aug-2026)       ||      ସାପ କାମୁଡା ରେ ମୁଣ୍ଡୁଳା ଗ୍ରାମର ମହିଳା ମୃତ |    (26-Aug-2026)       ||      ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||      ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||   (26-Aug-2026)       ||      ଅଭିନେତା ଗୋବିନ୍ଦା ଓ ସ୍ତ୍ରୀ ସୁନିତା ଙ୍କୁ ଛାଡ଼ ପତ୍ର ବିବାଦ ନେଇ ମାଇଁଙ୍କୁ ସାହାଯ୍ୟ କଲେ ଗୋବିନ୍ଦା ଙ୍କ ଭାଣଜି |    (26-Aug-2026)       ||      ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||      ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||     

ବାଲିଗୁଡା ବ୍ଲକ ବରଖମା ଠାରେ ଧାନ ମଣ୍ଡି ଉଦଘାଟିତ |

07-Jan-2025

ବାରଖମା ଠାରେ ଧାନ ମଣ୍ଡି ଉଦଘାଟିତ 
ଓଡିଶା ଜନମତ,ବାଲିଗୁଡା,
୦୭/୦୧: ସଞ୍ଜୟ କୁମାର ପାଣିଗ୍ରାହୀ, 
କନ୍ଧମାଳ ଚାଷୀ ଙ୍କ ଠାରୁ ସରକାରୀ ଧାର୍ଯ୍ୟ ମୂଲ୍ୟରେ ଧାନ କ୍ରୟ ଲାଗି ବାଲିଗୁଡ଼ା ବ୍ଳକ ବାରଖମା ଠାରେ ଧାନ ମଣ୍ଡି ଉଦଘାଟିତ ହୋଇଛି । ଅଗ୍ରଣୀ ମହିଳା ସ୍ୱୟଂ ସହାୟକ ଗୃପ ଯିହୋବାରାଫା ଏହି ଧାନ କିଣିବା ପାଇଁ ସ୍ଥିର ହୋଇଥିଲା।ଏହି ଅବସରରେ ବାଲିଗୁଡ଼ା ସିଡ଼ିପିଓ ଆୟୋଜିତ ଉଦଘାଟନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭାରମ୍ଭ କରିଥିଲେ l  ଚାଷୀ ଯେପରି ଧାନର ଉପଯୁକ୍ତ ମୂଲ୍ୟ ପାଇବେ ଓ କଟନୀ ଛଟନୀ ନ ହେବ ସେଥିପ୍ରତି ଦୃଷ୍ଟି ଦେବାଲାଗି ପରାମର୍ଶ ଦେଇଥିଲେ l ଏଥିରେ କୁମୁଦିନୀ ମଲ୍ଲିକ ସରପଞ୍ଚ, ସମେତ ବାରଖମା , ରେବିଙ୍ଗିଆ , ସଲାଗୁଡା ଓ ସୁଡ୍ରା ପଞ୍ଚାୟତକୁ ନେଇ ଗଠିତ ହୋଇଥିବା କୃଷକ ସଙ୍ଗଠନ ସଭାପତି ବଂଶୀଧର ଦାଣ୍ଡିଆ, ସଂପାଦକ ସିମଞ୍ଚଳ ପାତ୍ର, ସାନନ୍ଦ ମଲ୍ଲିକ, ଉପଦେଷ୍ଟା ବିରେନ୍ଦ୍ର କୁମାର ସାହୁ, ପରମାନନ୍ଦ ନାୟକ, ଅଗ୍ରଣୀ ଚାଷୀ , ମିଶନ ଶକ୍ତିର ସୁରେଶ କହଁର, ଏମ ବି କେ ଶିଖା ରାଣୀ ଦିଗାଲ, ବିଏଲଏଫ ସଭାପତି ମାଳା ସିନୀ ଦିଗାଲ, ସଂପାଦକ ମିନି ପ୍ରଧାନ ଓ ଅନ୍ୟ ମାନେ ଉପସ୍ଥିତ ଥିଲେ ।

News Comment

You Might Also Like

BACK TO TOP