Breaking News

ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||      ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||   (26-Aug-2026)       ||      ମରଣ ଯନ୍ତା ପାଲିଟିଛି ରାଗପୁର ଆଦର୍ଶ ବିଦ୍ୟାଳୟ ରାସ୍ତା!|    (26-Aug-2026)       ||      ଖଡ଼ଗ ନଦୀରେ ଡ଼ଙ୍ଗା ବୁଡି ଭାସିଗଲେ ଶଶୁର ବୋହୁ,    (26-Aug-2026)       ||      ପଦ୍ମପୁର ର ପୂର୍ବତନ ବିଧାୟକ ଙ୍କ ପରଲୋକ |   (26-Aug-2026)       ||      ସାପ କାମୁଡା ରେ ମୁଣ୍ଡୁଳା ଗ୍ରାମର ମହିଳା ମୃତ |    (26-Aug-2026)       ||      ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||      ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||   (26-Aug-2026)       ||      ଅଭିନେତା ଗୋବିନ୍ଦା ଓ ସ୍ତ୍ରୀ ସୁନିତା ଙ୍କୁ ଛାଡ଼ ପତ୍ର ବିବାଦ ନେଇ ମାଇଁଙ୍କୁ ସାହାଯ୍ୟ କଲେ ଗୋବିନ୍ଦା ଙ୍କ ଭାଣଜି |    (26-Aug-2026)       ||      ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||      ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||     

ବିଭିର୍ଣ୍ଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର ଆରମ୍ଭ |

07-Jan-2025

ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ୍ ଶିବିର ଆରମ୍ଭ,

ଓଡିଶା ଜନମତ, ବୁଗୁଡ଼ା, ହର ପ୍ରାସାଦ ପାଢ଼ୀ : ତା ୦୭/୦୧/୨୫ :
ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆୟୋଜିତ ଅଷ୍ଟ ଦିବସୀୟ ମହିଳା ଆତ୍ମ ସୁରକ୍ଷା ତାଲିମ୍ ଶିବିର ଗୁଡିକର ଶୁଭାରମ୍ଭ ହୋଇଯାଇଛି। ଏ ପରିପ୍ରେକ୍ଷୀରେ ସ୍ଥାନୀୟ ବଳଦେବଜୀୟୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଆୟୋଜିତ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଘାଟିତ ହୋଇଯାଇଛି। ଅଧ୍ଯକ୍ଷ ମନୋଜ କୁମାର ସ୍ବାଇଁଙ୍କ ପୌରୋହିତ୍ଯରେ ଆୟୋଜିତ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଏଟିଓ ସୁନନ୍ଦ ଶେଖର ସାହାଣି ଏବଂ ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ବିଭୂତି ଭୂଷଣ ମିଶ୍ର ଯୋଗ ଦେଇ ଆତ୍ମ ସୁରକ୍ଷା ତାଲିମ୍ ଗ୍ରହଣର ଉପାଦେୟତା ଓ ଉପଯୋଗିତା ସମ୍ପର୍କରେ ଆଲୋକପାତ କରିଥିଲେ । ସଂଯୋଜକ ସତ୍ଯଶ୍ରୀ କୁମାର ଜେନାଙ୍କ ତତ୍ତ୍ବାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ପ୍ରଶିକ୍ଷିକା ଭାବେ ଦିବ୍ଯାନୀ ସାହୁ ଓ ପୂଜା ପ୍ରଧାନ ଯୋଗ ଦେଇ ଛାତ୍ରୀଙ୍କୁ ତାଲିମ ପ୍ରଦାନ କରିଥିଲେ। 
ସେହିଭଳି ସ୍ଥାନୀୟ ପିପୁଲ୍ସ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ପୌରୋହିତ୍ଯରେ ତଥା ସଂଯୋଜିକା ରଶ୍ମି କୁମାରୀ ପଟ୍ଟନାୟକଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ଆତ୍ମ ସୁରକ୍ଷା ତାଲିମ୍ ଶିବିରର ଉଦଘାଟନୀ ଉତ୍ସବରେ ଅତିଥି ଭାବେ ଅଧ୍ୟାପକ ପ୍ରଦୀପ କୁମାର ଦାଶ ଯୋଗ ଦେଇଥିବା ବେଳେ ପ୍ରଶିକ୍ଷିକା ଭାବେ ସମିତ ଜେନା ଓ ପୂଜାରାଣୀ ସ୍ବାଇଁ ଯୋଗ ଦେଇ ଛାତ୍ରୀଙ୍କୁ ତାଲିମ ପ୍ରଦାନ କରିଥିଲେ। 
ଅନ୍ୟପକ୍ଷରେ ମାଣିତରା ଗ୍ରାମସ୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ଅନୁପ କୁମାର ପଣ୍ଡାଙ୍କ ପୌରହିତ୍ୟରେ ଅନୁଷ୍ଠିତ ଆତ୍ମ ସୁରକ୍ଷା ତାଲିମ୍ ଶିବିରର ଉଦଘାଟନୀ ଉତ୍ସବରେ ବୁଗୁଡା ମିଡିଆ କ୍ଲବ ସଭାପତି ଅନିଲ ପଟ୍ଟନାୟକ ଅତିଥି ଭାବେ ଯୋଗ ଦେଇ ଛାତ୍ରୀଙ୍କୁ ଆତ୍ମ ସୁରକ୍ଷା ତାଲିମ୍ ଗ୍ରହଣର ଆବଶ୍ୟକତା ସମ୍ପର୍କୈ ଆଲୋକପାତ କରିଥିଲେ।

News Comment

You Might Also Like

BACK TO TOP