Breaking News

ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||      ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||   (26-Aug-2026)       ||      ମରଣ ଯନ୍ତା ପାଲିଟିଛି ରାଗପୁର ଆଦର୍ଶ ବିଦ୍ୟାଳୟ ରାସ୍ତା!|    (26-Aug-2026)       ||      ଖଡ଼ଗ ନଦୀରେ ଡ଼ଙ୍ଗା ବୁଡି ଭାସିଗଲେ ଶଶୁର ବୋହୁ,    (26-Aug-2026)       ||      ପଦ୍ମପୁର ର ପୂର୍ବତନ ବିଧାୟକ ଙ୍କ ପରଲୋକ |   (26-Aug-2026)       ||      ସାପ କାମୁଡା ରେ ମୁଣ୍ଡୁଳା ଗ୍ରାମର ମହିଳା ମୃତ |    (26-Aug-2026)       ||      ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||      ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||   (26-Aug-2026)       ||      ଅଭିନେତା ଗୋବିନ୍ଦା ଓ ସ୍ତ୍ରୀ ସୁନିତା ଙ୍କୁ ଛାଡ଼ ପତ୍ର ବିବାଦ ନେଇ ମାଇଁଙ୍କୁ ସାହାଯ୍ୟ କଲେ ଗୋବିନ୍ଦା ଙ୍କ ଭାଣଜି |    (26-Aug-2026)       ||      ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||      ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||     

ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କ ଠାରୁ ବାଇକ ଓ ଟଙ୍କା ଲୁଟ |

07-Jan-2025

ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କୁ ନିସ୍ତୁକ ମାଡ଼ : ବାଇକ ସହ ଟଙ୍କା ଲୁଟ,

ଓଡିଶା ଜନମତ,ବାଲିଗୁଡା,
୦୭/୦୧: ସଞ୍ଜୟ କୁମାର ପାଣିଗ୍ରାହୀ,
କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ କିରିକୁଟି ଓ ପର୍ତ୍ତମାହା ପଞ୍ଚାୟତ କୁମ୍ଭାରମୁଣ୍ଡା ନିକଟରେ ମଙ୍ଗଳବାର ଦିନ ଏକ ବଡ ଧରଣର ଲୁଟ୍‌ ହୋଇଛି। ଜଣେ ଫାଇନାନ୍ସ କର୍ମଚାରୀ ଋଣ ଟଙ୍କା ଆଦାୟ କରି ଫେରୁଥିବା ସମୟରେ ଏହି ଲୁଟ୍‌ ହୋଇଛି। ଗୋଟିଏ ବାଇକ ସମେତ ନଗଦ ପ୍ରାୟ ୪୦ ହଜାର ଟଙ୍କା ଲୁଟିନେଇଛନ୍ତି ଦୃର୍ବୁତ୍ତ। ଲୁଟ୍‌ର ଶିକାର କର୍ମଚାରୀ ହେଲେ ମିଥେଲ ଦିଗାଲ। ତାଙ୍କୁ ଦୃର୍ବୁତ୍ତମାନେ ବନ୍ଧୁକ ମୁନରେ ଭୟଭୀତ କରିବା ସହ ବନ୍ଧୁକରେ ମୁଣ୍ଡକୁ ବାରମ୍ବାର ପିଟି ଆଘାତ କରି ଗୁରୁତର କରିଦେଇ ଲୁଟ୍‌ କରିଛନ୍ତି। ଗୁରୁତର ଅବସ୍ଥାରେ ମିଥେଲଙ୍କୁ ସ୍ଥାନୀୟ ଲୋକ ସିମନବାଡି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକା ଚିକିତ୍ସା ପାଇଁ ଅନ୍ୟତ୍ର ଅଧିକା ଚିକିତ୍ସା ପାଇଁ ଯିବାକୁ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି । ପ୍ରକାଶ ଯେ, ମିଥେଲ ଏକ ବାଇକ ବାଇକ ନଂ (ଓଡି ୧୨ ଇ-୭୪୮୫ )ରେ ସକାଳୁ ଦାରିଙ୍ଗବାଡି ଫାଇନାନ୍ସ କାର୍ଯ୍ୟାଳୟରୁ ବାହାରି କିରିକୁଟି ପଞ୍ଚାୟତର କୁମ୍ଭାରମୁଣ୍ଡା ଗ୍ରାମ ଦେଇ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ, କାଡିପାଙ୍ଗା ଅଞ୍ଚଳକୁ ଋଣ ବାବଦକୁ ଅର୍ଥ ସଂଗ୍ରହ ପାଇଁ ଯାଇଥିଲେ। କାମ ସାରି ମଧ୍ୟାହ୍ନରେ ଦାରିଙ୍ଗବାଡି ଫେରୁଥିଲେ। ଏହି ସମୟରେ ୩ଜଣ ଦୃର୍ବୁତ୍ତ ମିଥେଲଙ୍କୁ ଅଟକାଇ ବନ୍ଧୁକ ଦେଖାଇବା ସହ ମିଥଲଙ୍କୁ ଗାଡିରେ ବସାଇ କିଛିବାଟ ନେଇଥିଲେ। ତେବେ ଜଙ୍ଗଲରେ କିଛି ଲୋକ ହଳଦୀ ଖୋଲୁଥିବା ଦେଖି ମିଥେଲ ବାଇକରୁ ଡେଇଁବା ପାଇଁ ଉଦ୍ୟମ କରିଥିଲେ ଓ ଦୃର୍ବୁତ୍ତଙ୍କ ସହ ମିଥଲ ବାଇକରୁ ଖସିପଡ଼ିଥିଲେ ଓ ରାଗରେ ଦୁର୍ବୁତ୍ତ ମାନେ ମିଥେଲଙ୍କୁ ପ୍ରବଳ ପିଟିବା ସହ ବନ୍ଧୁକରେ ମୁଣ୍ଡକୁ ବାରମ୍ବାର ଆଘାତ ଦେଇଥିଲେ। ତେବେ ଘଟଣାସ୍ଥଳରୁ ସମସ୍ତ ଦୃର୍ବୁତ୍ତ ଫେରାର ହୋଇଯାଇଥିଲେ ବୋଲି ଆହତ ମିଥେଲ ପ୍ରକାଶ  କରିଛନ୍ତି। ଏ ନେଇ ମିଥେଲ ଦାରିଙ୍ଗବାଡି ଥାନାରେ ଏତଲା ଦାଏର କରିଛନ୍ତି l ଏତଲା କୁ ଭିର୍ତ୍ତି କରି ପୋଲିସ ତଦନ୍ତ ଆରମ୍ଭ କରିଛି l

News Comment

You Might Also Like

BACK TO TOP